ମେଟ୍ରୋ

ଆଜିଠୁ ଓଜେଇଇ ଓ୍ବେବ୍‌ କାଉନସେଲିଂ

ଭୁବନେଶ୍ୱର,୧୨ା୯(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହେବ ଓଜେଇଇ ଓ୍ବେବ୍‌ କାଉନସେଲିଂ। ଆଜି ଏମ୍‌ବିଏ, ଏମ୍‌ସିଏ, ଏମ୍‌.ଟେକ୍‌, ଏମ୍‌.ଆର୍ଚ ଏବଂ ଏମ୍‌. ପ୍ଲାନ୍‌ ପାଇଁ କାଉନସେଲିଂ ହେବ। ସେହିପରି ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାରଠାରୁ ବି.ଟେକ୍‌, ବି.ଆର୍ଚ, ବି. ପ୍ଲାନ୍‌, ବି.କ୍ୟାଟ୍‌, ଏମ୍‌.ଏସ୍‌ସି ଆଦି ପାଇଁ…

ଦିବ୍ୟାଂଶୁ ମଲୁ ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୧୨।୯(ବ୍ୟୁରୋ): ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ରବିବାର ଜେଇଇ ଆଡ୍‌ଭାନ୍ସଡ୍‌ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ବମ୍ବେ ପକ୍ଷରୁ ପରୀକ୍ଷା ଫଳ ଘୋଷଣା କରାଯିବା ସହ jeeadv.ac.in ୱେବ୍‌ସାଇଟ୍‌ରେ ମଧ୍ୟ ଉପଲବ୍ଧ କରାଯାଇଛି। ଆଇଆଇଟି ବମ୍ବେ ଜୋନ୍‌ର ଆର୍‌. କେ.…

ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଭିନ୍ନ ବିଭାଗର ଠିକା କର୍ମଚାରୀ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଯୁକ୍ତି ନିୟମାବଳୀ ବିରୋଧରେ ଠିକା କର୍ମଚାରୀ ସଂଘର ବଡ଼ ଧରଣର ଆନ୍ଦୋଳନ। ରବିବାର ପ୍ରାୟ ୧୦ ହଜାର ଠିକା କର୍ମଚାରୀ ଲୋୟର ପିଏମ୍‌ଜି ଛକରେ ବିକ୍ଷୋଭ କରୁଛନ୍ତି। ସମାନ କାମକୁ ସମାନ ଦରମା ଦାବିରେ ଏହି ଆନ୍ଦୋଳନ…

ଆଜି ଚିହ୍ନଟ ହେଲେ ୨୪୫ ଆକ୍ରାନ୍ତ

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪୪ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୦୧ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୪୩ଜଣ ସଂକ୍ରମିତ ୧୮ ବର୍ଷରୁ କମ୍‌ ଥିବା ନେଇ ରବିବାର ରାଜ୍ୟ…

ଏଥର ହାଇକୋର୍ଟ ତୋରଣ

ଭୁବନେଶ୍ୱର, ୧୧।୯ (ବ୍ୟୁରୋ): ଦୁର୍ଗାପୂଜା ପାଇଁ ରାଜଧାନୀ ଭୁବନେଶ୍ୱର କ୍ରମଶଃ ଚଳଚଞ୍ଚଳ ହେବାରେ ଲାଗିଛି। ବିଭିନ୍ନ ପୂଜା କମିଟି ମଧ୍ୟ ନିଜ ନିଜର ପ୍ରସ୍ତୁତିକୁ ଜୋର୍‌ଦାର କରିଛନ୍ତି। ପ୍ରତିଯୋଗିତାମୂଳକ ଭାବେ ମା’ଙ୍କ ପାଇଁ ସୁଦୃଶ୍ୟ ମଣ୍ଡପ ଓ ତୋରଣ ତିଆରି ଚାଲିଛି।…

ଆଜି ଉଦ୍‌ଘାଟନ ହେବ ବନ ଶହୀଦ ସ୍ମାରକସ୍ତମ୍ଭ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ଭୁବନେଶ୍ୱର ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ର (ଆର୍‌ପିଆର୍‌ସି) ପରିସର ଏକାମ୍ର କାନନର ଗୋଲାପ ବଗିଚା ମଧ୍ୟରେ ବନବାହିନୀ ଶହୀଦ ସ୍ମାରକ ସ୍ତମ୍ଭ ସ୍ଥାପନ କରାଯାଇଛି। ବନ ଶହୀଦ ଦିବସ ପାଳନ ଅବସରରେ ରବିବାର ପୂର୍ବାହ୍ନ ୧୦ଟାରେ ଜଙ୍ଗଲ, ପରିବେଶ…

ଲଘୁଚାପ ଘନୀଭୂତ, ୧୨ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ଗଜପତି, କଳାହାଣ୍ଡି,…

କଟକ ନକଲି ଔଷଧ: ଦୁଇ ଷ୍ଟକିଷ୍ଟଙ୍କ ନାଁରେ ମାମଲା

କଟକ ଅଫିସ,୧୧ା୯: ରାଜ୍ୟରେ ନକଲି ଔଷଧ କାରବାର ଏବେ ଚିନ୍ତାର କାରଣ ପାଲଟିଛି। ବିଶେଷକରି କଟକରୁ ନକଲି ଔଷଧ ରାଜ୍ୟ ତଥା ରାଜ୍ୟ ବାହାରକୁ ଯୋଗାଣ ହେଉଥିବା ଅଭିଯୋଗ ହେବା ପରେ ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ସ୍ଥାନୀୟ…

ଜୁନିୟର ମହିଳା ବିଶ୍ୱକପ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଜୁନିୟର ମହିଳା ବିଶ୍ୱକପ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ । ଏଥିଲାଗି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସୂଚନାନୁଯାୟୀ, କଳିଙ୍ଗ ଷ୍ଟାଡିୟମରେ ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ବିଶ୍ବକପର ମ୍ୟାଚ୍‌…

ଘନୀଭୂତ ହେଉଛି ଲଘୁଚାପ, ୧୧ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଦକ୍ଷିଣଓଡିଶା…

ରାଜ୍ୟରୁ ୨୬୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ…

ନଭେମ୍ବର ୮ରୁ କଟକ ବାଲିଯାତ୍ରା

ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ଦୁଇବର୍ଷ ପରେ ଆସନ୍ତା ନଭେମ୍ବର ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ କଟକର ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା। ଏହାକୁ ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶୁକ୍ରବାର ଲୋକସେବା ଭବନଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?