ଦିଲ୍ଲୀରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬(ବ୍ୟୁରୋ): ଏନ୍ଡିଏ ପକ୍ଷରୁ ରାଷ୍ଟ୍ରପତି ପାର୍ଥୀ ହୋଇଥିବା ଦ୍ରୌପଦୀ ମୁର୍ମୁ ଗୁରୁବାର ଦିଲ୍ଲୀରେ ପହଞ୍ଚିଛନ୍ତି। ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ଆସନ୍ତାକାଲି ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ଦ୍ରୌପଦୀ। ଦ୍ରୌପଦୀ ଗୁରୁବାର ସକାଳେ ଏମ୍ସିଏଲ…
ଗୁରୁବାର ଦିଲ୍ଲୀ ଯିବେ ଭାଜପାର ୧୦ ବିଧାୟକ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟ ଭାଜପାର ୧୦ ଜଣ ବିଧାୟକ ଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ସାରେ ଦିଲ୍ଲୀ ଗସ୍ତ କରିବା ନେଇ ସୂଚନା ମିଳିଛି। ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ଦାଖଲ କରିବା ବେଳେ ସମ୍ପୃକ୍ତ ବିଧାୟକମାନେ ସେଠାରେ ଉପସ୍ଥିତ…
ନବୀନଙ୍କ ସହ କଥା ହେଲେ ନଡ୍ଡା
ଭୁବନେଶ୍ୱର,୨୩ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାଜପା ସଭାପତି ଜେ.ପି ନଡ୍ଡା କଥା ହୋଇଥିବା ନବୀନ ଟୁଇଟ୍ କରି ସୂଚନା ଦେଇଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗ ନେଇ ନଡ୍ଡା ନବୀନଙ୍କ ସହ କଥା ହୋଇଛନ୍ତି। ନାମାଙ୍କନପତ୍ରରେ ପ୍ରସ୍ତାବକ ରହିବେ ବିଜେଡିର…
ରଶ୍ମିରେଖାଙ୍କ ପ୍ରେମିକଙ୍କୁ ଥାନାରେ ହାଜର ହେବା ପାଇଁ ନୋଟିସ୍
ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଓଲିଉଡ୍ର ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା ଘଟଣା ଦିନକୁ ଦିନ ନୂଆମୋଡ଼ ନେଉଛି। ତେବେ ତାଙ୍କ ପ୍ରେମିକ କୁହାଯାଉଥିବା ସନ୍ତୋଷ ପାତ୍ରଙ୍କୁ ନୟାପଲ୍ଲୀ ଥାନାରେ ହାଜର ହେବାକୁ ନୋଟିସ୍ କରାଯାଇଛି। ତଦନ୍ତରେ ସହଯୋଗ କରିବାକୁ ପୋଲିସ ପକ୍ଷରୁ ଏହି…
ସ୍କୁଲର କେୟାରଟେକରଙ୍କୁ ଦସ୍ତଖତ ଶିଖାଇଥିଲେ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର, ୨୩।୬(ବ୍ୟୁରୋ): ଏନ୍ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଜୀବନ ସଂଘର୍ଷମୟ ଥିଲା। ୫ଦଶନ୍ଧି ତଳେ ରାଜ୍ୟର ଗମନାଗମନ କ୍ଷେତ୍ର ବିଶେଷ ନ ଥିବା ସତ୍ତ୍ୱେ ୧୯୭୪ରେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରୁ ଆସି ଭୁବନେଶ୍ବର ୟୁନିଟ-୨ସ୍ଥିତ ରାଜଧାନୀ ବାଳିକା ଉଚ୍ଚ…
ଦିଲ୍ଲୀ ଗଲେ ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ଗୁରୁବାର ସକାଳ ୯.୪୦ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ଏନ୍ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ମନୋନୀତ ହୋଇଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ସହ ସହଯୋଗ କାମନା କରିଛନ୍ତି। ଏମ୍ସିଏଲ…
ସଂଖ୍ୟା ବଢ଼ୁଛି: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୩ ଆକ୍ରାନ୍ତ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନ୍ରୁ ଥିବା ବେଳେ ୨୯ ଲୋକାଲ କେସ୍ ରହିଛି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧…
ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି
ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ସତର୍କ ସୂଚନା…
ଆଗକୁ ରଥଯାତ୍ରା: ପୁରୀରେ କରାଯିବ ବ୍ୟାପକ ଟିକାକରଣ
ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଆଉ କିଛିଦିନ ପରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେଣୁ ପୁରୀରେ ଅଧିକ ଟିକାକରଣ କରିବାକୁ ପୁରୀ ପ୍ରଶାସନକୁ ଅବଗତ କରାଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ସେ…
ଦ୍ରୌପଦୀଙ୍କୁ ସମର୍ଥନ ପାଇଁ ନିବେଦନ କଲେ ନବୀନ
ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ ନିବେଦନ କରିଛନ୍ତି। ଓଡ଼ିଶା ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍ଡିଏ ରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମଥର ପାଇଁ ଜଣେ…
୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ୱର,୨୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି। ଏହି ନୂତନ ପଦବୀ ଗୁଡିକ ହେଲା…
ଦ୍ରୌପଦୀଙ୍କୁ ପ୍ରାର୍ଥୀ କରି ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଦେଇଛନ୍ତି ମୋଦି: ଭାଜପା
ଭୁବନେଶ୍ୱର,୨୨।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଓଡ଼ିଶାକୁ ବାରମ୍ବାର ସମ୍ମାନିତ କରାଯାଇଛି। ଏବେ ଓଡ଼ିଶାର ଜଣେ ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରି ମୋଦି ସରକାର ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଛାଡ଼ିଛନ୍ତି। ଦ୍ରୌପଦୀ ମୁର୍ମୁଙ୍କୁ ଭାଜପା ପକ୍ଷରୁ ରାଷ୍ଟ୍ରପତି…
Archives


