ମେଟ୍ରୋ

ପ୍ରୋଟିନ୍‌ଯୁକ୍ତ ଚାଉଳ ଯୋଗାଇବେ ସରକାର

ଭୁବନେଶ୍ୱର,୨୯ା୮(ବ୍ୟୁରୋ):ରାଜ୍ୟ ସରକାର ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌), ମଧ୍ୟାହ୍ନଭୋଜନ (ଏମ୍‌ଡିଏମ୍‌) ଏବଂ ପବ୍ଲିକ ଡିଷ୍ଟ୍ରିବ୍ୟୁଶନ ସିଷ୍ଟମ (ପିଡିଏସ୍‌)ରେ ପ୍ରୋଟିନଯୁକ୍ତ ଚାଉଳ ଯୋଗାଇ ଦେବାକୁ ଯୋଜନା କରିଛନ୍ତି। ପ୍ରଥମେ ରାଜ୍ୟରେ ଆଇସିଡିଏସ୍‌ ଏବଂ ଏମ୍‌ଡିଏମ୍‌ ବ୍ୟବସ୍ଥାରେ ଏହା ଲାଗୁ ହେବ। ଏହାପରେ…

ଆଜି ରାଜ୍ୟରୁ ୨୫୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୨୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୯୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୧ ଜଣ ଚିହ୍ନଟ ହୋଇଥିବା…

ରାଜଧାନୀରୁ ଯୁକ୍ତ ୨ ଛାତ୍ର ନିଖୋଜ

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜଧାନୀରେ ଶିକ୍ଷାନୁଷ୍ଠାନଗୁଡ଼ିକରେ ଦିିନକୁ ଦିନ ରାଗିଂ ଘଟଣା ବଢ଼ିବାରେ ଲାଗିଥିବାବେଳେ ଏବେ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ପଟିଆର ଏକ ଘରୋଇ କଲେଜରେ ଯୁକ୍ତ ୨ରେ ପଢ଼ୁଥିବା ଜଣେ ଛାତ୍ର ନିଖୋଜ ହୋଇଛନ୍ତି। ନିଖୋଜ ଛାତ୍ରଜଣଙ୍କ ହେଲେ ବାଲେଶ୍ୱର ଜିଲାର ହୃଦୟେଶ…

ବିରୋଧୀ ଦଳରେ ଛାତ୍ର ନେତା ସୃଷ୍ଟି ନ କରିବାକୁ ଷଡ଼ଯନ୍ତ୍ର

ଭୁବନେଶ୍ୱର,୨୮।୮(ବ୍ୟୁରୋ): ବିଭିନ୍ନ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନିର୍ବାଚିତ ପ୍ରତିନିଧିଙ୍କ ଭଳି ବିଜୁ ଜନତା ଦଳ ଏକ ମନୋନୀତ କ୍ୟାମ୍ପସ କମିଟି ଗଠନ କରୁଛି। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କାହିଁକି କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ…

ସିବିଆଇର ରିମାଣ୍ଡ ଆବେଦନ ଖାରଜ

ଭୁବନେଶ୍ୱର,୨୮।୮(ବ୍ୟୁରୋ): ପାରାଦୀପ ପୋର୍ଟ କନ୍‌ଭେୟର ବେଲ୍ଟ ଲାଞ୍ଚ କାରବାର ମାମଲାରେ ଗିରଫ ହୋଇଥିବା ଚର୍ଚ୍ଚିତ ମିଶ୍ରଙ୍କ ସମେତ ୬ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନକୁ ଶନିବାର ଭୁବନେଶ୍ୱର ସ୍ବତନ୍ତ୍ର ସିବିଆଇ କୋର୍ଟ ଖାରଜ କରିଛନ୍ତି। ଚର୍ଚ୍ଚିତ ଓ ଅନ୍ୟ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି…

ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରାଧାନାଥ ଭଟ୍ଟ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରାଧାନାଥ ଭଟ୍ଟ। ସେ ଦୀର୍ଘ ଏକ ମାସରୁ ଅଧିକ ସମୟ ଧରି ଅସୁସ୍ଥ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ଚିକିତ୍ସା ଚାଲିଥିବା ବେଳେ ଶନିବାର ଅପରାହ୍ନରେ ସେ ଶେଷ ନିଶ୍ୱାସ ତ୍ୟାଗ…

ଆଇଏଏସ୍‌ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ସୁଶୀଲ କୁମାର ଲୋହାନୀ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୮୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୫,୭୨୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କାହିଁକି ମୃତ୍ୟୁ ପୂର୍ବରୁ ୨ ଲକ୍ଷ ଲୋନ୍‌ କରିଥିଲେ ଶ୍ୱେତା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ସପ୍ଟଓ୍ବେର ଇଞ୍ଜିନିୟର ଶ୍ୱେତାଙ୍କ ମୃତ୍ୟୁକୁ ନେଇ ନୂଆନୂଆ ତଥ୍ୟ ସାମ୍ନାକୁ ଆସୁଛି। ମୃତ୍ୟ ପୂର୍ବରୁ ସେ ୨ଲକ୍ଷ ୩୦ ହଜାର ଟଙ୍କା ଲୋନ କରିଥିବା ଜଣାପଡ଼ିଛି। ପରେ ସେ ପୁରୁଷ ବନ୍ଧୁ ସୌମ୍ୟଙ୍କୁ ଟଙ୍କା ଦେଇଥିବା ମୋବାଇଲ୍‌ ଚାଟ୍‌ ସାମ୍ନାକୁ…

ରାଜ୍ୟରେ ସ୍ଥାପନ ହେବ ୩୬ଟି ନୂଆ ଥାନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ୩୬ଟି ନୂଆ ପୋଲିସ ଷ୍ଟେଶନ ସ୍ଥାପନ କରାଯିବ। ଖୁବ୍‌ଶୀଘ୍ର ନୂଆ ଥାନା କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ତେବେ ନୂଆ ଥାନା ଭିତରେ ଭୁବନେଶ୍ୱର ମୈତ୍ରୀ ବିହାର, ଅନୁଗୋଳ ଜିଲାର ବାଗେଡିଆ ଏବଂ ଗୋପାଳପ୍ରସାଦ,…

ବିପିଏଲ୍‌, କେଲ୍‌ଭିନେଟର ପକ୍ଷରୁ ଡିଲର ପୁରସ୍କୃତ

ଭୁବନେଶ୍ୱର,୨୭ା୮: ବିପିଏଲ୍‌ ଏବଂ କେଲଭିନେଟର କମ୍ପାନୀ ପକ୍ଷରୁ ବିକ୍ରିରେ ସଫଳତା ହାସଲ କରିଥିବା ଡିଲରଙ୍କୁ ପୁରସ୍କୃତ କରାଯାଇଛି। ଏ ନେଇ କମ୍ପାନୀ ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏଥିରେ କମ୍ପାନୀର ବିଏମ୍‌ ଦୀପକ ସାମଲ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଖାଇ’ରେ ୨ ଦିନ ସରକାରୀ ଛୁଟି ଘୋଷଣା କରିବା ପାଇଁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଦାବି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ଏକ ୨ ପୃଷ୍ଠାର ଚିଠି ଲେଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?