ମେଟ୍ରୋ

ଉପକୂଳରେ ଝିପିଝିପି ବର୍ଷା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ବୁଧବାର ଉତ୍ତର ବଙ୍ଗୋପସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି l ଏହା ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୫.୮ କି.ମି. ଉଚ୍ଚତା ଯାଏ ବ୍ୟାପିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା…

କେନ୍ଦ୍ରମନ୍ତ୍ରୀଙ୍କୁ ଭୁଲ୍‌ ପ୍ରମାଣ କରିବାକୁ ବିଜେଡି, ଭାଜପାର ଉଦ୍ୟମ

ଭୁବନେଶ୍ବର, ୨୪।୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ରାମଦାସ ଅଠଓ୍ବାଲେଙ୍କ ମନ୍ତବ୍ୟକୁ ନେଇ ଉଭୟ ବିଜେଡି ଏବଂ ଭାଜପାକୁ ବିରୋଧୀ କଡ଼ା ଭାଷାରେ ସମାଲୋଚନା କରିଛନ୍ତି। ଅନ୍ୟପଟେ ଭାଜପା କେନ୍ଦ୍ରମନ୍ତ୍ରୀ ତାଙ୍କ ଦଳର ନୁହନ୍ତି ବୋଲି କହି କଥାର ଗୁରୁତ୍ୱକୁ ହ୍ରାସ କରିବାକୁ ଚେଷ୍ଟା କରୁଛି।…

ମୋହନ ମାଝି ହେଲେ ପିଏସି ଅଧ୍ୟକ୍ଷ

ଭୁବନେଶ୍ବର,୨୪।୮(ବ୍ୟୁରୋ): ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ଭାଜପା ବିଧାୟକ ମୋହନ ଚରଣ ମାଝିଙ୍କୁ ପିଏସି(ପବ୍ଲିକ ଆକାଉଣ୍ଟସ୍‌ କମିଟି) ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ବିଧାନସଭା ସଚିବାଳୟ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ବାଚସ୍ପତି ବିକ୍ରମ କେଶରୀ ଆରୁଖ…

ବନ୍ୟାଞ୍ଚଳରେ ଜନ୍ମ ହୋଇଛନ୍ତି ୨୫୫ ଶିଶୁ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ରାଜ୍ୟର ୧୩ ଜିଲା ଏବେ ବନ୍ୟା ପ୍ରଭାବିତ ହୋଇଛି। କେଉଁଠି ଘରେ ପାଣି ପଶିଛି ତ ଆଉ କେଉଁଠାରେ ପୂରା ଗାଁ ଜଳଘେରରେ ରହିଛି। ସେହିପରି ବହୁ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଏପରି ସ୍ଥିତିରେ ଗର୍ଭବତୀଙ୍କୁ ସୁରକ୍ଷା…

ଏନଡିଟିଭିର ଅଂଶଧନ କିଣିବ ଆଦାନୀ ଗ୍ରୁପ

ଭୁବନେଶ୍ୱର,୨୪।୮: ଆଦାନୀ ଗ୍ରୁପର ସହଯୋଗୀ କମ୍ପାନୀ ଏଏମ୍‌ଜି ମିଡିଆ ନେଟର୍ଓ୍‌କ ଲିମିଟେଡ୍‌ ଦେଶର ପ୍ରମୁଖ ଗଣମାଧ୍ୟମ ସଂସ୍ଥା ଏନ୍‌ଡିଟିଭିର ଅଂଶଧନ କିଣିବାକୁ ଘୋଷଣା କରିଛି। ଏପରି କି ଆଦାନୀ ଗ୍ରୁପ୍‌ ଏନ୍‌ଡିଟିଭି ଅର୍ଥାତ ନୂଆଦିଲ୍ଲୀ ଟେଲିଭିଜନ ଲିମିଟେଡରେ ପରୋକ୍ଷ ଭାବେ ୨୯.୧୮%…

ଦୁର୍ଦ୍ଦଶା ବେଳେ ପୁଣି ବର୍ଷା

ଭୁବନେଶ୍ୱର,(ବ୍ୟୁରୋ)/ଭୋଗରାଇ, (ଡି.ଏନ.ଏ.) ୨୪।୮: ଲଘୁଚାପ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜ ସମେତ ଉତ୍ତର ଓଡ଼ିଶାର ଅନେକ ଅଞ୍ଚଳ ବନ୍ୟା ପାଣିରେ ଉବୁଟୁବୁ ହେଉଛି। ଜନସାଧାରଣ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ଏଭଳି ସ୍ଥଳେ ପୁଣି ବଡ଼ ବର୍ଷାର ଭୟ ସେମାନଙ୍କ ଚିନ୍ତା ବଢ଼ାଇ…

ମୁଖ୍ୟ ଶାସନ ସଚିବ ପଦବୀକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ଅଗଷ୍ଟ ୩୧ ତାରିଖରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କର ବର୍ଦ୍ଧିତ ୬ ମାସିଆ କାର୍ଯ୍ୟକାଳ ଶେଷହେବାକୁ ଯାଉଛି। ତାଙ୍କ ପରେ ଆଗାମୀ ମୁଖ୍ୟ ଶାସନ ସଚିବ କିଏ ହେବେ ସେ ନେଇ ଚର୍ଚ୍ଚା ଜୋର ଧରିଛି। ବିଶ୍ୱାସଭାଜନ…

‘ରାଜ୍ୟରେ ବଡ଼ ନିଯୁକ୍ତିଦାତା ପାଲଟିଛି ବ୍ୟାଙ୍କ’

ଭୁବନେଶ୍ୱର,୨୪।୮: ଅତ୍ୟାଧୁନିକ ଜ୍ଞାନକୌଶଳ ସହ ଅନେକ ସୁବିଧା ସୁଯୋଗ ରହିଥିବା ଆଇସିଆଇସିଆଇ ବ୍ୟାଙ୍କର ଆଧୁନିକ ଫୋନ୍‌ ବ୍ୟାଙ୍କିଙ୍ଗ୍‌ କେନ୍ଦ୍ରକୁ ଉଦ୍‌ଘାଟନ କରି ସେ ଅତ୍ୟନ୍ତ ଆନନ୍ଦିତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏଥିରେ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ ଓ ରୋବୋଟିକ୍ସ ଭଳି…

ସ୍କୁଲ ଫି’ ପାଇଁ ପିଲାଙ୍କୁ ବନ୍ଦୀ

ଭୁବନେଶ୍ୱର, ୨୪ା୮(ବ୍ୟୁରୋ): ସ୍କୁଲ ଫି’ ନ ଦେବାରୁ ଭୁବନେଶ୍ୱର ଘାଟିକିଆସ୍ଥିତ ଏପିଜେ ପବ୍ଲିକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ୩୪ଜଣ ଛାତ୍ରୀଛାତ୍ରଙ୍କୁ ୫ଘଣ୍ଟା ଧରି ବନ୍ଦ ରଖାଯାଇଥିବା ନେଇ ଅଭିଯୋଗ ହୋଇଛି। ଅଭିଭାବକମାନେ ମଙ୍ଗଳବାର ସ୍କୁଲ ଆଗରେ ଧାରଣା ଦେବା ସହିତ…

ପୁରୁଷବନ୍ଧୁ ସୌମ୍ୟଜିତ ଫେରାର ହୋଇଯାଇଥିବା ସନ୍ଦେହ

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାରସ୍ଥିତ ଇନ୍‌ଫୋସିଟି ଗ୍ରୀନ୍‌ ଆପାର୍ଟମେଣ୍ଟରୁ ସଫ୍ଟୱେର୍‌ ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀ(୨୬)ଙ୍କ ମୃତଦେହ ମିଳିବା ଘଟଣାକୁ ମଙ୍ଗଳବାର ୬ଦିନ ପୂରିଛି। ଘଟଣାକୁ ନେଇ ବିଭିନ୍ନ ଚର୍ଚ୍ଚା ଲାଗି ରହିଥିବାବେଳେ ପୁରୁଷବନ୍ଧୁ ସୌମ୍ୟଜିତ ଫେରାର ହୋଇଯାଇଥିବା…

୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ: ୨୪ ଘଣ୍ଟାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସଗର ଏବଂ ଏହାର ଆଖ ପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ଏକ ଟ୍ରପଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…

ଯୁକ୍ତ ୨ରେ ଏଥର ମଧ୍ୟ ତ୍ରୈମାସିକ ପରୀକ୍ଷା

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଗତ ବର୍ଷ ଭଳି ଏଥର ମଧ୍ୟ ଯୁକ୍ତ ୨ରେ ତ୍ରୈମାସିକ ପରୀକ୍ଷା ହେବ। ଏନେଇ ସିଏଚ୍‌ଏସ୍‌ଇ ଅଧ୍ୟକ୍ଷଙ୍କୁ ଚିଠି ଲେଖି ସ୍କୁଲ ଓ ଗଣଶିକ୍ଷା ବିଭାଗ ଅବଗତ କରିଛି। ୨୦୨୨-୨୩ ଶିକ୍ଷା ବର୍ଷରେ ତ୍ରୈମାସିକ ପରୀକ୍ଷା ପାଇଁ ଏଥିରେ ନିର୍ଦ୍ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?