ମେଟ୍ରୋ

ଘୂର୍ଣ୍ଣିବଳୟ: ଦୁଇଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩ା୮(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ମ୍ୟାନ୍‌ମାର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ଏକ ଟ୍ରପ୍‌ଲାଇନ ରହିଛି। ଏହାର ପ୍ରଭାବରେ ୨୩ ଓ ୨୪ ଦୁଇଦିନ ରାଜ୍ୟର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା…

ଭୁବନେଶ୍ୱରରେ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ

ଭୁବନେଶ୍ୱର,୨୩ା୮ (ବ୍ୟୁରୋ):ଭୁବନେଶ୍ୱର ରେଳଷ୍ଟେଶନଠାରୁ ମାତ୍ର ୧୦୦ ମିଟର ଦୂରରେ ସୋମବାର ରାତି ୮.୩୫ରେ ଏକ ମାଲବାହୀ ଟ୍ରେନ ଲାଇନ୍‌ଚ୍ୟୁତ ହୋଇଛି। ଝାଡ଼ଖଣ୍ଡର ଚକ୍ରଧରପୁରରୁ ଆନ୍ଧ୍ରପ୍ରଦେଶର ବିଜୟନଗରମ୍‌ ଅଭିମୁଖେ ଯାଉଥିବା ଏକ ସିମେଣ୍ଟ ବୋଝେଇ ମାଲବାହୀ ଟ୍ରେନ୍‌ ଭୁବନେଶ୍ୱର ଷ୍ଟେଶନ ନିକଟରେ ୫…

ବନ୍ୟାଞ୍ଚଳରେ ବଣ୍ଟାଯିବ ସାନିଟାରି ନାପ୍‌କିନ

ଭୁବନେଶ୍ୱର, ୨୩।୮(ବ୍ୟୁରୋ):ବନ୍ୟା ପ୍ରଭାବିତ ଅଞ୍ଚଳରେ ମହିଳାଙ୍କୁ ମାଗଣାରେ ସାନିଟାରି ନାପ୍‌କିନ ଦିଆଯିବ। ଏ ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି)ଙ୍କ ପକ୍ଷରୁ ଯୁଗ୍ମ ସ୍ବତନ୍ତ୍ର ରିଲିଫ୍‌୍‌ କମିଶନର ପଦ୍ମନାଭ ବେହେରା ବନ୍ୟା ପ୍ରଭାବିତ ଜିଲାର ଜିଲାପାଳଙ୍କୁ ଚିଠି…

ବିଏମ୍‌ସି ଟ୍ୟାକ୍ସ କଲେକ୍ଟର, ଅବସରପ୍ରାପ୍ତ କର୍ମଚାରୀ ଗିରଫ

ଭୁବନେଶ୍ୱର,(ବ୍ୟୁରୋ)୨୩ା୮:ହୋଲ୍ଡିଂ ଟ୍ୟାକ୍ସ ପରିମାଣ କମାଇବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଟ୍ୟାକ୍ସ କଲେକ୍ଟର ହେମନ୍ତ କୁମାର ସାହୁ ଓ ସହଯୋଗୀ ତଥା ଅବସରପ୍ରାପ୍ତ କର୍ମଚାରୀ ଯୋଗେନ୍ଦ୍ର ପ୍ରଧାନ। ସେମାନଙ୍କଠାରୁ…

୫-ଟି ନୀତି ଅନୁସରଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର, ୨୩।୮ (ବ୍ୟୁରୋ):ପ୍ରକଳ୍ପ ଓ ସେବାରେ ଅଧିକ ଦକ୍ଷତା ଆଣିବା ପାଇଁ ଡିପ୍ଲୋମା ଇଞ୍ଜିନିୟରମାନଙ୍କୁ ଶାସନ ମଡେଲର ୫-ଟି ନୀତି ଅନୁସରଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟର ସେବା ସଂଘର ପ୍ଲାଟିନମ୍‌ ଜୁବିଲି ଓ…

ହକି ବିଶ୍ୱକପ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର,୨୩ା୮(ବ୍ୟୁରୋ):୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ। ୨୦୧୮ରେ ପ୍ରଥମଥର ପାଇଁ ଏହି ମହାକୁମ୍ଭର ସଫଳତା ପରେ ଦ୍ୱିତୀୟଥର ଲାଗି ଓଡ଼ିଶାରେ ଏହାର ଆୟୋଜନ ହେବାକୁ ଯାଉଛି। ଏଥିସହିତ ରାଜ୍ୟ ୨୦୧୭ରେ ଏସିଆନ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମଧ୍ୟ…

ସମୁଦ୍ରକୁ ଯାଉଛି ଅଧା ପାଣି

ଭୁବନେଶ୍ୱର,୨୩ା୮(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ଓ ସ୍ବଳ୍ପ ବୃଷ୍ଟିପାତ କାରଣରୁ ଅଧିକାଂଶ ନଦୀରେ ଜଳପ୍ରବାହ କ୍ରମଶଃ ହ୍ରାସ ପାଇଚାଲିଛି। ଓଡ଼ିଶାର ଅନେକ ନଦୀ ବର୍ଷାଦିନେ ଶୁଖିଲା ପଡୁଛି। ଜଳ ସଂରକ୍ଷଣ ନ କଲେ ଆଗାମୀ ଦିନରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହେବା ନେଇ ପରିବେଶବିତ୍‌…

ଏସ୍‌ଆରସିଙ୍କୁ ଭେଟିଲା ରାଜ୍ୟ ଭାଜପା

ଭୁବନେଶ୍ୱର,୨୨।୮(ବ୍ୟୁରୋ): ଏସ୍‌ଆରସି ପ୍ରଦୀପ କୁମାର ଜେନାଙ୍କୁ ଭେଟିଲା ରାଜ୍ୟ ଭାଜପା। ପୁରୀ ଜିଲାର ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରିବା ପରେ ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ନେତୃତ୍ୱରେ ସୋମବାର ଏସ୍‌ଆରସିଙ୍କୁ ଭେଟି ଭାଜପା ବନ୍ୟା ବିଷୟରେ ଆଲୋଚନା କରିଛି। ଏପରିକି…

ସୁବର୍ଣ୍ଣରେଖାରେ ବନ୍ୟାଜଳ ସ୍ଥିର: ମନ୍ତ୍ରୀ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟର କେତେକ ଜିଲାରେ ବନ୍ୟା ସ୍ଥିତି ଦେଖା ଦେଇଥିବା ବେଳେ ସୁବର୍ଣ୍ଣରେଖା ନଦୀରେ ବନ୍ୟାଜଳ ସ୍ଥିର ରହିଛି। ଏ ନେଇ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି । ସେ କହିଛନ୍ତି ଯେ, ଗତ ୮ ଘଣ୍ଟା ହେବ…

ବନ୍ୟାଞ୍ଚଳରେ ବଢ଼ୁଛି ରୋଗ

ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟର କେତେକ ଜିଲାରେ ବନ୍ୟା ହୋଇଥିବା ବେଳେ ସେଠାରେ ରୋଗ ବଢ଼ୁଥିବା ଦେଖାଯାଉଛି। ବିଶେଷ କରି ଜଳବାହିତ ରୋଗ, ମ୍ୟାଲେରିଆ, ଡେଙ୍ଗୁ ବଢିବା ସହ ସାପ କାମୁଡ଼ା ଭୟ ମଧ୍ୟ ଦେଖିବାକୁ ମିଳିଛି। ବନ୍ୟା ପ୍ରପୀଡ଼ିତ ୧୪ ଜିଲାରେ ୨୩,୩୬୭…

ଆଇଟି ଟାଓ୍ବାର ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ୫-ଟି ସଚିବ ଭିକେ ପାଣ୍ଡିଆନ ସୋମବାର ଆଇଟି ଟାଓ୍ବାର ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ସତ୍ୟନଗରଠାରେ ନିର୍ମାଣାଧୀନ ବିଏମସିର ନୂଆ ବିଲଡ଼ିଂ ଏବଂ O’ ହବ୍‌ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୨୦୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ସୋମବାର ରାଜ୍ୟରୁ ୨୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୫,୨୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?