ମେଟ୍ରୋ

ଆସନ୍ତାକାଲିଠୁ କମିବ ତାତି!

ଭୁବନେଶ୍ୱର,୩୦।୪(ବ୍ୟୁରୋ): କାଲିଠୁ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କାଳବୈଶାଖୀ ପ୍ରଭାବରେ ଆଗାମୀ ୨/୩ ଦିନ ମଧ୍ୟରେ ୨ ଡିଗ୍ରୀ ଯାଏ...

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ସୁରକ୍ଷା ଦେଉଛି ବିଜେଡି: ଭାଜପା

ଭୁବନେଶ୍ୱର,୩୦।୪(ବ୍ୟୁରୋ): ୨୨ବର୍ଷ ଶାସନ ଗାଦିରେ ରହି ରାଜ୍ୟ ସରକାର ଦୁର୍ନୀତିର ସୀମା ଉଲ୍ଲଂଘନ କରିଛନ୍ତି। ବିଜେଡି ନେତା ଓ ମନ୍ତ୍ରୀମାନେ ପ୍ରଶାସନିକ ଅଧିକାରୀଙ୍କ ସହ ମଧୁଚନ୍ଦ୍ରିକା କରି ବ୍ଲକଗୁଡିକରେ ବ୍ୟାପକ ଦୁର୍ନୀତି କରୁଛନ୍ତି। ଦୁର୍ନୀତିରେ ସିଧାସଳଖ ଲିପ୍ତ ଥିବା ସରକାରୀ...

ଆକ୍ସନ୍‌ଏଡ୍‌କୁ ‘ଭୁବନେଶ୍ୱର ଲିଡରଶିପ୍‌ ଆୱାର୍ଡ’

ଭୁବନେଶ୍ୱର, ୩୦।୪ (ବ୍ୟୁରୋ): ଓ୍ବାଲର୍‌ଡ ସିଏସ୍‌ଆର୍‌ ଡେ ପକ୍ଷରୁ ଆନ୍ତର୍ଜାତିକ ସାମାଜିକ ସଂଗଠନ ଆକ୍ସନ୍‌ଏଡ୍‌କୁ ‘ଭୁବନେଶ୍ୱର ଲିଡର୍‌ଶିପ୍‌ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଭିନ୍ନ କ୍ଷେତ୍ରରେ ପ୍ରମୁଖ ଅବଦାନ ପାଇଁ ସଂଗଠନକୁ ଏହି ପୁରସ୍କାର ମିଳିଛି। ଆୟୋଜିତ କାର୍ଯ୍ୟକ୍ରମରେ ଆକ୍ସନ୍‌ଏଡ୍‌ର ସହଯୋଗୀ...

ଉତ୍ପାଦ ମାର୍କେଟିଂ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଜାତୀୟ କିମ୍ବା ଅନ୍ତର୍ଜାତୀୟ ବଜାରରେ କୌଣସି ଦ୍ରବ୍ୟର ଚାହିଦା ବୃଦ୍ଧି କରିବାକୁ ହେଲେ ସାମଗ୍ରୀର ଗୁଣବତ୍ତା, ଉପାଦେୟତା ଓ ଆବଶ୍ୟକ ବଜାର ଯୋଗାଣ ସହ ସେଗୁଡ଼ିକର ଠିକ୍‌ ପ୍ରଚାର ପ୍ରସାର ହେବା ଜରୁରୀ। ଦ୍ରବ୍ୟର ମାର୍କେଟିଂ ଉପରେ...

ବାର୍ଦ୍ଧକ୍ୟ ଭତ୍ତା ବୃଦ୍ଧି ଦାବିରେ ଧାରଣା

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ୫ଦଫା ଦାବି ନେଇ ଭତ୍ତା ହିତାଧିକାରୀମାନେ ଶୁକ୍ରବାର ବିଏମ୍‌ସି ଅଫିସ୍‌ ଆଗରେ ଧାରଣା ଦେଇଥିଲେ। ବାର୍ଦ୍ଧକ୍ୟ ଭତ୍ତା ପରିମାଣକୁ ୨ହଜାର ଟଙ୍କାକୁ ବୃଦ୍ଧି, ହରିଜନ ଓ ଆଦିବାସୀଙ୍କ ପାଇଁ ବାର୍ଦ୍ଧକ୍ୟ ଭତ୍ତାର ବୟସରେ ୫ ବର୍ଷ କୋହଳ...

ପୂର୍ବତନ ମନ୍ତ୍ରୀ ବଟକୃଷ୍ଣ ଜେନାଙ୍କ ସହଧର୍ମିଣୀଙ୍କ ପରଲୋକ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ବଟକୃଷ୍ଣ ଜେନାଙ୍କ ସହଧର୍ମିଣୀ ପୁଷ୍ପଲତା ଜେନାଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ତାଙ୍କୁ ୭୯ ବର୍ଷ ହେଇଥିଲା। ୟୁନିଟ୍‌-୬ ପ୍ରାଥମିକ ବିଦ୍ୟାଳୟରୁ ଅବସର ନେବା ପରେ ସେ ଆଧ୍ୟାତ୍ମିକ କାର୍ଯ୍ୟରେ ନିଜକୁ ସାମିଲ ରଖିଥିଲେ।...

ଲୋକେ ସଚେତନ ନ ହେଲେ ଆଗକୁ ବଡ଼ ବିପଦ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଦୈନନ୍ଦିନ ଜୀବନରେ ବୃକ୍ଷର ଆବଶ୍ୟକତା ଖୁବ୍‌ ବେଶି। କିନ୍ତୁ ଦିନକୁ ଦିନ ଗଛ ସଂଖ୍ୟା କମିବାରେ ଲାଗିଛି। ଜନସାଧାରଣ ସଚେତନ ନ ହେବା ଯୋଗୁ ଭବିଷ୍ୟତରେ ଏହା ବଡ଼ ବିପଦ ସୃଷ୍ଟି କରିବ ବୋଲି ଶୁକ୍ରବାର ଗୀତଗୋବିନ୍ଦ...

ସୋନାଲିକା, ଶ୍ରୀନିକାଙ୍କୁ ‘ଏକଲବ୍ୟ ସମ୍ମାନ’

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଗୁରୁ-ଶିଷ୍ୟ ପରମ୍ପରା ସତରେ ନିଆରା। ଏହି ପରମ୍ପରାକୁ ଉଚ୍ଚକୋଟିର ଢଙ୍ଗରେ ଉପସ୍ଥାପନା କରିଥିଲେ ନୃତ୍ୟଗୁରୁ ଶାଶ୍ୱତ ଯୋଶୀ। ଏକଲବ୍ୟ କାର୍ଯ୍ୟକ୍ରମର ପ୍ରଥମ ଉପସ୍ଥାପନାରେ ଦେଖିବାକୁ ମିଳିଥିଲା ଏକ ନୂତନ ନୃତ୍ୟ ପରମ୍ପରା। ପ୍ରଥମଥର ପାଇଁ ଜଣେ କାହାଣୀ କହୁଥିବା...

ମୁରୁଜରେ ସ୍ବଚ୍ଛତା ବାର୍ତ୍ତା ଦେଲେ କିନ୍ନର

ଭୁବନେଶ୍ୱର,୩୦।୪(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସ୍ମାର୍ଟସିଟି ଭୁବନେଶ୍ୱରକୁ ଶୀର୍ଷରେ ପହଞ୍ଚାଇବାକୁ ବିଏମ୍‌ସି ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉଛି। ସ୍ବଚ୍ଛ ସର୍ବେକ୍ଷଣ-୨୦୨୨ ଆଧାରରେ ସହରକୁ ସ୍ବଚ୍ଛ ରଖିବା ପାଇଁ କିନ୍ନର ସମ୍ପ୍ରଦାୟ ସହରବାସୀଙ୍କୁ ସଚେତନ କରିଛନ୍ତି। ଶୁକ୍ରବାର ବିଏମ୍‌ସି ପକ୍ଷରୁ ଆୟୋଜିତ ଏକ...

ଭିକ୍ଷାବୃତ୍ତି କରୁଥିବା କିନ୍ନରଙ୍କ ପାଇଁ ଖୋଲିବ ଆଶ୍ରୟସ୍ଥଳ

ଭୁବନେଶ୍ୱର, ୩୦।୪ (ବ୍ୟୁରୋ): କିନ୍ନରଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏ କ୍ଷେତ୍ରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଉଏକ ପାଦ ଆଗକୁ ବଢାଇଛି। କିନ୍ନରମାନେ ଯେପରି ଅନ୍ୟମାନଙ୍କ ଭଳି...

ନାବାଳିକାଙ୍କୁ ବ୍ଲାକ୍‌ମେଲ କରି ଦେଢ଼ଲକ୍ଷ ଟଙ୍କା, ଗହଣା ଲୁଟିଲେ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇବା ପରେ ବ୍ଲାକ୍‌ମେଲ୍‌ କରି ଟଙ୍କା ଓ ସୁନା ଗହଣା ଲୁଟିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ଠକ ପ୍ରେମିକକୁ ଗିରଫ କରିଛି। ସେ ହେଲେ ଢେଙ୍କାନାଳ ଜିଲା ବାଲିଝାଟି ଗ୍ରାମର ଆଶିଷ...

ଅପହରଣ ପରେ ମୁଣ୍ଡ ଜାମିନ ରଖି ଟଙ୍କା ଦାବି

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଯୁବକଙ୍କୁ ରାସ୍ତାରୁ ଅପହରଣ ପରେ ଏକ ଘରେ ମୁଣ୍ଡଜାମିନ ରଖି ନିର୍ଯାତନା ଦେବା ସହ ଟଙ୍କା ଦାବି କରିଥିଲେ ଅପହର୍ତ୍ତା। ଖବର ପାଇ ଖଣ୍ଡଗିରି ଥାନା ପୋଲିସ ଯଦୁପୁରରେ ଚଢ଼ାଉ କରି ଉକ୍ତ ଯୁବକଙ୍କୁ ଉଦ୍ଧାର କରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri