ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କୁ ମିଳିବ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ସଫଳ ଓ ଉଲ୍ଲେଖନୀୟ ନେତୃତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ ମିଳିବ। ଆସନ୍ତା ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ କ୍ୟାପିଟାଲ୍‌ ଫାଉଣ୍ଡେଶନ ପକ୍ଷରୁ ଏହି ଆଓ୍ବାର୍ଡରେ ସମ୍ମାନିତ କରାଯିବ। ସୁପ୍ରିମ କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ଏନ୍‌.ଭି.…

ଦେଢ଼ ଲକ୍ଷରେ ବହୁରୂପୀ ଏଣ୍ଡୁଅ ଡିଲ୍‌

ଭୁବନେଶ୍ୱର, ୩୦ା୮(ବ୍ୟୁରୋ):ରାଜ୍ୟରେ ବଜ୍ରକାପ୍ତା ଭଳି ବହୁରୂପୀ ଏଣ୍ଡୁଅର ମଧ୍ୟ ଚୋରା ଚାଲାଣ ହେଉଛି। ରାଜଧାନୀ ଭୁବନେଶ୍ୱରରେ ଏହି ରାକେଟ ସକ୍ରିୟ ଥିବାବେଳେ ଲକ୍ଷ ଲକ୍ଷ ଟଙ୍କାରେ କାରବାର ହେଉଥିବା ଜଣାପଡିଛି। ସୋମବାର ସତ୍‌ସଙ୍ଗ ବିହାର ନିକଟ ଶ୍ୟାମାପ୍ରସାଦ ପାର୍କରେ ଚଢ଼ାଉ କରି…

ନୂଆଖାଇରେ ବନ୍ଦ ରହିବ ବ୍ୟାଙ୍କ୍‌

ଭୁବନେଶ୍ୱର,୨୯।୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ହେଉଛି ନୂଆଖାଇ। ଚଳିତ ବର୍ଷ ସେପ୍ଟେମ୍ବର ୧ରେ ନୂଆଖାଇ ପର୍ବ ପାଳନ ହେବ। ଏ ଅବସରରେ ସେପ୍ଟେମ୍ବର ୧ରେ ରାଜ୍ୟରେ ବ୍ୟାଙ୍କ୍‌ ଏବଂ ଅନ୍ୟାନ୍ୟ ବିତ୍ତୀୟ ସଂସ୍ଥା ବନ୍ଦ ରଖାଯିବାକୁ ସରକାର ସୋମବାର ଘୋଷଣା କରିଛନ୍ତି।…

ମିଛ ଅଭିଯୋଗ କରିଥିଲେ ପରିବାର ଲୋକ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ପଟିଆ ଅଞ୍ଚଳର ଏକ ଘରୋଇ କଲେଜରୁ ଯୁକ୍ତ୨ ଛାତ୍ର ବାଲେଶ୍ୱରର ହୃଦୟେଶ ପଣ୍ଡା ନିଖୋଜ ହେବା ଘଟଣା ରବିବାର ନୂଆ ମୋଡ଼ ନେଇଛି। ପରିବାର ପକ୍ଷରୁ ମିଛ ଅଭିଯୋଗ କରାଯାଇଥିବା ପୋଲିସ କହିଛି। ହୃଦୟେଶ ନିଖୋଜ…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୨୨୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜ୍ୟରୁ ସୋମବାର ୨୨୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୭,୧୫୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨୯ ଜଣ ଚିହ୍ନଟ ହୋଇଥିବା…

ଦୁର୍ଗନ୍ଧରେ ଅଣନିଃଶ୍ୱାସୀ ଅଞ୍ଚଳବାସୀ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱର ଏବେ ଆବର୍ଜନା ସିଟିରେ ପରିଣତ ହୋଇଛି। ଯୁଆଡେ ଚାହିଁବ ଅଳିଆ ଆବର୍ଜନା ଦେଖିବାକୁ ମିଳୁଛି। ଦାରୁଠେଙ୍ଗ ଗ୍ରାମବାସୀଙ୍କ ନାଲିଆଖି ଓ ବିରୋଧ ଯୋଗୁ ୨୦ ଦିନରୁ ଊର୍ଦ୍ଧ୍ୱ ହେବ ଭୁଆସୁଣୀ ଡମ୍ପିଂୟାର୍ଡକୁ ଅଳିଆ ଯାଇ ପାରୁନାହିଁ। ବିଏମ୍‌ସି…

୧୦୮ ଆମ୍ବୁଲାନ୍ସକୁ ‘ଇଟି ଲିଡରଶିପ୍‌ ଏକ୍ସିଲେନ୍ସ ଆୱାର୍ଡସ୍‌’

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ଉଲ୍ଲେଖନୀୟ ଜରୁରିକାଳୀନ ସେବା ବିତରଣ ପାଇଁ ଓଡ଼ିଶାର ୧୦୮ ଆମ୍ବୁଲାନ୍ସ ଜାତୀୟ ସ୍ତରୀୟ ପ୍ଲାଟ୍‌ଫର୍ମରେ ଉଚ୍ଚ ପ୍ରଶଂସିତ ହେବା ସହ ପୁରସ୍କାର ପାଇଛି। ନିକଟରେ ନୂଆଦିଲ୍ଲୀସ୍ଥିତ ରୋଜିଏଟ୍‌ ହାଉସ୍‌ଠାରେ ଆୟୋଜିତ ଏକ ଉତ୍ସବରେ ‘ଇଟି ଲିଡରଶିପ୍‌ ଏକ୍ସିଲେନ୍ସ ଆୱାର୍ଡସ୍‌ ୨୦୨୨’…

ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ। ଏହା ଅଧୀନରେ ରାଜ୍ୟରେ ଥିବା ମେଡିକାଲ କଲେଜଗୁଡ଼ିକ କାର୍ଯ୍ୟ କରିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେଇଛନ୍ତି। ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ଏକ ଦୃଷ୍ଟିକୋଣ…

ବଜ୍ରପାତ ସୂଚନା ଦେବାକୁ ‘ଦାମିନୀ’ ଆପ୍‌ର ବିକାଶ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ମୟୂରଭଞ୍ଜ ଓ ଝାରସୁଗୁଡ଼ା ଜିଲାରେ ବଜ୍ରପାତ ୫ ଜଣଙ୍କ ଜୀବନ ନେଇଥିବା ବେଳେ ଶନିବାର ଉଦଳାରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା। ବଜ୍ରପାତ ସୂଚନା ଦେବାକୁ ‘ଦାମିନୀ’ ଆପ୍‌ର ବିକାଶ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ, ଓସ୍‌ଡମା ଓ କର୍ପସ…

‘ଅଣସଙ୍ଗଠିତ ଶ୍ରମିକ କଂଗ୍ରେସରେ ଗୁରୁତ୍ୱପୂର୍ଣ୍ଣ ଭୂମିକା’

ଭୁବନେଶ୍ୱର,୨୯।୮(ବ୍ୟୁରୋ): କଂଗ୍ରେସର ଅଣସଂଗଠିତ ଶ୍ରମିକ କର୍ମଚାରୀ ସଂଘ ରାଜ୍ୟ ସଭାପତି ବିଦ୍ୟାଧର ମହାନ୍ତିଙ୍କ ଅଧ୍ୟକ୍ଷତାରେ ରବିବାର ଏକ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଭବନଠାରେ ଅନୁଷ୍ଠିତ ବୈଠକରେ ଅଣସଙ୍ଗଠିତ ଶ୍ରମିକ କର୍ମଚାରୀଙ୍କୁ ତୃଣମୂଳସ୍ତରରୁ କିଭଳି ସଙ୍ଗଠିତ କରାଯାଇପାରିବ ସେନେଇ…

ସ୍ବତନ୍ତ୍ର ଓଜେଇଇ ପାଇଁ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ବା ଦ୍ୱିତୀୟ ଓଜେଇଇ ସେପ୍ଟେମ୍ବର ୩ରେ ଆରମ୍ଭ ହେବ। ପରୀକ୍ଷା ପାଇଁ ରବିବାରଠାରୁ ଓଜେଇଇ ୱେବ୍‌ସାଇଟ୍‌ରେ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ ହୋଇଛି। ପରୀକ୍ଷାର୍ଥୀମାନେ ସେମାନଙ୍କ ଆବେଦନ ନମ୍ବର ଏବଂ ଜନ୍ମ ତାରିଖ ଦେଇ…

୨ ପର୍ଯ୍ୟନ୍ତ ବଜ୍ରପାତ, ଝଡ଼ତୋଫାନ ଆଶଙ୍କା

ଭୁବନେଶ୍ୱର, ୨୯।୮(ବ୍ୟୁରୋ)- ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଥିବାବେଳେ ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ସହ ବଜ୍ରପାତ ହେଉଛି। ୨ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଏହିଭଳି ଝଡ଼ତୋଫାନ ହେବାର ଆଶଙ୍କା ରହିଛି। ଏଥିପାଇଁ ବିଭିନ୍ନ ଜିଲାକୁ ଝଡ଼ତୋଫାନ ଓ ବଜ୍ରପାତ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?