ଖଣ୍ଡଗିରିରେ ଜମୁଛି ବାବାଙ୍କ ଆସର: କିଏ ପ୍ରେମରେ ବିଫଳ ତ, ଆଉ କିଏ ମଶାରୀ ଭିତରେ…
ଭୁବନେଶ୍ୱର,୨୯ା୧(ସୌମ୍ୟରଞ୍ଜନ ରାଉତ): ଚାଲିଛି ଖଣ୍ଡଗିରି କୁମ୍ଭମେଳା। ଦିନ ଯେତେ ଗଡୁଛି, ଜନଗହଳି ମଧ୍ୟ ସେତିକି ବଢ଼ିବାରେ ଲାଗିଛି। ସାଧୁସନ୍ଥଙ୍କ ଦର୍ଶନ ଲାଗି ଖଣ୍ଡଗିରି ପାହାଡ଼ ଉପରେ ସକାଳୁ ରାତି ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କର ଭିଡ଼ ଲାଗୁଛି। ପ୍ରାତଃରୁ ହୋମଯଜ୍ଞ ଚାଲୁଥିବା ବେଳେ ସାରୁ…
ଏହି ୩ IASଙ୍କୁ ମିଳିବ ଏସିଏସ୍ ପାହ୍ୟା: ଖୁବ୍ଶୀଘ୍ର IAS ସ୍ତରରେ ହେବ ବଡ଼ଧରଣର ଅଦଳବଦଳ
ଭୁବନେଶ୍ୱର,୨୯ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୩ ଜଣ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍) ଅଧିକାରୀଙ୍କୁ ଖୁବ୍ଶୀଘ୍ର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍) ପାହ୍ୟା ମିଳିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଗୋପବନ୍ଧୁ ଏକାଡେମୀର ଡାଇରେକ୍ଟର ଜେନେରାଲ ତଥା…
କଳିକେଶଙ୍କ ହାତରେ ଦିଆଯାଉ ବିଜେଡି ନେତୃତ୍ୱ: ଜୋର୍ ଧରିଲା ଦାବି
ଭୁବନେଶ୍ୱର,୨୯।୧: ବିଜୁ ଜନତା ଦଳ(ବିଜେଡି) ୨୦୦୦ ମସିହାରୁ ଲଗାତାର ୨୦୨୪ ମସିହା ପର୍ଯ୍ୟନ୍ତ ସରକାରରେ ରହି ଆସିଥିଲା। ହେଲେ ୨୪ ବର୍ଷର ସରକାର ଗତ ସାଧାରଣ ନିର୍ବାଚନରେ ଲୋକଙ୍କ ଦ୍ୱାରା ପ୍ରତ୍ୟାଖିତ ହୋଇ କ୍ଷମତାରୁ ହଟିଛି। କ୍ଷମତା ହରାଇବା ପରେ ବିଜେଡିରେ…
ବିଏମ୍ସିର ଚେତାବନୀ, ଓମଫେଡ୍ ବୁଥରେ ଗୁଟ୍ଖା ବିକିଲେ…
ଭୁବନେଶ୍ୱର,୨୮ା୧: ଗୁଟ୍ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟ୍ଖା ବିକିଲେ ଆକ୍ସନ । ଯେଉଁମାନେ ବିକ୍ରି କରିବେ ସେମାନଙ୍କର ଲାଇସେନ୍ସ ବାତିଲ କରିବା ନେଇ ବିଏମସି…
ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍
ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା ଟ୍ରାନ୍ସଜେଣ୍ଡରଙ୍କୁ ସମାନ ସୁଯୋଗ ପାଇଁ OHRCଙ୍କ ସୁପାରିସ୍ । ଜଣେ ତୃତୀୟ…
ଅନ୍ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ
ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା ଇନ୍ସପେକସନ ବଙ୍ଗଳା (IB) ଗୁଡ଼ିକର ବୁକିଂ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରାଯାଇଛି। ବୁଧବାର…
ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…
ଭୁବନେଶ୍ବର,୨୮ା୧: ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର ପାତ୍ର । ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ, ଦେଢ଼ଗୁଣା ଆଦାୟ…
ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା କରିଛନ୍ତି । ସେ ୮୮୮୪ କୋଟିର ୨୦ଟି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ…
ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…
ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ ସମୟ ମାଗଛି। ଫେବୃଆରୀ ପ୍ରଥମ ସପ୍ତାହରେ ଆଲୋଚନା ହେବ। ସେ କହୁକହୁ ଏକ…
ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…
ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି । ଅନେକଙ୍କୁ ପରୋକ୍ଷ ଭାବେ ସେ ଟାର୍ଗେଟ କରିଛନ୍ତି । ଯୋଗାଣ ମନ୍ତ୍ରୀ କହିଛନ୍ତି…
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, କହିଲେ ଅଜିତ ଜୀଙ୍କ…
ଭୁବନେଶ୍ୱର,୨୮ା୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସରେ ଶୋକ ପ୍ରକାଶ କରି କହିଛନ୍ତି, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାରେ ଦେହାନ୍ତ…

