ମେଟ୍ରୋ

ଜୀବନ ହାରିଲେ ଆଉ ଜଣେ ଅଭିନେତ୍ରୀ, ସୁଇସାଇଡ୍‌ ନୋଟ୍‌ରେ ଲେଖିଲେ…

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଜୀବନ ହାରିଛନ୍ତି ଆଉ ଜଣେ ଓଡ଼ିଆ ଅଭିନେତ୍ରୀ। ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା କରିଛନ୍ତି । ଧାରାବାହିକ ‘କେମିତି କହିବି କହ’ରେ ସେ ଅଭିନୟ କରିଥିଲେ। ରଶ୍ମିରେଖା ନୟାପଲ୍ଲୀ ଥାନା ଅନ୍ତର୍ଗତ ବଡ଼ ସାହିରେ ଭଡ଼ାରେ ରହୁଥିବା ବେଳେ…

ଜଗାର ପରବର୍ତ୍ତୀ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗାର ପରବର୍ତ୍ତୀ ସମସ୍ତ ସ୍ବାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଇତିମଧ୍ୟରେ କନ୍ଧମାଳ ଜିଲାପାଳଙ୍କ ସହାୟତାରେ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଜଗାକୁ ଧରି ତାଙ୍କ ମା’ଓ ବାପା ଗତ…

ଇଟାଲୀ ଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସୋମବାରଠାରୁ ଇଟାଲି ଅଭିମୁଖେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀ ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଏହି ଗସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେଉଛି ନବୀନଙ୍କ ଦ୍ୱିତୀୟ ବିଦେଶ ଗସ୍ତ । ଇଟାଲୀରେ ପହଞ୍ଚିବା ପରେ ଅନେକ…

୫ଦିନ ପ୍ରବଳ ବର୍ଷା: ୩ ଦିନରେ ସାରା ରାଜ୍ୟକୁ ଛୁଇଁବ ମୌସୁମୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଓଡ଼ିଶାକୁ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏଥିପାଇଁ କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଥିବାବେଳେ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ପ୍ରାକ୍‌-ମୌସୁମୀ ବର୍ଷା ଲାଗି ରହିଛି। ଆସନ୍ତା ୨ରୁ ୩ଦିନ ମଧ୍ୟରେ ରାଜ୍ୟର ଅନ୍ୟ ସମସ୍ତ ଅଞ୍ଚଳକୁ ମୌସୁମୀ ଅଗ୍ରସର…

‘ଆର୍ସି’: କେଜିରୁ ପିଜି ପିଲା ପାଇବେ ସୁବିଧା

ଭୁବନେଶ୍ୱର,୨୦ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଶିକ୍ଷା କ୍ଷେତ୍ର ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ଯାଇଥିଲା। ଅନ୍‌ଲାଇନ୍‌ ପାଠପଢ଼ା ହେଉଥିଲେ ମଧ୍ୟ ସମସ୍ତେ ଏହାର ସୁଯୋଗ ପାଉ ନ ଥିଲେ କିମ୍ବା ଅନେକେ ଏହାର ସଦୁପଯୋଗ କରିପାରୁ ନ ଥିଲେ। ସେହିପରି ଉଚ୍ଚଶିକ୍ଷା ଓ…

ଆଜିଠୁ ବ୍ଲକ, ନଗର କଂଗ୍ରେସ ପକ୍ଷରୁ ୨ ଦିନିଆ ବିକ୍ଷୋଭ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ପକ୍ଷରୁ କରାଯାଉଥିବା ଜେରାକୁ ନେଇ ଦେଶବ୍ୟାପୀ ବିରୋଧର ସ୍ବର ତେଜିବାରେ ଲାଗିଛି। ସୋମବାର ରାହୁଲ ପୁଣି ଇଡିରେ ଜେରାର ସମ୍ମୁଖୀନ ହେବେ। ରାହୁଲଙ୍କୁ ବାରମ୍ବାର ଇଡି ପକ୍ଷରୁ ଜେରା କରାଯିବା ଘଟଣାରେ…

ବିଧାୟକ କ୍ୱାର୍ଟର୍ସ ସ୍ଥାନାନ୍ତର ଯୋଜନା ନାହିଁ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସରକାର ବିଧାୟକମାନଙ୍କ ଲାଗି ଅତ୍ୟାଧୁନିକ କ୍ୱାର୍ଟର୍ସ ନିର୍ମାଣ ନିମନ୍ତେ ପ୍ରାୟ ୮୭୦ ଗଛ କାଟିବା ଯୋଜନା କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ସେଥିରୁ ୩୫୦ ଗଛ କଟାଯାଇସାରିଛି। ଶହ ଶହ ବର୍ଷ ତଳର ବିରାଟକାୟ ଗଛ କାଟି କ୍ୱାର୍ଟର୍ସ…

ନବୀନଙ୍କ ରାଜନୈତିକ ତୀର୍ଥଯାତ୍ରା

ଭୁବନେଶ୍ୱର,୨୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ ନେଇ ଏବେ ଚାରିଆଡ଼େ ଆଲୋଚନା। ସୋମବାର ସେ ନୂଆଦିଲ୍ଲୀରୁ ଇଟାଲି ଅଭିମୁଖେ ଯାତ୍ରାକରି ଭାଟିକାନ୍‌ ସିଟିରେ କ୍ୟାଥଲିକ୍‌ଙ୍କ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସ୍‌ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍‌ପି)ର…

ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ହଣାହଣି

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ବସଷ୍ଟାଣ୍ଡରେ ଦୁଇ ବସ୍‌ କର୍ମଚାରୀଙ୍କ ମଧ୍ୟରେ ସାଧାରଣ ବଚସାରୁ ଗଣ୍ଡଗୋଳ ହୋଇ ଉଗ୍ରରୂପ ଧାରଣ କରିଥିଲା। ଉଭୟଙ୍କ ମଧ୍ୟରେ ଧାରୁଆ ଅସ୍ତ୍ରରେ ଆକ୍ରମଣ ମଧ୍ୟ ହୋଇଥିଲା।…

ଗିରଫ ହେଲେ ଅମାପ ସମ୍ପତ୍ତିର ଅଧିକାରୀ ଜଳେଶ୍ୱର ବିଡିଓ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ଜଳେଶ୍ୱରର ଅମାପ ସମ୍ପତ୍ତିର ଅଧିକାରୀ ବିଡିଓ ଅଶ୍ୱିନୀ ଦାସ ଗିରଫ ହୋଇଛନ୍ତିି। ତାଙ୍କ ଠାରୁ ଏଯାବତ୍‌ ମୋଟ ୫ କୋଟି ୭ ଲକ୍ଷ ଟଙ୍କାର ସମ୍ପତ୍ତି ଭିଜିଲାନ୍ସ ଠାବ କରିଛ। ଏଥିରେ କଟକ ଓ ଭୁବନେଶ୍ୱରରେ ୨୪ଟି ପ୍ଲଟ ରହିଛି।…

ପୁଣି ରାଜ୍ୟରେ ୫୧ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ରବିବାର ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୧ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ରାଜଧାନୀରେ ‘ଅଗ୍ନିପଥ’ ବିରୋଧ ତେଜୁଛି

ଭୁବନେଶ୍ୱର, ୧୯।୬ (ବ୍ୟୁରୋ): କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ଯୋଜନାକୁ ନେଇ ସାରା ଦେଶରେ ବିରୋଧର ନିଅଁା ଜଳିବାରେ ଲାଗିଛି। କଟକ ପରେ ଏବେ ରାଜଧାନୀ ଭୁବନେଶ୍ୱରରେ ଏହାର ତାତି ଦେଖିବାକୁ ମିଳିଲାଣି। ଭାରତୀୟ ସେନାରେ ୪ବର୍ଷିଆ ନିଯୁକ୍ତି ଯୋଜନାକୁ ବିରୋଧ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri