ମେଟ୍ରୋ

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୪୦କୁ ବୃଦ୍ଧି ପାଇଛି।…

ରାଷ୍ଟ୍ରପତିଙ୍କୁ ଭେଟିବାକୁ ଆଜି ଦିଲ୍ଲୀ ଯିବେ ୨୬ ବିଧାୟକ

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାକୁ ମଙ୍ଗଳବାର ଓଡ଼ିଶାର ୨୬ ବିଧାୟକ ଦିଲ୍ଲୀ ଯିବେ। ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ୨୬ ବିଧାୟକ ଆଜି ଦିଲ୍ଲୀ ଗସ୍ତରେ ଯାଇ ବୁଧବାର ରାଷ୍ଟ୍ରପତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ବିଧାୟକଙ୍କ ମଧ୍ୟରେ…

ଆଜି ରାଜ୍ୟରେ ୭୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨।୮: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଥମୁନି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୩ ଚିହ୍ନଟ ହୋଇଥିବାବେଳେ…

ରାଜ୍ୟରେ ମୁଣ୍ଡ ପିଛା ଋଣ ୨୨,୦୪୨ଟଙ୍କା

ଭୁବନେଶ୍ବର, ୨ା୮(ବ୍ୟୁରୋ): ଓଡିଶାର ଏ.ଜି(ମହାଲେଖାକାର)ଙ୍କ ତଥ୍ୟ ଅନୁଯାୟୀ ୨୦୨୧-୨୨ ଆର୍ଥିକ ବର୍ଷ ସୁଦ୍ଧା ରାଜ୍ୟ ସରକାରଙ୍କ ମୋଟ ଋଣ ଭାର୯୭,୭୦୨.୦୩ କୋଟି ଟଙ୍କା ରହିଛି। ଚଳିତ ବର୍ଷ ଅର୍ଥାତ୍‌ ୨୦୨୨-୨୩ରେ ରାଜ୍ୟ ସରକାର ୨୫,୫୮୯ କୋଟି ଟଙ୍କାର ଋଣ ଆହରଣ କରିବାକୁ…

ବଢୁଛି କର୍କଟ ରୋଗୀ, ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, ୨ା୮(ବ୍ୟୁରୋ): କର୍କଟ ରୋଗ ଏବେ ରାଜ୍ୟରେ ବଢ଼ିଚାଲିଛି। ଗତ ୩ ବର୍ଷର ସରକାରୀ ରିପୋର୍ଟ ଉପରେ ନଜର ପକାଇଲେ ଏକଥା ସ୍ପଷ୍ଟ ହୋଇଛି। ତେବେ କର୍କଟ ଭଳି ରୋଗକୁ ହ୍ରାସ କରିବା ପାଇଁ ସରକାର ରାଜ୍ୟରେ ପଦକ୍ଷେପ ନେବାରେ ବିଫଳ…

ନଦୀ ପାଇଁ ଚିନ୍ତା ନାହିଁ

ଭୁବନେଶ୍ବର, ୨ା୮(ବ୍ୟୁରୋ): ନଦୀଗୁଡ଼ିକ ଉପରେ ମାନବ ସଭ୍ୟତା ସର୍ବଦା ନିର୍ଭରଶୀଳ। ଓଡ଼ିଶାର ପ୍ରାୟ ସାଢ଼େ ୪ କୋଟି ଲୋକ ତାଙ୍କ ଦୈନନ୍ଦିନ ଜୀବନରେ ନଦୀ ଉପରେ ନିର୍ଭର କରିବା ସହ କୃଷି, ପଶୁପାଳନ ପାଇଁ ମଧ୍ୟ ସର୍ବଦା ନିର୍ଭର କରିଥାଆନ୍ତି। ମହାନଦୀ,…

ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ

ଭୁବନେଶ୍ବର, ୨ା୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକପ୍ରତିନିଧି ଆଇନ ୧୯୫୦/୧୯୫୧ର ପରିବର୍ତ୍ତନ କରାଯାଇ ଭୋଟର ତାଲିକାରେ କେତେଗୁଡ଼ିଏ ସଂଶୋଧନ କରାଯାଇଛି। ଏହା ସୋମବାରଠାରୁ କାର୍ଯ୍ୟକାରୀ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର…

ମାର୍କେଟ ବିଲ୍ଡିଂ ଖୋଲିବା ବାଟ ଫିଟୁନି

ଭୁବନେଶ୍ୱର, ୨।୮ (ବ୍ୟୁରୋ):ମାର୍କେଟ ବିଲ୍ଡିଂରେ କିଏ ବସିବ, କିଏ ଉଠିବ ତାକୁ ନେଇ ଚାଲିଛି ଟଣାଓଟରା। ସ୍ଥାୟୀ ଦୋକାନୀ ଓ ଉଠା ଦୋକାନୀ ମଧ୍ୟରେ ବିବାଦ ଯୋଗୁ ରବିବାରଠାରୁ ମାର୍କେଟ ବିଲ୍ଡିଂ ବନ୍ଦ ରହିଥିବାବେଳେ ସମସ୍ୟା ସମାଧାନର ରାସ୍ତା ବାହାରିପାରୁନାହିଁ। ସୋମବାର…

‘ଦ୍ୱିତୀୟ ଇନିଂସ୍‌ରେ ଦେଖାହେବ’

ଭୁବନେଶ୍ୱର,୨।୮(ବ୍ୟୁରୋ):ଅଭିନେତା ବାବୁସାନ୍‌ ମହାନ୍ତି, ସ୍ତ୍ରୀ ତୃପ୍ତି ଓ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ମଧ୍ୟରେ ଉପୁଜିଥିବା ବିବାଦରେ କେବେ ପୂର୍ଣ୍ଣଚ୍ଛେଦ ପଡ଼ିବ ତାହାକୁ ନେଇ ପ୍ରଶଂସକମାନେ ଚାହିଁ ରହିଛନ୍ତି। ଏପରି ସ୍ଥିତିରେ ବାବୁସାନ୍‌ଙ୍କ ସହ ସମ୍ପର୍କକୁ ନେଇ ବିବାଦ ଘେରକୁ ଆସିଥିବା ଅଭିନେତ୍ରୀ…

ଖୋ ଖୋ ଭଳି ସ୍ବଦେଶୀ ଖେଳକୁ ପ୍ରୋତ୍ସାହନ ଉପରେ ଫୋକସ

ଭୁବନେଶ୍ୱର, ୨।୮ (କ୍ରୀଡ଼ା ପ୍ରତିନିଧି):ଅଲ୍‌ଟିମେଟ ଖୋ ଖୋ ଲିଗ୍‌ର ପ୍ରଥମ ସଂସ୍କରଣରେ ଭାଗନେବାକୁ ଯାଉଥିବା ଓଡ଼ିଶା ଜଗରନଟ୍ସର ଜର୍ସି ଉନ୍ମୋଚନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାଭିତ୍ତିକ ଏହି ଫ୍ରାଞ୍ଚାଇଜ୍‌ର ଜର୍ସି ଉନ୍ମୋଚନ କରିଛନ୍ତି।…

‘ବାୟୁସେନାରେ ସଶକ୍ତ ଯୁବଗୋଷ୍ଠୀଙ୍କ ଆବଶ୍ୟକତା ରହିଛି’

ଭୁବନେଶ୍ୱର, ୨।୮(ବ୍ୟୁରୋ):ବାୟୁସେନା ମୁଖ୍ୟାଳୟ ନୂଆଦିଲ୍ଲୀସ୍ଥିତ ବାୟୁଭବନରୁ ଏୟାର ମାର୍ଶଲ ଏସ୍‌.କେ. ଝା, ଏଭିଏସ୍‌ଏମ୍‌, ଏଓପିଙ୍କ ସମେତ ଏକ ପ୍ରତିନିଧି ଦଳ ଓଡ଼ିଶା ଗସ୍ତରେ ଆସି ସୋମବାର ଭୁବନେଶ୍ୱରସ୍ଥିତ ୱାଲର୍‌ଡ ସ୍କିଲ୍‌ ସେଣ୍ଟର ପରିଦର୍ଶନ କରିଥିଲେ। ଭାରତୀୟ ବାୟୁସେନାର ଅଗ୍ନିପଥ ଯୋଜନାରେ କିଭଳି…

ଶିକ୍ଷକତାକୁ ସଂକଳ୍ପ ଭାବେ ଗ୍ରହଣ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨।୮(ବ୍ୟୁରୋ):ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୬,୮୯୧ଜଣ ହାଇସ୍କୁଲ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି। ଏହି ନବନିଯୁକ୍ତ ଶିକ୍ଷକଙ୍କ ପାଇଁ ସୋମବାର କଳିଙ୍ଗ ହକି ଷ୍ଟାଡିୟମ୍‌ଠାରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri