ଗୋଟିଏ କ୍ଲିକ୍ରେ ରଜପାନ
ଭୁବନେଶ୍ୱର, ୧୪।୬(ବ୍ୟୁରୋ) : ରଜରେ ପାନର ଭିନ୍ନ ଏକ ସ୍ବତନ୍ତ୍ରତା ରହିଛି। ପୋଡ଼ପିଠା ବିନା ଯେପରି ରଜ ଅଧୁରା, ପାନ ବିନା ସେପରି ଫିକା । ବର୍ଷସାରା ପାନ ଠାରୁ ଯେତେ ଦୂରେଇ ରହିଲେ ବି ରଜ ତିନିଦିନ ପାଇଁ ସବୁ…
ଓଟିଡିିସି ପକ୍ଷରୁ ‘ପିଠା ଅନ୍ ହ୍ବିଲ’ ସାଙ୍ଗକୁ ଦୋଳିର ମଜା
ଭୁବନେଶ୍ୱର, ୧୪।୬(ବ୍ୟୁରୋ) : ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏଥର ମଧ୍ୟ ‘ପିଠା ଅନ୍ ହ୍ବିଲ୍’ କାର୍ଯ୍ୟକ୍ରମ କରାଯିବ। କରୋନା କଟକଣା ଉଠିବା ପରେ ଏଥର ଧୁମ୍ଧାମ୍ରେ ରଜ ପାଳନ ହେବ। ଏହାକୁ ଦୃଷ୍ଟିରେ ରଖି ପାନ୍ଥନିବାସ ଠାରେ…
ଆଜି ପହିଲି ରଜ
ଭୁବନେଶ୍ୱର, ୧୪।୬(ବ୍ୟୁରୋ) : ବନସ୍ତେ ଡାକିଲା ଗଜ… ବରଷକେ ଥରେ ଆସିଛି ରଜ…। ବର୍ଷକ ପରେ ପୁଣି ଆସିଛି ଗଣପର୍ବ ରଜ। ମଙ୍ଗଳବାର ପହିଲି ରଜ। ଘରେ ଘରେ ପୋଡ଼ପିଠାର ମହକ ସାଙ୍ଗକୁ ପାନର ରଙ୍ଗରେ କୁଆଁରୀଙ୍କ ଓଠ ଝଲସିବ। ଏଥିସହ…
୩ ବର୍ଷ ମଧ୍ୟରେ ନିଯୁକ୍ତ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ ହେବ
ଭୁବନେଶ୍ୱର, ୧୪।୬(ବ୍ୟୁରୋ): ରାଜ୍ୟରେ ନକଲି ଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିଲାଗି ଗତ ୩ବର୍ଷ ମଧ୍ୟରେ ନିଯୁକ୍ତି ପାଇଥିବା ସମସ୍ତ ଶିକ୍ଷକଙ୍କ ସାର୍ଟିଫିକେଟ୍ ଯାଞ୍ଚ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସୋମବାର ଉନ୍ନୟନ କମିଶନର…
‘ବଜ୍ରପାତ, ସାପକାମୁଡ଼ା, ଅଗ୍ନିକାଣ୍ଡ ମୃତ୍ୟୁ ସମସ୍ୟା ଓଡ଼ିଶାକୁ ଆହ୍ବାନ’
ଭୁବନେଶ୍ୱର, ୧୪ା୬(ବ୍ୟୁରୋ): ଆଉ ପୂର୍ବଭଳି ଋତୁ ଅନୁଯାୟୀ ସଂଘଟିତ ନ ହୋଇ ବର୍ଷର ଯେକୌଣସି ସମୟରେ ବାତ୍ୟା ଭଳି ପରିସ୍ଥିତି ଉପୁଜୁଛି । ଏଥିସହ ବଜ୍ରପାତ, ସାପକାମୁଡ଼ା, ଅଗ୍ନିକାଣ୍ଡ ଓ ପାଣିରେ ବୁଡ଼ି ମୃତ୍ୟୁ ଭଳି ସମସ୍ୟା ଆମ ପାଇଁ ଆହ୍ବାନ…
ବସ୍ରେ ଲାଇବ୍ରେରି
ଭୁବନେଶ୍ୱର, ୧୪।୬(ବ୍ୟୁରୋ): ବସ୍ରେ ହୋଇଛି ଲାଇବ୍ରେରି। କଲେଜ ପିଲାଙ୍କ ଯାତାୟତ ପାଇଁ ବ୍ୟବହାର କରାଯାଉଥିବା ପୁରୁଣା ବସ୍କୁ ଲାଇବ୍ରେରିର ରୂପ ଦିଆଯାଇଛି। ଏହାର ଭିତର ଏବଂ ବାହାର ପାର୍ଶ୍ୱରେ ବିଭିନ୍ନ ଚିତ୍ର ଅଙ୍କାଯାଇ ପୁସ୍ତକ ପଠନ ପ୍ରତି ଆଗ୍ରହ ସୃଷ୍ଟି କରିବାର…
ଶିକ୍ଷା ହିଁ ଜୀବନରେ ବଡ଼ ପରିବର୍ତ୍ତନ ଆଣେ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୪ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନଫରେନ୍ସ ଜରିଆରେ ବାଲେଶ୍ବର ଜିଲା ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସ (କିସ୍) ପକ୍ଷରୁ ନିର୍ମିତ ଏକ ବିଦ୍ୟାଳୟକୁ ଉଦ୍ଘାଟନ କରିଛନ୍ତି। ୧୨ ଏକର ଜମିରେ…
ପାଳନ ହେଉନି ସର୍କୁଲାର
ଭୁବନେଶ୍ୱର, ୧୪।୬(ବ୍ୟୁରୋ): ଆଠଗଡ଼ ବନଖଣ୍ଡର ବଡ଼ମ୍ବା ରେଞ୍ଜରେ ମାଟି ତଳୁ ଦୁଇଟି ହାତୀ କଙ୍କାଳ ଜବତ ହୋଇଥିଲା। ଏହି ଦୁଇଟି ହାତୀ କଙ୍କାଳକୁ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗତ ୨ ଓ ୩ ତାରିଖରେ ଜେସିବି ଦ୍ୱାରା ଖୋଳି ବାହାର କରିଥିଲା। ଏହି…
୧୮ ସହରରେ ୪୦ ଛୁଇଁଲା ପାରଦ, ସୋନପୁର ସବୁଠାରୁ ଉତ୍ତପ୍ତ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଗରମ,ଗୁଳୁଗୁଳି ଯୋଗଁୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଲାଣି। ତାପମାତ୍ରା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ୪୩.୩ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରି ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ସେହିପରି ୯ ସହରରେ ପାରଦ ୪୨ ଡ଼ିଗ୍ରୀ…
ଶପଥ ନେଲେ ଅଳକା
ଭୁବନେଶ୍ୱର,୧୩।୬(ବ୍ୟୁରୋ): ବ୍ରଜରାଜନଗର ବିଧାୟକ ଭାବେ ସୋମବାର ଶପଥ ନେଇଛନ୍ତି ଅଳକା ମହାନ୍ତି। ନୂଆ ବାଚସ୍ପତି ବିକ୍ରମ କେଶରୀ ଆରୁଖ ତାଙ୍କୁ ଶପଥ ପାଠ କରାଇଛନ୍ତି। ଅଳକା ଶପଥ ନେବା ପରେ ଏବେ ବିଧାନସଭାରେ ୧୧୪କୁ ବିଜେଡିର ବିଧାୟକ ସଂଖ୍ୟା ବଢ଼ିଛି ।…
ରଜରେ ଓଡ଼ିଶା ଛୁଇଁପାରେ ମୌସୁମୀ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ଜୁନ୍ ୧୫ କିମ୍ବା ୧୬ ତାରିଖ ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ। ଏ ନେଇ ଭାରତୀୟ ପାଣିପାଗ କେନ୍ଦ୍ର(ଆଇଏମ୍ଡି) ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୋମବାର ସୂଚନା ଦେଇଛନ୍ତି। ସେହିପରି ଆଜି ମୌସୁମୀ ମହାରାଷ୍ଟ୍ର, ଗୁଜୁରାଟ, ବିହାରର କିଛି ଅଞ୍ଚଳ…
ରାଜ୍ୟରୁ ସୁସ୍ଥ ହେଲେ ୧୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୧୨ ଲକ୍ଷ ୭୯ ହଜାର ୩୩୭ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ…
Archives


