ମେଟ୍ରୋ

୨୪ ପରେ ବଢ଼ିବ ତାତି

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୨୪ ତାରିଖ ପରେ ତାତି ବଢ଼ିବ। ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାତି ୪୩ ଡିଗ୍ରୀରୁ ୪୬ ଡିଗ୍ରୀ ମଧ୍ୟରେ ରହିବାର ସମ୍ଭାବନା ରହିଛି। ଏହା ସହ ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ...

ମେ’୨୭ରେ ସ୍ଥଗିତ ଥିବା ସ୍ଥାନରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ପା୍ରର୍ଥୀଙ୍କ ମୃତ୍ୟୁ ଯୋଗୁ ସ୍ଥଗିତ ଥିବା ନିର୍ବାଚନ ମେ’୨୭ରେ ହେବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଏପ୍ରିଲ ୨୬ରେ ବିଧିବଦ୍ଧ ଭାବେ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ବିଜ୍ଞପ୍ତି...

ଝଡବର୍ଷା ନେଇ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଉତ୍ତରପୂର୍ବ ମଧ୍ୟବର୍ତ୍ତୀ ଓ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲାରେ ମଧ୍ୟମ ଧରଣର ଝଡବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି...

ବଢ଼ିଲା ଓମ୍‌ଫେଡ୍‌ ଦର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଗୁରୁବାରଠାରୁ ବଢ଼ିଛି ଓମ୍‌ଫେଡ୍‌ କ୍ଷୀର ଦର । ଲିଟର ପିଛା ଓମ୍‌ଫେଡ୍‌ କ୍ଷୀର ୨ ଟଙ୍କା ବୃଦ୍ଧି ପାଇଛି । ଏହାଦ୍ୱାରା ୫ଶହ ମିଲିଲିଟର କ୍ଷୀରର ଦାମ ୨୩ ଟଙ୍କାରୁ ବଢି ୨୪ ଟଙ୍କାରେ ବିକ୍ରି କରାଯାଉଛି ।...

ରାଜ୍ୟରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୪(ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ୫ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଲୋକାଲ୍‌ କେସ୍‌ ରହିଛି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ...

ଖନନବେଳେ ମାଟି ତଳୁ ମିଳିଲା ମୂର୍ତ୍ତି

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପୁରୁଣା ଭୁବନେଶ୍ୱର ଅଞ୍ଚଳର ସୁକସାରି ମନ୍ଦିର ପାର୍ଶ୍ୱରେ ବୁଧବାର ସକାଳେ ଖନନ କାର୍ଯ୍ୟ ଚାଲିଥିବାବେଳେ ମାଟିତଳୁ ଏକ ପ୍ରାଚୀନ ଦେବୀଙ୍କ ମୂର୍ତ୍ତି ମିଳିଛି। ଭୁବନେଶ୍ୱରକୁ ସୌନ୍ଦର୍ଯ୍ୟକରଣ କରିବା ପାଇଁ ଏଏସ୍‌ଆଇ ପକ୍ଷରୁ ସୁକସାରି ମନ୍ଦିର ପାର୍ଶ୍ୱରେ ଖନନ କାର୍ଯ୍ୟ...

‘ଅଦ୍ୱିକା ଆପ୍‌’ ମାଧ୍ୟମରେ ଜୀବନକୌଶଳ ଶିକ୍ଷା

ଭୁବନେଶ୍ୱର, ୨୧।୪(ବ୍ୟୁରୋ):ବାଲ୍ୟ ବିବାହ ରୋକିବା ପାଇଁ ରାଜ୍ୟ ସରକାରଙ୍କ ‘ଅଦ୍ୱିକା’ କାର୍ଯ୍ୟକ୍ରମକୁ ଅଧିକ ସୁଗମ ଓ ସାର୍ବଜନୀନ କରିବା ଲାଗି ପ୍ରସ୍ତୁତ ହୋଇଛି ‘ଅଦ୍ୱିକା ଆପ୍‌’। ବୁଧବାର ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି...

ସ୍କୁଲ ପିଲାଙ୍କୁ ନେଉଛି ଅନ୍‌ଫିଟ୍‌ ଯାନ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ଯାନଗୁଡିକୁ ଯାଞ୍ଚ କରାଯାଉଛି। ଏ ନେଇ ବିଭାଗ ପକ୍ଷରୁ ସପ୍ତାହେ ବ୍ୟାପୀ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ କରାଯାଇଛି। ତେବେ ପିଲାମାନଙ୍କୁ ନେଉଥିବା ଯାନଗୁଡିକ ମଧ୍ୟରୁ ଅଧିକାଂଶ...

ପୁଣି ଘାରିଲା କରୋନା ଭୟ: କୋଭିଡ୍‌ ନିୟମ ପାଳିବାକୁ ଜିଲାପାଳଙ୍କୁ ଚିଠି

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଦେଶରେ ପୁଣି କରୋନା ବ୍ୟାପିବାରେ ଲାଗିଛି। ଦିଲ୍ଲୀ, ଉତ୍ତରପ୍ରଦେଶ ପରି ଅନେକ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଓଡ଼ିଶାରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟରେ ସର୍ଭେଲାନ୍ସ ଜାରି ରଖିବା ସହ...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ସୋନପୁରରେ ଅଗ୍ନି ବର୍ଷା

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରକୋପ ବଢ଼ିବାରେ ଲାଗିଛି। ବିଶେଷକରି ପଶ୍ଚିମ ଓଡ଼ିଶାରେ ଯେମିତି ଅଗ୍ନି ବର୍ଷୁଛି। ଏଥିରୁ ସୋନପୁର ଜିଲା ସବୁଠୁ ଊର୍ଦ୍ଧ୍ୱରେ ରହିଛି। ସମଗ୍ର ଦେଶରେ ରେକର୍ଡ କରିଥିବା ସୋନପୁର କ୍ରମାଗତ ଦିତୀୟ ଦିନରେ ରାଜ୍ୟର ସବୁଠୁ ଉତ୍ତପ୍ତ...

ଆଉ ନାହାନ୍ତି ବିଶିଷ୍ଟ କଥାକାର ରବୀନ୍ଦ୍ରନାଥ ଦାସ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିଶିଷ୍ଟ ନାଟ୍ୟକାର ତଥା କଥାକାର ରବୀନ୍ଦ୍ରନାଥ ଦାସ ଆଉ ନାହାନ୍ତି। ଏଠାକାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ତାଙ୍କର ଦେହାନ୍ତ ହୋଇଛି। ତେବେ କଥାକାରଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି। ଟୁଇଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri