୧୪୮ ସରକାରୀ ହସ୍ପିଟାଲରେ ଇ-ପଞ୍ଜୀକରଣ
ଭୁବନେଶ୍ୱର, ୧୧।୬(ବ୍ୟୁରୋ): ରାଜ୍ୟର ଆଉ ୧୪୮ ସରକାରୀ ହସ୍ପିଟାଲରେ ଇ-ପଞ୍ଜୀକରଣ ବ୍ୟବସ୍ଥା ହେବ। ୩୧ ଡିଏଚ୍ଏଚ୍, ୧୧ ଏମ୍ସିଏଚ୍ ଓ ୧୦୬ ୟୁପିଏଚ୍ସିଠାରେ କଷ୍ଟୋମାଇଜ୍ଡ ହସ୍ପିଟାଲ ମ୍ୟାନେଜମେଣ୍ଟ ଇନ୍ଫରମେଶନ୍ ସିଷ୍ଟମ୍ ଲାଗୁ କରାଯିବ। ଏଥିପାଇଁ ଶୁକ୍ରବାର ରାଜ୍ୟ ସରକାର ଓ ସେଣ୍ଟର…
ଅକ୍ଟୋବର ୧୪ରୁ ଚାଷୀ ସତ୍ୟାଗ୍ରହ
ଭୁବନେଶ୍ୱର, ୧୧।୬ (ବ୍ୟୁରୋ): ଓଡ଼ିଶା ଏକ କୃଷିଭିତ୍ତିକ ରାଜ୍ୟ। ମାତ୍ର ଏଠାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ସରକାର ଚେଷ୍ଟା କରୁନାହାନ୍ତି। ରାଜ୍ୟ ସରକାର ବଜେଟକୁ ମନଇଚ୍ଛା ଗୋଷ୍ଠୀଖଳା, ମଶାଣି, ଗାଧୁଆଘର, କଲ୍ୟାଣ ମଣ୍ଡପ ଭଳି ଅଣ ଉତ୍ପାଦନ ଭିତ୍ତିକ…
ଦାୟିତ୍ୱ ନେଲେ ପିସିସି ସଭାପତି
ଭୁବନେଶ୍ୱର, ୧୧ା୬(ବ୍ୟୁରୋ): କଂଗ୍ରେସର ଗୌରବମୟ ଇତିହାସ ରହିଛି। ଏ ରାଜ୍ୟ, ଜାତି ଓ ଦେଶକୁ କଂଗ୍ରେସ ବହୁତ କିଛି ଦେଇଛି। ରାଜନୈତିକ ଯାତ୍ରାରେ ଉତ୍ଥାନ-ପତନ ଲାଗି ରହିବ। ସମସ୍ତେ ଏକଜୁଟ୍ ହେବା ସହ ଶୃଙ୍ଖଳିତ ଭାବେ କାର୍ଯ୍ୟ କଲେ ନିଶ୍ଚିତ ସଫଳତା…
‘ସ୍କୁଲ ରୂପାନ୍ତରଣ ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି କରିଛି’
ଭୁବନେଶ୍ୱର, ୧୧।୬(ବ୍ୟୁରୋ): ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ, ଏହା ପିଲାଙ୍କ ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି। ଏହାଦ୍ୱାରା ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇଛି। ଭବିଷ୍ୟତରେ ସେମାନେ ସଫଳ ହେବା ସହିତ ଓଡ଼ିଶାର ରୂପାନ୍ତରରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ…
ବାରବାଟୀ ମ୍ୟାଚ: ଦର୍ଶକଙ୍କ ପାଇଁ ସ୍ବତନ୍ତ୍ର ମୋ ବସ୍ ବ୍ୟବସ୍ଥା
ଭୁବନେଶ୍ୱର,୧୦।୬(ବ୍ୟୁରୋ): କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଟି-୨୦ ମ୍ୟାଚ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ମ୍ୟାଚକୁ ନେଇ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳିଛି । ଟିକେଟ୍ କାଉଣ୍ଟର ଆଗରେ ଲୋକଙ୍କ ଲମ୍ବା…
ଜୁଲାଇ ୨ରୁ ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଜୁଲାଇ ୨ରୁ ଆରମ୍ଭ ହେବ। ଏଥର ୨୪ ଦିନ ଧରି ଚାଲିବ ମୌସୁମୀ ଅଧିବେଶନ। ଜୁଲାଇ ୨ରୁ ଆରମ୍ଭ ହୋଇ ଅଗଷ୍ଟ ୪ ଯାଏ ଚାଲିବ। ଅଧିବେଶନ କାଳରେ ଗୃହରେ ପୂର୍ଣ୍ଣାଙ୍ଗ ବଜେଟ୍ କରିବେ ଅର୍ଥମନ୍ତ୍ରୀ।…
ଭୁବନେଶ୍ୱରରେ ପହଞ୍ଚିଲେ ଖେଳାଳି
ଭୁବନେଶ୍ୱର,୧୦।୬(ବ୍ୟୁରୋ): ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ ପାଇଁ ଉଭୟ ଟିମ୍ ଶୁକ୍ରବାର ଓଡିଶା ପହଞ୍ଚିଛନ୍ତି। ସେଠାରୁ ଖେଳାଳି ବସ୍ ଯୋଗେ ହୋଟେଲ ମେ ଫାୟାର ଯାଇଛନ୍ତି । ସେଠାରେ ଖେଳାଳିଙ୍କୁ ଭବ୍ୟ ସ୍ବାଗତ କରାଯିବ । ତେବେ…
ବାଚସ୍ପତି ନିର୍ବାଚନ: ନାମାଙ୍କନପତ୍ର ଦାଖଲ କଲେ ବିକ୍ରମ କେଶରୀ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଆସନ୍ତା ୧୩ରେ ଅନୁଷ୍ଠିତ ହେବ ବାଚସ୍ପତି ନିର୍ବାଚନ। ଏଥିପାଇଁ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବାର ଶେଷ ସମୟ ଥିଲା। ତେବେ ବାଚସ୍ପତି ନିର୍ବାଚନ ପାଇଁ ବିକ୍ରମ କେଶରୀ ଆରୁଖ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।…
ଆଜି ଦାୟିତ୍ୱ ଗ୍ରହଣ କରିବେ ଶରତ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଶୁକ୍ରବାର କଂଗ୍ରେସ ଭବନଠାରେ ପହଞ୍ଚି ତାଙ୍କ ଦାୟିତ୍ୱ ଗ୍ରହଣ କରିବେ। ଏନେଇ ଦଳ ତରଫରୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି। କଂଗ୍ରେସ ଭବନକୁ ମଧ୍ୟ ନୂଆ କରି ରଙ୍ଗ କରାଯାଇଛି।…
୪୫ ଆପ୍ ହଟାଇବାକୁ ଗୁଗଲ୍କୁ ଚିଠି ଲେଖିଲା ଇଓଡବ୍ଲ୍ୟୁ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗ୍ରାହକଙ୍କୁ ବିଭିନ୍ନ ଆପ୍ ଦ୍ୱାରା ଲୋନ୍ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ଠକି ନିଆଯାଉଛି। ନିକଟରେ କୋକୋ ଓ ଜୋଜୋ ଲୋନ ଆପ୍ ଠକେଇ ମାମଲାରେ ମହାଗ୍ରାମ ପେମେଣ୍ଟ୍ସ ପ୍ରାଇଭେଟ୍ ଲିମିଟେଡ୍ର ପରିଚାଳନା…
୨୦୮୨ କୋଟିର ୧୧ ପ୍ରକଳ୍ପକୁ ସିିଙ୍ଗଲଓ୍ବିଣ୍ଡୋର ଅନୁମୋଦନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପର୍ଯ୍ୟଟନ, ଡାଉନ୍ଷ୍ଟ୍ରିମ ଷ୍ଟିଲ୍ ଇତ୍ୟାଦି କ୍ଷେତ୍ରରେ ହେବାକୁ ଥିବା ୨୦୮୨.୧୭ କୋଟି ଟଙ୍କାର ୧୧ ପ୍ରକଳ୍ପକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏହି ଶିଳ୍ପ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ରାଜ୍ୟରେ ୩୬୧୨ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିପାରିବ। ଗୁରୁବାର ଲୋକସେବା…
ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲାରେ ରହିବ ମେଘୁଆ ପାଗ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ଗୁଳିଗୁଳିରେ ଲୋକେ ଆଉଟୁପାଉଟୁ ହେଉଛନ୍ତି। ଏହାରି ଭିତରେ ଶୁକ୍ରବାର ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲାଗୁଡିକରେ ଆକାଶ ମେଘାଚ୍ଛନ୍ନ ରହିବା ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ,…
Archives


