ରାଜନୀତିରେ ଯୁବ ଚେହେରା ନୀତିକୁ ବଦ୍ରିଙ୍କ ସମର୍ଥନ
ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜନୀତିରେ ଯୁବବର୍ଗଙ୍କୁ ସାମିଲ କରିବା ନୀତିକୁ ପୂର୍ବତନ ମନ୍ତ୍ରୀ ତଥା ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ ଯୁବବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଅଗ୍ରାଧିକାର ଦେଉଛନ୍ତି। ୨୦୨୪ରେ ଯୁବକମାନଙ୍କୁ ବାଟ ଛାଡ଼ିବାକୁ ପଡ଼ିବ। ଆସନ୍ତା ନିର୍ବାଚନରେ…
ରାଷ୍ଟ୍ରପତି ଦୌଡ଼ରେ ପ୍ରଥମ ଆଦିବାସୀ ମହିଳା
ଭୁବନେଶ୍ୱର, ୨୨।୬ (ବ୍ୟୁରୋ): ଆଦିବାସୀ ନେତ୍ରୀ ତଥା ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍ଡିଏ ପକ୍ଷରୁ ଆଗାମୀ ରାଷ୍ଟ୍ରପତି ନିର୍ବାଚନ ଲାଗି ପ୍ରାର୍ଥୀ କରାଯାଇଛି। ଭାଜପା ନେତ୍ରୀ ଭାବେ ସୁନାମ ଅର୍ଜନ କରିଆସିଥିବା ଦ୍ରୌପଦୀ ୨୦୧୫ରୁ ୨୦୨୧ ପର୍ଯ୍ୟନ୍ତ ଝାଡ଼ଖଣ୍ଡର…
ଦ୍ୱିତୀୟ ପର୍ଯ୍ୟାୟରେ ଓଡ଼ିଶାକୁ ୫-ଜି ସେବା
ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜ୍ୟରେ ଖୁବ୍ଶୀଘ୍ର ହାଇସ୍ପିଡ୍ ୫-ଜି ଇଣ୍ଟରନେଟ୍ ସେବା ମିଳିବ। ପ୍ରଥମ ପର୍ଯ୍ୟାୟରେ ଏହି ସୁବିଧା ପାଇବାରୁ ଓଡ଼ିଶା ବଞ୍ଚିତ ହେବ। ପରବର୍ତ୍ତୀ ପର୍ଯ୍ୟାୟରେ ଓଡିଶାକୁ ଏହି ସେବାରେ ସାମିଲ କରାଯିବ। ପ୍ରଥମ ପର୍ଯ୍ୟାୟରେ ଆସନ୍ତା ଅଗଷ୍ଟରୁ ସେପ୍ଟେମ୍ବର ମଧ୍ୟରେ ଦେଶର…
ରଶ୍ମିରେଖାଙ୍କ ଦୁଇ ପୁରୁଷ ବନ୍ଧୁଙ୍କୁ ହେବ ଜେରା
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଅଭିନେତ୍ରୀ ରଶ୍ମିରେଖା ଓଝା ଓରଫ ସୋନି(୨୨)ଙ୍କ ରହସ୍ୟଜନକ ମୃତ୍ୟୁକୁ ୪ ଦିନ ବିତିଛି। ପ୍ରାଥମିକ ତଦନ୍ତରୁ ରଶ୍ମିରେଖା ଆତ୍ମହତ୍ୟା କରିଥିବା କମିଶନରେଟ ପୋଲିସ ପକ୍ଷରୁ କୁହାଯାଉଥିବାବେଳେ ପରିବାର ଲୋକେ କିନ୍ତୁ ହତ୍ୟା ଅଭିଯୋଗକୁ ଦୋହରାଇଛନ୍ତି। ଏପରିସ୍ଥିତିରେ ତଦନ୍ତକୁ ଆଗକୁ ବଢ଼ାଇବା…
ଅଗ୍ନିପଥ ଯୋଜନାକୁ ଓଡ଼ିଶାର ସମର୍ଥନ
ଭୁବନେଶ୍ୱର,୨୧ା୬(ବ୍ୟୁରୋ)-କେନ୍ଦ୍ର ସରକାର ଆଣିଥିବା ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଥିବା ବେଳେ କଂଗ୍ରେସ ମଧ୍ୟ ଏହି ଯୋଜନାକୁ ପ୍ରତ୍ୟାହାର କରି ନେବାକୁ ଦାବି କରିଛି। ହେଲେ ରାଜ୍ୟ ସରକାର ଏହି ଯୋଜନାକୁ ସମର୍ଥନ କରିଛନ୍ତି। ରାଜ୍ୟ କ୍ରୀଡ଼ା…
ଗାନ୍ଧିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ରୋମ ଗସ୍ତ ଆରମ୍ଭ କଲେ ନବୀନ
ଭୁବନେଶ୍ୱର,୨୧ା୬(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱର ସର୍ବପୁରାତନ ସହର ରୋମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମଙ୍ଗଳବାର ନବୀନ ରୋମର ପିଆଜା ଗାନ୍ଧୀଠାରେ ଥିବା ମହାତ୍ମାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ତାଙ୍କର ରୋମ ଗସ୍ତ ଆରମ୍ଭ କରିଛନ୍ତି । ଶାସନ ଓ…
ରାଜଧାନୀରେ ବଢ଼ିଚାଲିଛି ଡେଙ୍ଗୁ ଆତଙ୍କ
ଭୁବନେଶ୍ୱର,୨୧।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଡେଙ୍ଗୁ ଆତଙ୍କ ବଢ଼ିବାରେ ଲାଗିଛି। ଜୁନ ମାସରେ କେବଳ ୩୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଅନେକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ବଢ଼ୁଥିବା ଡେଙ୍ଗୁକୁ ଦେଖି ବିଏମ୍ସି କମିଶନର…
କଂଗ୍ରେସର ୯ ବିଧାୟକ ଆଜି ଯିବେ ଦିଲ୍ଲୀ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଏଆଇସିସିର ଡ଼କରା ପରେ ରାଜ୍ୟର ୯ କଂଗ୍ରେସ ବିଧାୟକ ମଙ୍ଗଳବାର ସନ୍ଧ୍ୟାରେ ଦିଲ୍ଲୀ ଯିବେ। ବିଧାୟକ ତାରାପ୍ରସାଦ ବାହିନୀପତି ଏ ନେଇ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ନ୍ୟାଶନାଲ ହେରାଲ୍ଡ ମାମଲାରେ ରାହୁଲ ଗାନ୍ଧୀଙ୍କୁ ପଚରାଉଚରା କରୁଥିବା ବେଳେ ସୋନିଆ…
ରିକ୍ସା ଚାଲକଙ୍କ ନାଁରେ ସମ୍ପତ୍ତି ଲେଖି ଦେଇଥିଲେ ମିନତୀ, ଆଜି ମିଶିଲେ ବିଜେଡ଼ିରେ
ଭୁବନେଶ୍ୱର,୨୧।୬(ବ୍ୟୁରୋ): କଟକ ସୂତାହାଟର ମିନତୀ ପଟ୍ଟନାୟକ ମଙ୍ଗଳବାର ବିଜେଡ଼ିରେ ସାମିଲ ହୋଇଛନ୍ତି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି ମିନତୀ ।ଏହି ଅବସରରେ ଓଡ଼ିଶା ମୋ ପରିବାର କଟକ ସିଟି ସଂଯୋଜକ…
‘ରାଜ୍ୟରେ ଯେଉଁ ସଂକ୍ରମିତ ଚିହ୍ନଟ ହେଉଛନ୍ତି ସବୁ ଓମିକ୍ରନ ଭାରିଆଣ୍ଟ’
ଭୁବନେଶ୍ବର,୨୧।୬: ରାଜ୍ୟରେ କୋଭିଡ ସଂକ୍ରମଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ରାଜ୍ୟରେ ଆଜିଠୁ ଇଣ୍ଟିଗ୍ରେଟେଡ଼ ସର୍ଭିଲାନ୍ସ ଆରମ୍ଭ ହୋଇଛି । ଏହା ସହ ସହ ଟିବି, ଫାଇଲେରିଆ, ମ୍ୟାଲେରିଆ, ଡ଼ାଇରିଆ, ଡେଙ୍ଗୁ ଭଳି…
ରାଜ୍ୟରେ ବଢୁଛି କରୋନା ସଂକ୍ରମଣ: ଗତ ୨୪ ଘଣ୍ଟାରେ ୫୩ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର,୨୧।୬: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ…
ସାତକୋଶିଆରେ ୪ମାସ ହେବ ଦେଖାଯାଉନି ବାଘ
ଭୁବନେଶ୍ୱର, ୨୧।୬(ବ୍ୟୁରୋ): ସାତକୋଶିଆ ଅଭୟାରଣ୍ୟରେ ୧୫ ବର୍ଷର ଗୋଟିଏ ବାଘୁଣୀ ଥିଲା। ଗତ ୪ ମାସ ହେବ କ୍ୟାମେରା ଟ୍ରାପରେ ବାଘୁଣୀ ଆସିନାହିଁ। ଶେଷଥର ପାଇଁ ଟିକରପଡ଼ାରେ ବାଘୁଣୀର ପାଦଚିହ୍ନ ଦେଖିବାକୁ ମିଳିଥିଲା। ସମ୍ବର ଶିକାର ଓ ପାଦଚିହ୍ନରୁ ବାଘୁଣୀ ବଞ୍ଚତ୍ଥିବା…
Archives


