ପୋଲିସ ଛାଡ଼ି ପଳାଇଲା
ଭୁବନେଶ୍ୱର,୧୯ା୪(ବ୍ୟୁରୋ): ଓଡ଼ିଶା ରାଜ୍ୟ ଘରୋଇ ଡ୍ରାଇଭର ମହାସଂଘ ଡାକରାରେ ଆନ୍ଦୋଳନ କରିବାକୁ ସୋମବାର ଆସିଥିବା ୫୦ ହଜାରରୁ ଊର୍ଦ୍ଧ୍ୱ ଡ୍ରାଇଭରଙ୍କ କବ୍ଜାକୁ ଚାଲିଯାଇଥିଲା ରାଜଧାନୀ ଭୁବନେଶ୍ୱର। କେବଳ ପିଏମ୍ଜି, ମାଷ୍ଟରକ୍ୟାଣ୍ଟିନ ଅଞ୍ଚଳ ନୁହେଁ, ସମସ୍ତ ପ୍ରମୁଖ ରାସ୍ତା ଓ ଏହାକୁ...
ଜେଇଇ ମେନ ଅନଲାଇନ ଫର୍ମପୂରଣ ତାରିଖ ବଢିଲା
ଭୁବନେଶ୍ୱର,୧୮।୪(ବ୍ୟୁରୋ): ଜେଇଇ ମେନ ପାଇଁ ଅନଲାଇନ୍ ଫର୍ମପୂରଣ ତାରିଖ ବଢାଇ ଦିଆଯାଇଛି । ଜେଇଇ ମେନ ସେକ୍ସନ-୧ ପାଇଁ ଏପ୍ରିଲ ୧୮ ତାରିଖରୁ ଅନଲାଇନ ଫର୍ମପୂରଣ ପୁଣି ଆରମ୍ଭ ହୋଇଛି । ଆସନ୍ତା ୨୫ ତାରିଖ ରାତି ୯ଟା...
ଟୁଇନ୍ ସିଟିରେ ୪୦ ଡିଗ୍ରୀ ଟପିଲା ତାପମାତ୍ରା
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ଟୁଇନ୍ ସିଟିରେ ୪୦ ଡିଗ୍ରୀ ତାପମାତ୍ରା ଟପିଛି। ସୋମବାର ଅନୁଗୋଳରେ ସର୍ବୋଚ୍ଚ ତାପମାତ୍ରା ୪୩.୭ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୪୦.୨ ଡିଗ୍ରୀ, କଟକରେ ୪୦.୫ ଡିଗ୍ରୀ ଏବଂ ବଲାଙ୍ଗୀରରେ...
ଉଚ୍ଚ ଶିକ୍ଷାନୁଷ୍ଠାନରେ କମିଲା ଖରା ଛୁଟି
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନରେ ଖରା ଛୁଟି କମାଇଲେ ସରକାର। ଜୁନ୍ ୧ରୁ ୧୬ ପର୍ଯ୍ୟନ୍ତ ଖରା ଛୁଟି ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଶ୍ୱବିଦ୍ୟାଳୟ କୁଳପତି ଏବଂ ଡିଗ୍ରୀ...
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୬୬୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...
ପଞ୍ଚଭୂତରେ ବିଲୀନ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର
ଭୁବନେଶ୍ୱର,୧୮।୪(ବ୍ୟୁରୋ): ପଞ୍ଚଭୂତରେ ବିଲୀନ ହେଲେ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର। ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ମହାଦୀପ କର ମୁଖାଗ୍ନି ଦେଇଥିଲେ । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ତରଫରୁ ମନ୍ତ୍ରୀ...
ପୁଣି ବଢିଲା ଯାତ୍ରୀବାହୀ ବସ୍ ଭଡ଼ା
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ଯାତ୍ରୀବାହୀ ବସ୍ ଭଡ଼ା। ଅଟୋମେଟିକ ମେକାନିଜିମ୍ ଆଧାରରେ ବସ୍ ଭଡ଼ା ବଢିଛି। ତେବେ ବସ୍ ଭଡ଼ା ବୃଦ୍ଧି ନେଇ ବସ୍ ମାଲିକ ସଂଘ ସାଧାରଣ ସଂପାଦକ ସୂଚନା ଦେଇଛନ୍ତି। ସାଧାରଣ ଓ ଏକ୍ସପ୍ରେସ ବସ୍...
ନିଷ୍ପତ୍ତି ବଦଳାଇଲେ ସରକାର
ଭୁବନେଶ୍ୱର,୧୮।୪(ବ୍ୟୁରୋ): ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର। ତେବେ ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ଚିଠି। ପୂର୍ବଭଳି କଲେଜ ଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ। ସେଲ୍ଫ ଫାଇନାନ୍ସିଂ କୋର୍ସ...
୫ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ କିଛି ଜିଲାରେ ଝଡବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। କୋରାପୁଟ, ରାୟଗଡା, ଗଜପତି, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
୪ର୍ଥ ଲହର ପାଇଁ ସତର୍କ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଦିଲ୍ଲୀ ଭଳି କିଛି ରାଜ୍ୟରେ ସଂକ୍ରମଣ ବଢ଼ିବା ପରେ ରାଜ୍ୟ ସରକାର ପୁଣି ସଜାଗ ହୋଇଛନ୍ତି। ଯଦିଓ ଆମ ରାଜ୍ୟରେ ସଂକ୍ରମଣ ହାର କମ୍ ରହିଛି ତଥାପି ଆଗାମୀ ୪ର୍ଥ ଲହର ପାଇଁ ସତର୍କ ରହିବାକୁ ସମସ୍ତ ଜିଲାର...
ଥାନାରେ ଅଭିଯୁକ୍ତଙ୍କ ମୃତ୍ୟୁ: ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଲେ ସ୍ତ୍ରୀ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସ୍ଥାନୀୟ ବଡ଼ଗଡ଼ ଥାନାରେ ହାଜତ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ଜଣେ ମହିଳା। ମୃତକ ହେଲେ କପିଳପ୍ରସାଦ ଅଞ୍ଚଳର ଦେବେନ୍ଦ୍ର ଚୌଧୁରୀ। ରବିବାର ରାତିରେ ସେ ରସୁଲଗଡ଼ରୁ ଘରକୁ ଫେରୁଥିବା ବେଳେ ପୋଲିସ ତାଙ୍କୁ ଉଠାଇ ନେଇଥିବା ଦେବେନ୍ଦ୍ରଙ୍କ...
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ହେବ ଶେଷକୃତ୍ୟ
ଭୁବନେଶ୍ୱର,୧୮ା୪(ବ୍ୟୁରୋ): ଓଡ଼ିଶା ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଗୀତିକାର ପ୍ରଫୁଲ୍ଲ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସ୍ବର୍ଗତ କରଙ୍କ ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ...
Archives


