୪୮ ଘଣ୍ଟାରେ ଓଡ଼ିଶା ଛୁଇଁପାରେ ମୌସୁମୀ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀର ଓଡ଼ିଶା ପ୍ରବେଶ ପାଇଁ ପାଗ ଅନୁକୂଳ ହୋଇଛି। ଆସନ୍ତା ୨୪ ଘଣ୍ଟା ଭିତରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ପାଣିପାଗ…
ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ
ଭୁବନେଶ୍ବର,୧୬।୬: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ…
ମିଳିଲା ଆଉ ଏକ ହାତୀ କଙ୍କାଳ
ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଆଠଗଡ଼ ବନଖଣ୍ଡରେ ସଙ୍କଟରେ ଗଜରାଜ। ୧୫ ଦିନରେ ବଡ଼ମ୍ବା ବନାଞ୍ଚଳରୁ ତିନୋଟି ଦନ୍ତାହାତୀର କଙ୍କାଳ ମିଳିଛି। ଗତ ୨ ଓ ୩ ତାରିଖରେ ଭିନ୍ନ ଭିନ୍ନ ସ୍ଥାନରୁ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଦୁଇଟି ହାତୀ କଙ୍କାଳ ଜବତ କରିଥିବା ବେଳେ…
ଉପଯୁକ୍ତ ସମୟରେ ନିଷ୍ପତ୍ତି: ବିଜେଡି
ଭୁବନେଶ୍ୱର,୧୬ା୬(ବ୍ୟୁରୋ): ଆସନ୍ତା ଜୁଲାଇ ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ବିରୋଧୀ ଦଳ ଏକାଠି ହେଲେଣି। ତେବେ ବିରୋଧୀ ଦଳ ଓ ଏନ୍ଡିଏ କାହାକୁ ପ୍ରାର୍ଥୀ କରିବେ ଏ ପର୍ଯ୍ୟନ୍ତ ତାହା ସ୍ପଷ୍ଟ ହୋଇନାହିଁ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…
ବଦଳିବ ସ୍କୁଲ ପାଠପଢ଼ା ସମୟ
ଭୁବନେଶ୍ୱର, ୧୬।୬(ବ୍ୟୁରୋ): ରାଜ୍ୟରେ ଆଉ ଗୋଟିଏ ଦିନ ପରେ ସ୍କୁଲ ଖୋଲିବ। ପୁଣି ପିଲା ସ୍କୁଲ ଯାଇ ପାଠ ପଢ଼ିବେ। ଗତ ୬ତାରିଖରୁ ଆରମ୍ଭ ହୋଇଥିବା ଖରାଛୁଟି ବା ଗ୍ରୀଷ୍ମଛୁଟି ୧୬ ତାରିଖରେ ଶେଷ ହେବ। ଶୁକ୍ରବାର ରାଜ୍ୟରେ ସମସ୍ତ ସ୍କୁଲ୍…
ରାହୁଲଙ୍କୁ ଉଦ୍ଧାର କରିଥିବା ଟିମ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୬(ବ୍ୟୁରୋ): ୫ ଦିନର କଠିନ ପରିଶ୍ରମ ପରେ ବୋରୱେଲ ଭିତରୁ ୧୧ ବର୍ଷର ବାଳକ ରାହୁଲ ସାହୁଙ୍କୁ ଉଦ୍ଧାର କରାଯାଇଛି। ଏବେ ତାଙ୍କୁ ବିଳାଶପୁରର ଆପୋଲ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ୧୦୪ ଘଣ୍ଟାର ରେସ୍କ୍ୟୁ ଅପରେଶନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିଲେ ଏନଡିଆରଏଫ,…
ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଜୁଲାଇ ୨ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏହା ଅଗଷ୍ଟ ୪ ପର୍ଯ୍ୟନ୍ତ ଚାଲିବ । ଏହି ୨୪ ଦିନିଆ ଅଧିବେଶନରେ ଚଳିତ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଆସିବ । କରୋନା ସଂକ୍ରମଣ କମିଥିବାରୁ…
୪୮ ଘଣ୍ଟାରେ ଓଡ଼ିଶା ଛୁଇଁପାରେ ମୌସୁମୀ
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଆଗାମୀ ୪୮ ଘଣ୍ଟା ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ପାଣିପାଗର ସୂଚନା ଅନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଉ ୪୮ ଘଣ୍ଟା ଭିତରେ ଓଡ଼ିଶା…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୨ କରୋନା ପଜିଟିଭ୍
ଭୁବନେଶ୍ୱର,୧୫।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨ ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ପିଲା ଜଣେ ଜଣ ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍ରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୯ ରହିଛନ୍ତି।…
ଖଣି ଜଗିବ ଡ୍ରୋନ୍
ଭୁବନେଶ୍ୱର,୧୫ା୬(ବ୍ୟୁରୋ): ବେଆଇନ ଖଣି କାରବାର ଉପରେ ନଜର ରଖିବ ଡ୍ରୋନ୍। ଅତ୍ୟାଧୁନିକ ଜ୍ଞାନକୌଶଳର ବ୍ୟବହାର କରି ଖଣି ଚୋରିକୁ ରୋକାଯିବ। ଇସ୍ପାତ ଓ ଖଣି ବିଭାଗ ପକ୍ଷରୁ ରିମୋଟ୍ ସେନ୍ସିଂ ଭଳି ଜ୍ଞାନକୌଶଳକୁ ଏଥିରେ ବ୍ୟବହାର ପାଇଁ ନିଷ୍ପତ୍ତି ହୋଇଛି। ଏଥିପାଇଁ…
ନବୀନଙ୍କ ଉପରେ ନଜର
ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଆସନ୍ତା ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ବୁଧବାର ବିଭିନ୍ନ ରାଜ୍ୟର ରିଟର୍ନିଂ ଅଫିସରମାନେ ବିଜ୍ଞପ୍ତି ପ୍ରକାଶ କରିବେ। ଜୁନ୍ ୨୯ରେ ରାଷ୍ଟ୍ରପତି ପଦବୀ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯିବ। ୩୦ରେ ଯାଞ୍ଚ ଓ…
କଳାଭୂମିରେ ରଜ ମହୋତ୍ସବ
ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ପକ୍ଷରୁ ମଙ୍ଗଳବାରଠାରୁ ଦୁଇଦିନିଆ ରଜ ମହୋତ୍ସବ ଆରମ୍ଭ ହୋଇଛି। ଏଥିରେ ଶିଳ୍ପକଳା ପ୍ରଦର୍ଶନୀ, ହସ୍ତତନ୍ତ ଓ ହସ୍ତଶିଳ୍ପ ବଜାର, କାଗଜ ମୁଖା ଓ ନଡ଼ା କାରୁକାର୍ଯ୍ୟ, ପାରମ୍ପରିକ ପିଠା, ଫୁଡ କୋର୍ଟ ଆୟୋଜନ ସହ…
Archives


