ମେଟ୍ରୋ

ରାଜ୍ୟ ସଭା ନିର୍ବାଚନ ପାଇଁ ନିଯୁକ୍ତ ହେଲେ ରିଟର୍ନିଂ ଅଫିସର

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ରିଟର୍ନିଂ ଅଫିସରଙ୍କୁ ନିଯୁକ୍ତି ଦେଲେ। ବିଷ୍ଣୁ ପ୍ରସାଦ ମିଶ୍ରଙ୍କୁ ରିଟର୍ନିଂ ଅଫିସର ଓ ଗଙ୍ଗାଧର ମଲ୍ଲିକଙ୍କୁ ଆସିଷ୍ଟାଣ୍ଟ ରିଟର୍ନିଂ ଅଫିସର ଭାବେ ନିଯୁକ୍ତି କମିଶନ ଦେଇଛନ୍ତି। ତେବେ ଜୁଲାଇ ସୁଦ୍ଧା...

୩ରୁ ୪ ସପ୍ତାହ ମଧ୍ୟରେ ବଢ଼ିପାରେ କରୋନା

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ ୩ରୁ ୪ ସପ୍ତାହ ପରେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଦିଲ୍ଲୀରେ ସଂକ୍ରମଣ ବଢୁଥିବାରୁ ଆଗକୁ ଓଡ଼ିଶା ପ୍ରତି ବି ବିପଦ ରହିଛି। ରାଜ୍ୟରେ କରୋନା...

କେବଳ ସ୍ବାର୍ଥ ପାଇଁ ଦଳ ଛାଡ଼ୁଛନ୍ତି: ନିରଞ୍ଜନ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି ଓ ନରସିଂହ ମିଶ୍ର ଦଳୀୟ ପଦ ଛାଡିବା ନେଇ ଚର୍ଚ୍ଚା ହେଉଛି। ଏବେ ଏହି ପ୍ରସଙ୍ଗ ଉପରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୋ’ ପାଖକୁ...

ବଦଳିପାରେ ସ୍କୁଲ ଛୁଟି ସମୟ

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ସ୍ଥିତି ଦେଖି ସ୍କୁଲ ଛୁଟି ସମୟ ବଦଳିପାରେ। ଏପ୍ରିଲ ୩୦ ପରେ ଏସ୍‌ଆରସିଙ୍କ ପରାମର୍ଶରେ ଛୁଟି ନିଷ୍ପତ୍ତି ନିଆଯିବ ବୋଲି ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ହିଟ୍‌ଓ୍ବେଭ ପାଇଁ ପ୍ରାଥମିକ ପର୍ଯ୍ୟାୟରେ...

୬ ମାସ ବଢ଼ିଲା କରୋନା ଯୋଦ୍ଧାଙ୍କ ବୀମା

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପୁଣିଥରେ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ବୀମାର ଅବଧିକୁ ଆଉ ୬ମାସ ଲାଗି ବୃଦ୍ଧି କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସ୍ବତନ୍ତ୍ର...

ରାଜଧାନୀରେ ଚାଞ୍ଚଲ୍ୟ: ଘର ଭିତରୁ ମିଳିଲା ୩ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଚିନ୍ତାମଣିଶ୍ୱର ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୩ ସଦସ୍ୟଙ୍କ ମୃତଦେହ ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଏହି ମୃତଦେହ ମଧ୍ୟରେ ଦମ୍ପତିଙ୍କ ସହ ଏକ ୧୫ ମାସର...

ମୂକ, ବଧିର ବେଶରେ ବୁଲୁଛନ୍ତି ତାମିଲନାଡୁର ଚୋର

ଭୁବନେଶ୍ୱର,୨୮।୪(ବ୍ୟୁରୋ): ସାବଧାନ! ସହରରେ ମୂକ, ବଧିର ବେଶରେ ବୁଲୁଛନ୍ତି ତାମିଲନାଡୁର ଚୋର। ଦେଖାଉଛନ୍ତି ଦିବ୍ୟାଙ୍ଗ ପ୍ରମାଣପତ୍ର। ଭିକ୍ଷା ମାଗିବା ଆଳରେ ଘରକୁ ଘର, ହଷ୍ଟେଲ, ମେସ୍‌ ବୁଲି ଚୋରି କରୁଛନ୍ତି। ଏଭଳି ଏକ ଗ୍ୟାଙ୍ଗ୍‌କୁ କମିଶନରେଟ ସ୍ପେଶାଲ ସ୍କ୍ବାଡ୍‌ ଧରିଛି।...

ନାବାଳକଙ୍କୁ ଅପହରଣ, ନୟାଗଡ଼ରେ ବିକ୍ରି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜଧାନୀ ଇନ୍‌ଫୋସିଟି ଥାନା ଅଞ୍ଚଳରେ ଜଣେ ଶିଶୁକନ୍ୟାକୁ ବିସ୍କୁଟ ଦେଇ ଅପହରଣ କରାଯିବା ଘଟଣାର ୧୦ଦିନ ପରେ ଖଣ୍ଡଗିରି ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ ଅପହରଣ କରାଯାଇ ବିକ୍ରି କରାଯାଇଥିବା ଜଣାପଡ଼ିଛି। ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ କାବୁ କରି...

ବେବିରାଣୀ ହେଲେ ଶ୍ରେଷ୍ଠ ଓଡ଼ିଆଣୀ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପ୍ରଥା, ପରମ୍ପରା ଓ ଚଳଣିର ପୁନଃ ଅଭ୍ୟାସ ଜରିଆରେ ଓଡ଼ିଆ ସ୍ବାଭିମାନ, ଅସ୍ମିତାକୁ ଅନୁଭବ କରିବା ପାଇଁ ଏକ ଅନନ୍ୟ ଆନ୍ଦୋଳନ ହେଉଛି ‘ଶ୍ରେଷ୍ଠ ଓଡ଼ିଆଣୀ ପ୍ରତିଯୋଗିତା ଓ ଓଡ଼ିଆ ମହୋତ୍ସବ’। କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ବୁଧବାର ସୂଚନା...

ଆଜିଠୁ ଯୁକ୍ତ୨ ପରୀକ୍ଷା, ସକାଳ ୯ଟାରୁ ଆରମ୍ଭ

ଭୁବନେଶ୍ୱର, ୨୮।୪(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ମେ’ ୩୧ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା ପାଇଁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଦୁଇବର୍ଷ ପରେ ଛାତ୍ରୀଛାତ୍ର...

ନରସିଂହଙ୍କ ପରେ ତାରାଙ୍କ ଇସ୍ତଫା ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୭।୪(ବ୍ୟୁରୋ): କଂଗ୍ରେସର ଦଳୀୟ ନିର୍ବାଚନ ଚାଲିଥିବା ବେଳେ ଦଳର ଅମୁଳ ଚୂଳ ପରିବର୍ତ୍ତନ ହେବା ନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲା କୁମାର ସୂଚନା ଦେଇଛନ୍ତି। ଏହାପରେ ଦଳୀୟ ପଦରୁ ଜଣଙ୍କ ପରେ ଜଣେ ଇସ୍ତଫା ଦେବା ନେଇ...

୩୮ ବର୍ଷ ପରେ ପୂର୍ବତନ ନିର୍ବାହୀ ଯନ୍ତ୍ରୀଙ୍କୁ ଜେଲ୍‌ ଦଣ୍ଡାଦେଶ

ଭୁବନେଶ୍ୱର,୨୭।୪(ବ୍ୟୁରୋ):ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ମାମଲାରେ ଦୀର୍ଘ ୩୮ ବର୍ଷ ପରେ କୋର୍ଟ ରାୟ ଶୁଣାଇଛନ୍ତି। ବୁଧବାର ମାମଲାର ବିଚାର କରି ଭୁବନେଶ୍ୱର କମାଣ୍ଡ ଏରିଆ ଡଭେଲପମେଣ୍ଟ ଏଜେନ୍ସି (କାଡ଼ା-୧)ର ପୂର୍ବତନ ନିର୍ବାହୀ ଯନ୍ତ୍ରୀ ଗଙ୍ଗାଧର ସାହୁଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri