ପୋଲିସକୁ ଦୋଷ ଦେଲା ଗୋଇନ୍ଦା
ଭୁବନେଶ୍ୱର,୨୦।୪(ବ୍ୟୁରୋ): ୧୧ଦଫା ଦାବି ନେଇ ରାଜ୍ୟ ଡ୍ରାଇଭର ମହାସଂଘ ପକ୍ଷରୁ ୪୦ହଜାରରୁ ଊର୍ଦ୍ଧ୍ୱ ଡ୍ରାଇଭର ସୋମବାର ରାଜଧାନୀ ଭିତରେ ପଶି ସ୍ଥିତି ଅଣାୟତ୍ତ କରିବା ଘଟଣା ରାଜ୍ୟ ଗୃହ ବିଭାଗର କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନ ଉଠାଇଛି। ହଜାର ହଜାର...
ପଡ଼ିଆର ନବୀକରଣ କାର୍ଯ୍ୟ ଆରମ୍ଭ
ଭୁବନେଶ୍ୱର, ୨୦।୪ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହେବାକୁ ଯାଉଛି ହକି ବିଶ୍ୱକପ। ୨୦୧୮ ମସିହାରେ ପ୍ରଥମଥର ପାଇଁ କଳିଙ୍ଗ ଷ୍ଟାଡିୟମରେ ଏହି ମେଗା ପ୍ରତିଯୋଗିତାକୁ ଆୟୋଜନ କରି ପ୍ରଶଂସା ସାଉଁଟିଥିଲେ ଓଡ଼ିଶା ସରକାର। ଇତିହାସରେ ପ୍ରଥମଥର...
ଇ-ଯାନ ବଢ଼ାଇବ ବିଦ୍ୟୁତ୍ ଚାହିଦା
ଭୁବନେଶ୍ୱର,୨୦ା୪(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦାମ ବଢ଼ିବା ପରେ ଗ୍ରାହକ ଏବେ ଇଲେକ୍ଟ୍ରିକ ଯାନ ପ୍ରତି ଆଗ୍ରହ ଦେଖାଉଛନ୍ତି। ଏହାକୁ ଅନେକେ ପରିବେଶ ସୁରକ୍ଷା ନିମନ୍ତେ ଏକ ପଦକ୍ଷେପ ବୋଲି ମନେ କରୁଛନ୍ତି। ତାହାକୁ ପ୍ରୋତ୍ସାହିତ କରିବାକୁ ଯାଇ କେନ୍ଦ୍ର...
୧୫ ବର୍ଷ ପୁରୁଣା ଯାନକୁ ମିଳିବ ୪ ମାସିଆ ପର୍ମିଟ
ଭୁବନେଶ୍ୱର,୨୦ା୪(ବ୍ୟୁରୋ): ୨୦୨୩ ଏପ୍ରିଲ ପହିଲାରୁ ୧୫ ବର୍ଷ ପୂରଣ କରିଥିବା ବ୍ୟବସାୟିକ ବଡ଼ ଯାନବାହନକୁ ଆଉ ନବୀକରଣ ପାଇଁ ଅନୁମତି ମିଳିବ ନାହିଁ। ସେହି ଯାନଗୁଡ଼ିକୁ ୪ ମାସ ପାଇଁ ଅସ୍ଥାୟୀ ଅନୁମତି( ଟେମ୍ପରାରି ପର୍ମିଟ) ଦେବାକୁ ରାଜ୍ୟ ସରକାର...
ରାଜ୍ୟରେ ରେକର୍ଡ କଲା ତାତି: ଆଜି ୪୪.୪ ଡିଗ୍ରୀ ସେଲ୍ସିୟସ ଛୁଇଁଲା
ଭୁବନେଶ୍ୱର,୧୯ା୪(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ପ୍ରତିଦିନ ତାତି ନୂଆ ନୂଆ ରେକର୍ଡ ଭାଙ୍ଗୁଛି । ଆସନ୍ତା ଦୁଇ ତିନି ଦିନ ଯାଏ ରାଜ୍ୟର ତାପମାତ୍ରା ଆହୁରି ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ...
ବଦଳିଲେ ତଦନ୍ତକାରୀ ଅଧିକାରୀ
ଭୁବନେଶ୍ୱର,୧୯।୪(ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ହାଜତ ମୃତ୍ୟୁ ମାମଲାରେ ଏସ୍ଆଇ ଏସ. କେ. ବେହେରାଙ୍କର ବଦଳି ହୋଇଛି। ତାଙ୍କ ସ୍ଥାନରେ ଜଣେ ଇନ୍ସପେକ୍ଟର ର଼୍ୟାଙ୍କର ଅଧିକାରୀ ତଦନ୍ତ କରିବେ। ପୋଷ୍ଟମଟର୍ମ ରିପୋର୍ଟ ସହ କେଉଁ ପରିସ୍ଥିତିରେ ସେ ଆସିଲେ କେତେବେଳେ...
୨ କୋକେନ ମାଫିଆଙ୍କୁ ରିମାଣ୍ଡରେ ନେଲା ଏସଟିଏଫ୍
ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜଧାନୀରୁ ଗିରଫ ୨ କୋକେନ ମାଫିଆଙ୍କୁ ମଙ୍ଗଳବାର ଏସଟିଏଫ୍ କ୍ରାଇମବ୍ରାଞ୍ଚ ଟିମ୍ ୪ ଦିନ ରିମାଣ୍ଡରେ ନେଇଛି। ୫ ଦିନ ରିମାଣ୍ଡ ପାଇଁ ଆବେଦନ ହୋଇଥିବା ବେଳେ ଜିଲା ସେସନ କୋର୍ଟ ୪ ଦିନ ପାଇଁ ଅନୁମତି ଦେଇଛନ୍ତି।...
କେନ୍ଦୁପତ୍ର ସଂଗ୍ରହ ମୂଲ୍ୟବୃଦ୍ଧି, ଉପକୃତ ହେବେ ୮ ଲକ୍ଷ ତୋଳାଳି
ଭୁବନେଶ୍ୱର,୧୯।୪(ବ୍ୟୁରୋ): କେନ୍ଦୁପତ୍ର ତୋଳାଳିଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ର ସଂଗ୍ରହ ମୂଲ୍ୟବୃଦ୍ଧି କରିବାକୁ ମଙ୍ଗଳବାର ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହୋଇପାରିବେ। ଏପରି କି ରାଜ୍ୟର କେନ୍ଦୁପତ୍ର ତୋଳାଳିଙ୍କ ୨୪୦...
‘ରାଜ୍ୟରୁ ହଟିନି ମାସ୍କ ପିନ୍ଧିବା କଟକଣା’
ଭୁବନେଶ୍ୱର,୧୯।୪(ବ୍ୟୁରୋ) : କୋଭିଡ୍ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ମାସ୍କ ପିନ୍ଧିବା କଟକଣା ରାଜ୍ୟରୁ ହଟି ନାହିଁ। ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ କୁହାଯାଇଛି, ଭିଡ଼ ସ୍ଥାନକୁ ଗଲେ ମାସ୍କ ଜରୁରୀ...
୩ କନଷ୍ଟେବଳ ନିଲମ୍ବିତ
ଭୁବନେଶ୍ୱର,୧୯।୪(ବ୍ୟୁରୋ): ଓଭର ବିଲିଂ ଅଭିଯୋଗରେ ୩ କନଷ୍ଟେବଳଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବିତ ୩ କନଷ୍ଟେବଳ ହେଲେ ସୀମାଞ୍ଚଳ ସେଠୀ, ଅଜିତ ଧଳ ଓ ରଞ୍ଜିତ ସ୍ବାଇଁ । ପଞ୍ଚାୟତ ନିର୍ବାଚନ ସମୟରେ ଡିଜେଲ ଓଭର ବିଲିଂ ଅଭିଯୋଗରେ ସମ୍ବଲପୁର ଏସ୍ପି...
ବଢିବ ଓମ୍ଫେଡ ଦର
ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ଓମ୍ଫେଡ କ୍ଷୀର ଦର ବୃଦ୍ଧି ପାଇବ । ଲିଟର ପିଛା ୨ ଟଙ୍କା ବୃଦ୍ଧି ପାଇବ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି। ଚାଷୀଙ୍କ ଦାବି ଓ ଦୁଗ୍ଧ ଉତ୍ପାଦନ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ସଂସ୍ଥା ପକ୍ଷରୁ...
ମେ ୧୨ରେ ପରିବାର ଅଦାଲତରେ ହାଜର ହେବେ ସୁମିତ-ତପସ୍ବିନୀ
ଭୁବନେଶ୍ୱର,୧୯।୪(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ରହ୍ମପୁର ବ୍ରହ୍ମାନଗର ତପସ୍ବିନୀ ଦାଶ ଓ ଡାକ୍ତର ସୁମିତ ସାହୁଙ୍କ ବିବାଦ ସମାଧାନ ହୋଇନାହିଁ । କୋର୍ଟ ନିର୍ଦ୍ଦେଶ ପ୍ରକାରେ ତପସ୍ବିନୀଙ୍କୁ ସୁମିତ ମାସିକ ୧୦ ହଜାର ଟଙ୍କା ଭରଣ ପୋଷଣ ଦେଉଛନ୍ତି । ଜିଲା କୋର୍ଟ...
Archives


