ମେଟ୍ରୋ

ଏଣିକି ଲିଙ୍ଗରାଜଙ୍କ ପୂଜା, ପ୍ରସାଦ ପାଇଁ ହେବ ଅନଲାଇନ ବୁକିଂ

ଭୁବନେଶ୍ୱର,୮।୯(ବ୍ୟୁରୋ): ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଅନଲାଇନ୍‌ ସମନ୍ବିତି ମନ୍ଦିର ପରିଚାଳନା ବ୍ୟବସ୍ଥା ବା ଆଇଟିଏମଏସ ଲାଗୁ ହେବ । ଏପରି ହେଲେ ଭକ୍ତ ଦର୍ଶନ, ପୂଜା କିମ୍ବା ପ୍ରସାଦ ପାଇଁ ଅନ୍‌ଲାଇନରେ ବୁକିଂ କରିପାରିବେ। ଏ ନେଇ ଓଡ଼ିଆ ଭାଷା, ସାହିତ୍ୟ…

ସୃଷ୍ଟି ହେଲା ଲଘୁଚାପ: ୯ରୁ ପ୍ରବଳ ବର୍ଷା!

ଭୁବନେଶ୍ୱର, ୮।୯(ବ୍ୟୁରୋ): ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ…

ବିଟେକ୍‌ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୮।୯ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ରେଳବିହାରରେ ଜଣେ ବିଟେକ୍‌ ଛାତ୍ରୀ ଫ୍ୟାନ୍‌ରେ ଓଢ଼ଣି ଦ୍ୱାରା ଝୁଲି ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ଆର.ଏନ୍‌.ନିୟତି ନାୟକ(୨୪)। ପୋଲିସ ମୃତଦେହ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇବା ସହ ଏକ ଅପମୃତ୍ୟୁ…

ଟ୍ରେନ୍‌ରେ ଦେବଦୂତ ସାଜିଲେ ଓଡ଼ିଆ ଡାକ୍ତର

ଭୁବନେଶ୍ୱର, ୮।୯(ବ୍ୟୁରୋ): ଟ୍ରେନ୍‌ରେ ଜଣେ ମହିଳା ଯାତ୍ରୀ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବାବେଳେ ଦେବଦୂତ ସାଜିଥିଲେ ଓଡ଼ିଆ ଡାକ୍ତର। ବିନା ସରଞ୍ଜାମରେ ତାଙ୍କର ସଫଳ ତଥା ନିରାପଦ ପ୍ରସବ କରାଇ ଏବେ ସେ ଚର୍ଚ୍ଚାରେ। ମହିଳାଙ୍କର ଏକ କନ୍ୟା ସନ୍ତାନ ହୋଇଥିବାବେଳେ…

ଏଥର ଆକର୍ଷଣ ସାଜିବ ଅକ୍ଷରଧାମ ମନ୍ଦିର

ଭୁବନେଶ୍ୱର,୮।୯(ବ୍ୟୁରୋ): ୩୦ବର୍ଷରେ ପହଞ୍ଚତ୍ଛି ରସୁଲଗଡ଼ ଦୁର୍ଗାପୂଜା। ୧୯୯୨ରେ ୧୦ରୁ ୧୫ ହଜାର ଟଙ୍କା ମଧ୍ୟରେ ଆରମ୍ଭ ହୋଇଥିବା ପୂଜା ୨୦୧୯ରେ ସର୍ବାଧିକ ୮୦ଲକ୍ଷ ଟଙ୍କାରେ ପହଞ୍ଚତ୍ଥିଲା। ତେବେ କୋଭିଡ୍‌ ପରିସ୍ଥିତି ପାଇଁ ଆର୍ଥିକ ସ୍ଥିତି ପ୍ରଭାବିତ ହୋଇଥିବାରୁ ଚଳିତ ବର୍ଷ ପୂଜା…

ସମୂହ ବାଦ୍ୟ ଧ୍ୱନି, ଦର୍ଶକଙ୍କ ତାଳିରେ କମ୍ପିଲା ମଞ୍ଚ

ଭୁବନେଶ୍ୱର,୮।୯(ବ୍ୟୁରୋ): ବାଦ୍ୟଯନ୍ତ୍ର ସମୂହର ସୁମଧୁର ଧ୍ୱନିରେ ପ୍ରକମ୍ପିତ ହୋଇଉଠିଥିଲା ପୂରା ମଞ୍ଚ। ଝୁମି ଉଠିଥିଲେ ଶ୍ରୋତା, ଦର୍ଶକ ଓ ଅତିଥି। ଅବସର ଥିଲା ରବୀନ୍ଦ୍ର ମଣ୍ଡପରେ ଚାଲିଥିବା ୨୮ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ତୃତୀୟ ସନ୍ଧ୍ୟା। ବାଦ୍ୟ…

ନିଟ୍‌ ରେଜଲ୍ଟ ପ୍ରକାଶ: ରାଜସ୍ଥାନ ଝିଅ ତନିସ୍କା ଅଲ୍‌ ଇଣ୍ଡିଆ ଟପ୍ପର, ଓଡ଼ିଶା ଟପ୍ପର ପ୍ରିୟ ସୋମଦତ୍ତ

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୯(ବ୍ୟୁରୋ): ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏନ୍‌ଇଇଟି(ୟୁଜି)-୨୦୨୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଦେଶରେ ମୋଟ ୧୭,୬୪,୫୭୧ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୯,୯୩,୦୬୯ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୫,୬୩,୯୦୨ଜଣ ଛାତ୍ରୀ ଥିବାବେଳେ…

ବନ୍ୟାରେ ୧୪,୨୩୫ ଘର ନଷ୍ଟ, ୨୪ ଜିଲା ପ୍ରଭାବିତ

ଭୁବନେଶ୍ୱର,୮ା୯(ବ୍ୟୁରୋ): ଗତ ମାସ ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ହୋଇଥିବା ବନ୍ୟା ଏବଂ ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ରାଜ୍ୟର ୨୪ ଜିଲା ପ୍ରଭାବିତ ହୋଇଛି। ୧,୨୬,୧୬୨ ହେକ୍ଟର ଚାଷଜମିର ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ ଫସଲ ହାନି ହୋଇଛି। ୧୪,୨୩୫ ବାସଗୃହ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୬୯ ଆକ୍ରାନ୍ତ

ଭୁବନେଶ୍ୱର,୮।୯(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୯ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୧୨ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୮ ବର୍ଷ ମଧ୍ୟରେ ୪୮ ଆକ୍ରାନ୍ତ ରହିଥିବା ନେଇ ରାଜ୍ୟ ସୂଚନା…

ବଢ଼ିଲା ବିଧାୟକଙ୍କ ସ୍ବାସ୍ଥ୍ୟବୀମା, ଏଣିକି ମିଳିବ ୧୦ ଲକ୍ଷ ଟଙ୍କାର ସୁବିଧା

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟର ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବାର୍ଷିକ ସ୍ବାସ୍ଥ୍ୟବୀମା ପରିମାଣକୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାକୁ ନେଇ ବାରମ୍ବାର ଦାବି ହେଉଥିବା ବେଳେ ଅର୍ଥ ବିଭାଗ ଏହି ପ୍ରସ୍ତାବ ଉପରେ ମୋହର ମାରିଛି। ଏହାପରେ ପ୍ରତ୍ୟେକ ବିଧାୟକ,…

ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କଲେ ବର୍ଷା

କଟକ ଅଫିସ,୭ା୯: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାରେ ବୁଧବାର ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କରି ନେଇଛନ୍ତି ବର୍ଷା। କଟକ ପାରିବାରିକ ଅଦାଲତଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୯୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭ା୯(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୮,୫୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?