ମେଟ୍ରୋ

ପ୍ଲାଷ୍ଟିକ୍‌ ବର୍ଜ୍ୟରେ ରାସ୍ତା ନିର୍ମାଣ

ଭୁବନେଶ୍ବର, ୨୭ା୮(ବ୍ୟୁରୋ): ପ୍ଲାଷ୍ଟିକ୍‌ ବର୍ଜ୍ୟର ପୁନଃ ବ୍ୟବହାର ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ଏହି କ୍ରମରେ ରାସ୍ତା ନିର୍ମାଣ ଓ ସିମେଣ୍ଟ କାରଖାନାରେ ପ୍ଲାଷ୍ଟିକ୍‌ ବର୍ଜ୍ୟର ବ୍ୟବହାର ବଢ଼ାଯିବ। ଲୋକ ସେବା ଭବନରେ ଶୁକ୍ରବାର ହୋଇଥିବା ରାଜ୍ୟସ୍ତରୀୟ ଟାକ୍ସଫୋର୍ସ କମିଟି…

କାରାଗାରରେ କଏଦୀଙ୍କ ପାଇଁ ଆଧାର କ୍ୟାମ୍ପ୍‌

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଭୁବନେଶ୍ୱର ଡାକମଣ୍ଡଳ ପକ୍ଷରୁ ଦୁଇଦିନ ଧରି ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ଆଧାର ପଞ୍ଜୀକରଣ ଓ ସଂଶୋଧନ କ୍ୟାମ୍ପ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଅଧିକାଂଶ କଏଦୀଙ୍କ ଆଧାର ନମ୍ବର ନ ଥିବାରୁ ବା ଆଧାର ତଥ୍ୟ ଭୁଲ୍‌ ଥିବାରୁ ସେମାନେ କାରାଗାର…

ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ସାଙ୍ଗଙ୍କୁ ପଚରାଉଚରା

ଭୁବନେଶ୍ୱର,(ବ୍ୟୁରୋ)୨୭ା୮: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାରସ୍ଥିତ ଇନ୍‌ଫୋସିଟି ଗ୍ରୀନ୍‌ ଆପାର୍ଟମେଣ୍ଟରେ ରହୁଥିବା ସଫ୍ଟୱେର ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ(୨୬)ଙ୍କ ଆତ୍ମହତ୍ୟା ଘଟଣାର ରହସ୍ୟ ଫିଟାଇ ପାରୁନାହିଁ ପୋଲିସ। ଘଟଣାକୁ ୯ ଦିନ ବିତିଯାଇଥିବାବେଳେ ପୋଲିସ ବିଭିନ୍ନ ଦିଗକୁ ନେଇ ତଦନ୍ତ…

ସୃଷ୍ଟି ହେବେ ଯୁବ ଉଦ୍ୟୋଗୀ

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ରାଜ୍ୟରେ ଅଧିକ ଯୁବ ଉଦ୍ୟୋଗୀ ସୃଷ୍ଟି କରିବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଯୁବଗୋଷ୍ଠୀଙ୍କ ମଧ୍ୟରେ ନୂତନ ଉଦ୍ୟୋଗୀ ହେବାର ଚିନ୍ତାଧାରାକୁ ତୃଣମୂଳ ସ୍ତରରୁ ବିକାଶ କରିବା ସକାଶେ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଶିକ୍ଷିତ ଯୁବଗୋଷ୍ଠୀକୁ ଏକ…

ବନ୍ୟାରେ ଛଟପଟ ହେଉଛନ୍ତି ଲୋକେ,ସରକାର ମିଛ ପ୍ରଚାରରେ ବ୍ୟସ୍ତ: କଂଗ୍ରେସ

ଭୁବନେଶ୍ବର, ୨୬ା୮(ବ୍ୟୁରୋ): ରାଜ୍ୟରେ ଦେଖା ଦେଇଥିବା ଭୟଙ୍କର ବନ୍ୟାରେ ୧୫ ଜିଲା ପ୍ରଭାବିତ ହୋଇଥିବା ବେଳେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ପାଣି ଘେରରେ ରହି ଚରମ ଦୁର୍ଦ୍ଦଶାରେ କାଳାତିପାତ କରୁଛନ୍ତି। ଜଳମଗ୍ନ ହୋଇ ହଜାର ହଜାର ଏକର ଫସଲ ସମ୍ପୂର୍ଣ୍ଣ…

ଓଡ଼ିଶାରେ ୨ ନକଲି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ଓଡ଼ିଶାରେ ରହିଛି ୨ଟି ନକଲି ବିଶ୍ୱବିଦ୍ୟାଳୟ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ପ୍ରତିବର୍ଷ ପରି ଏଥର ମଧ୍ୟ ନାମଲେଖା ପୂର୍ବରୁ ୟୁଜିସି ନକଲି ବିଶ୍ୱବିଦ୍ୟାଳୟ ତାଲିକା ପ୍ରକାଶ କରିଛି। ଏଥିରେ ଓଡ଼ିଶା ସମେତ ଦେଶର…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚାଷୀଙ୍କ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି। ଧାର୍ଯ୍ୟ ସମୟରେ କେନ୍ଦ୍ର ସାର ଦେଉନି । ମାସିକିଆ କୋଟା ରାଜ୍ୟକୁ ମିଳୁନି । ଚାଷୀମାନେ ସାର…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ ଭୁବନେଶ୍ୱରର ୭୭ ବର୍ଷିୟ ବ୍ୟକ୍ତି। ସେ ଡାଇବେଟିସ ମେଲିଟିସ ରୋଗରେ ପୀଡିତ ଥିଲେ। ଅନ୍ୟପଟେ,…

ବାଗ୍‌ଚୀଙ୍କୁ ଭେଟିଲେ ଆମେରିକା କନ୍‌ସୁଲେଟ

ଭୁବନେଶ୍ବର,୨୬ା୮(ବ୍ୟୁରୋ):ହାଇଦ୍ରାବାଦରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକା କନ୍‌ସୁଲେଟ୍‌ର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ ସିନ୍‌ ରୁଥ୍‌ ଗୁରୁବାର ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରୁଥ୍‌ଙ୍କ ସହ ରାଜନୈତିକ ଓ…

ଖସିଲା କରୋନା ଗ୍ରାଫ୍‌: ଆଜି ରାଜ୍ୟରୁ ୨୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୬୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୩୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୩ ଜଣ ଚିହ୍ନଟ ହୋଇଥିବା…

ଆନୁଷଙ୍ଗିକ ଶିଳ୍ପ ବିକାଶକୁ ଓଡ଼ିଶା ସରକାରଙ୍କ ଗୁରୁତ୍ୱ

ଭୁବନେଶ୍ୱର,୨୬।୮:ଲୋକମାନଙ୍କ ଭିତରେ ନିଯୁକ୍ତି ହାସଲ କରିବାର କ୍ଷମତା ବଢ଼ାଇବା ଓ ରାଜ୍ୟର ଅର୍ଥନୈତିକ ବିକାଶକୁ ତ୍ୱରାନ୍ବିତ କରିବା ଲାଗି ଓଡ଼ିଶା ସରକାର ଆନୁଷଙ୍ଗିକ ଶିଳ୍ପ ପ୍ରତି ନିଜର ପ୍ରତିବଦ୍ଧତା ଓ ଗୁରୁତ୍ୱକୁ ଦୋହରାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଅସିତ ତ୍ରିପାଠୀ…

ଜନଜାତି କଲ୍ୟାଣ, ମହିଳା ସଶକ୍ତୀକରଣ ପାଇଁ କିସ୍‌ ଓ ନଓ୍ବା ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୨୬।୮ (ବ୍ୟୁରୋ):କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସ (କିସ୍‌) ଏବଂ ନାଭି ଓ୍ବେଲ୍‌ଫେୟାର ଓ ଓ୍ବେଲ୍‌ନେସ୍‌ ଆସୋସିଏଶନ (ନଓ୍ବା) ମଧ୍ୟରେ ଗୁରୁବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। କିସ୍‌ ପକ୍ଷରୁ କିସ୍‌ ଓ କିଟ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?