ମେଟ୍ରୋ

ଆତ୍ମହତ୍ୟା କଲେ ବରିଷ୍ଠ ଅଭିନେତା ରାଇମୋହନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବରିଷ୍ଠ ସିନେ ଅଭିନେତା ରାଇମୋହନ ପରିଡ଼ା ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି। ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ପ୍ରାଚୀ ବିହାର ଘରୁ ତାଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଛି। ଏହି ଖବର ଜଣାପଡିବା ପରେ ଓଲିଉଡ୍‌ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ତେବେ ଆତ୍ମହତ୍ୟାର…

ଅଭିନେତ୍ରୀ ମୃତ୍ୟୁ ମାମଲା: ଥାନାରେ ହାଜର ହେଲେ ସନ୍ତୋଷ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଟେଲି ଧାରାବାହିକ ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତ୍ୟୁ ଘଟଣାର ରହସ୍ୟ ବଢିବାରେ ଲାଗିଛି। ଶୁକ୍ରବାର ନୟାପଲ୍ଲୀ ଥାନାରେ ହାଜର ହୋଇଛନ୍ତି ବୟଫ୍ରେଣ୍ଡ ସନ୍ତୋଷ ପାତ୍ର। ଏସ୍‌ପିଙ୍କ ନେତୃତ୍ୱରେ ସନ୍ତୋଷଙ୍କୁ ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଗୁରୁବାର ମଧ୍ୟ ରଶ୍ମିଙ୍କ ପୂର୍ବ…

ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ନିରଞ୍ଜନ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୬: ରାଜ୍ୟ ସଭା ଏମ୍‌ପି ଭାବେ ଶୁକ୍ରବାର ନିରଞ୍ଜନ ବିଶି ଶପଥ ନେଇଛନ୍ତି। ତାଙ୍କୁ ଏହି ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ। ରାଜ୍ୟ ସଭା ଚାମ୍ବରରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସୂଚନାନୁଯାୟୀ, ବିଜେଡି ପ୍ରାର୍ଥୀ…

ରାଜ୍ୟରେ ପୁଣି ବଢ଼ିଲାଣି କରୋନା: ଆଜି ୬୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୬୧ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୧୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୬ ଜଣ ଚିହ୍ନଟ ହୋଇଥିବା ବେଳେ…

୯ରୁ ୨ଟା ଯାଏ ଖୋଲିବ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ରାଜ୍ୟରେ ଥିବା ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ସ୍ବାଭାବିକ ଭାବେ ଜୁନ୍‌ ୨୭ରୁ ମାର୍ଚ୍ଚ ୩୧ ମଧ୍ୟରେ ସକାଳ ୯ଟାରୁ ମଧ୍ୟାହ୍ନ ୨ଟା ଯାଏ ଖୋଲା ରହିବ। ସେହିପରି ଏପ୍ରିଲ ପହିଲାରୁ ଜୁନ୍‌ ୨୬ ତାରିଖ ମଧ୍ୟରେ ସକାଳ ୬ଟାରୁ ୧୧ଟା…

ଭୁବନେଶ୍ୱରରୁ ଇଞ୍ଜିନିୟରିଂ ଛାତ୍ରୀ ନିଖୋଜ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଭୁବନେଶ୍ୱରରୁ ଜଣେ ଇଞ୍ଜିନିୟରିଂ ଛାତ୍ରୀ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ଉତ୍ତର ୨୪ ପ୍ରଗଣା ଜୟପୁର ଅଞ୍ଚଳର ସ୍ବିଟି ରଏ (୨୦)। ସେ ଖଣ୍ଡଗିରିସ୍ଥିତ ଉତ୍କଳ ଏରୋସ୍ପେଶ୍‌ ଆଣ୍ଡ୍‌ ଇଞ୍ଜିନିୟରିଂ କଲେଜର ଦ୍ୱିତୀୟ ବର୍ଷର ଛାତ୍ରୀ। ସ୍ବିଟି କୋଲକାତାରୁ…

ଓଡ଼ିଶା ପାଇବ ଏମ୍‌ଏସ୍‌ଏମ୍‌ଇ-୨୦୨୨ ପୁରସ୍କାର

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଭାରତ ସରକାର ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ପ୍ରୋତ୍ସାହିତ କରିବା ପାଇଁ ଉତ୍ପାଦନ ଉଦ୍ୟୋଗ, ସେବା ଉଦ୍ୟୋଗ, ସ୍ବତନ୍ତ୍ର ଉଦ୍ୟୋଗ ଏବଂ ପ୍ରତିଷ୍ଠାନ ସହାୟତା କ୍ଷେତ୍ର ଭଳି ସର୍ବମୋଟ ୪୪ଟି କ୍ଷେତ୍ରକୁ ପୁରସ୍କାର ନିମନ୍ତେ ଚୟନ କରାଯାଇଛି। ଏଥିରେ ଓଡ଼ିଶା ଜାତୀୟ ଏମ୍‌ଏସ୍‌ଏମ୍‌ଇ…

ଆଜି ନାମାଙ୍କନ କରିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୪ା୬(ବ୍ୟୁରୋ):ଏନ୍‌ଡିଏ ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନାମାଙ୍କନ ଦାଖଲ କରିବେ। ଗୁରୁବାର ବିଜେଡିର ୨ କ୍ୟାବିନେଟ ମନ୍ତ୍ରୀ ଜଗନ୍ନାଥ ସାରକା ଓ ଟୁକୁନି ସାହୁ ନାମାଙ୍କନ ପତ୍ରରେ ପ୍ରସ୍ତାବକ ଭାବେ ସ୍ବାକ୍ଷର କରିଛନ୍ତି। ଶୁକ୍ରବାର ନାମାଙ୍କନପତ୍ର ଦାଖଲ…

ଦିଲ୍ଲୀ ଗଲେ ୮ ଭାଜପା ବିଧାୟକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ସେଥିରେ ଯୋଗ ଦେବାକୁ ୮ଜଣ ଭାଜପା ବିଧାୟକ ଆଜି ଦିଲ୍ଲୀ ଗସ୍ତ କରିଛନ୍ତି। ସମସ୍ତ ବିଧାୟକମାନେ ଦ୍ରୌପଦୀଙ୍କ ନାମାଙ୍କନପତ୍ର ଦାଖଲ କରିବା ସମୟରେ ଉପସ୍ଥିତ ରହିବେ ବୋଲି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ରାଜ୍ୟରେ ୧୨ ଲକ୍ଷ ୭୯ ହଜାର ୫୫୯ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ…

ଦ୍ରୌପଦୀଙ୍କୁ ସମର୍ଥନ କରିବନି କଂଗ୍ରେସ: ନରସିଂହ

ଭୁବନେଶ୍ୱର,୨୩।୬(ବ୍ୟୁରୋ):ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବନି କଂଗ୍ରେସ। ଏଭଳି କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ସେ କହିଛନ୍ତି, ‘ଦ୍ରୌପଦୀ ମୁର୍ମୁ ଜଣେ ଭଲ ମଣିଷ। ମୁଁ ତାଙ୍କୁ ବ୍ୟକ୍ତଗତ ଭାବେ ଜାଣେ, ଆମର ସମ୍ପର୍କ…

ନାମାଙ୍କନପତ୍ରରେ ଦସ୍ତଖତ କଲେ ଓଡ଼ିଶାର ୨ କ୍ୟାବିନେଟ୍‌ ମନ୍ତ୍ରୀ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଭରିବେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ତେବେ ନାମାଙ୍କନ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଥା ହୋଇଥିଲେ। ନାମାଙ୍କନପତ୍ର ଦାଖଲ ସମୟରେ ବିଜେଡିର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri