ମେଟ୍ରୋ

ଯୁବ ବିଜେଡିର ସାଙ୍ଗଠନିକ ପୁନର୍ଗଠନ

ଭୁବନେଶ୍ବର, ୨୦ା୮(ବ୍ୟୁରୋ): ବିଜୁ ଯୁବ ଜନତା ଦଳ ପକ୍ଷରୁ ରାଜ୍ୟସ୍ତରୀୟ ବିଭିନ୍ନ ପଦ ପଦବୀରେ ବହୁ ନେତାଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଦଳର ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ…

ପିଜି ନାମଲେଖା ଘୁଞ୍ଚିଲା

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା ଶେଷ ହୋଇଥିବାବେଳେ ଆସନ୍ତା ୨୫ ତାରିଖରେ ମେଧା ତାଲିକା ପ୍ରକାଶ ପାଇଥାନ୍ତା। କିନ୍ତୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହାକୁ…

ସେପ୍ଟେମ୍ବରରେ ଆସିବ ଚଳଚ୍ଚିତ୍ର ‘ଏଡିୟୁ ଗୋଦାର’

ଭୁବନେଶ୍ୱର, ୨୦।୮(ବ୍ୟୁରୋ): ସର୍ବଭାରତୀୟ ସ୍ତରରେ ସେପ୍ଟେମ୍ବର ୨ରେ ପ୍ରେକ୍ଷାଳୟକୁ ଆସୁଛି ଓଡ଼ିଆ ଫିଚର୍‌ ଚଳଚ୍ଚିତ୍ର ‘ଏଡିୟୁ ଗୋଦାର’। ଚଳଚ୍ଚିତ୍ରଟି ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ଅନେକ ଫେଷ୍ଟିଭାଲରୁ ସଫଳତା ହାସଲ କରିସାରିଲାଣି। ତେବେ ଏହା ଓଡ଼ିଆମାନଙ୍କ ମନ ଜିଣିପାରିବ କି ନାହିଁ ତାହା…

ବିକାଶ ପାଇଁ ପ୍ରତି ଓ୍ବାର୍ଡକୁ କୋଟିଏ

ଭୁବନେଶ୍ୱର, ୨୦।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଦ୍ୱିତୀୟ କର୍ପୋରେଶନ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିଏମ୍‌ସି କାର୍ଯ୍ୟାଳୟରେ ଏହି ବୈଠକ ବସିଥିଲା। ଏଥିରେ ବିକାଶମୂଳକ କାର୍ଯ୍ୟ, ପରିମଳ ସମେତ ବିଭିନ୍ନ ସମସ୍ୟା…

ଭିକୁଙ୍କ ସ୍ତ୍ରୀଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୨୦ା୮(ବ୍ୟୁରୋ) : ଗଞ୍ଜାମ ଜିଲା ଭଞ୍ଜନଗରରେ ଅଫିସ ଖୋଲି ଚାକିରି ଦେବା ଆଳରେ ବହୁ ଆଶାୟୀଙ୍କଠାରୁ ୧.୯୧ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଇଓଡବ୍ଲ୍ୟୁ ଖୋଳତାଡ଼ ଜାରି ରଖିଛି। ଏଥିରେ ସମ୍ପୃକ୍ତ ଥିବା ଏମ୍‌/ଏସ୍‌ କିନ୍ନି ଇନ୍‌ଫୋଟେକ୍‌ ପ୍ରାଇଭେଟ୍‌ ଲିଃର…

କାର୍ଯ୍ୟରେ ଯୋଗଦେଲେ ୫୫୦ ଟେକ୍ନିସିଆନ

ଭୁବନେଶ୍ବର, ୨୦ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବାକୁ ଅଧିକ ଉନ୍ନତ କରିବା ଲାଗି ରାଜ୍ୟ ସରକାର ୫୫୦ ଲାବରେଟୋରି ଟେକ୍ନିସିଆନଙ୍କୁ ନିଯୁକ୍ତି ଦେଇଛନ୍ତି। ଲୋକସେବା ଭବନର ନୂତନ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସି ମାଧ୍ୟମରେ ଯୋଡ଼ିହୋଇ ସମ୍ପୃକ୍ତ…

ଭୟଭୀତ ନ ହେବାକୁ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ୨ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକ ଜିଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତର୍କ ରହିବାକୁ କହିଛନ୍ତି। ଭୟଭୀତ ନ…

ରାଜ୍ୟରୁ ଆଉ ୪୫୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ଆଉ ୪୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩,୧୨,୯୦୧ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା…

ବନ୍ୟା ସ୍ଥିତିରେ ଆସୁଛି ସୁଧାର: ହୋଇନି ନୂଆଘାଇ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ମହାନଦୀରେ ବନ୍ୟା ସ୍ଥିତିରେ ସୁଧାର ଆସିଛି। ତେବେ ଆଉ ଏକ ଲଘୁଚାପ ଅବପାତର ରୂପ ନେବା ପରେ ଏହାର ପ୍ରଭାବରେ ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ଏଭଳି ସ୍ଥିତି ବନ୍ୟା ପ୍ରଭାବିତ ଲୋକଙ୍କ ଚିନ୍ତା ବଢାଉଛି। ବର୍ତ୍ତମାନ ହୀରାକୁଦ ଡ୍ୟାମର…

ଆଜିଠାରୁ ଯୁକ୍ତ ଦୁଇ ନାମଲେଖା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଆଜିଠାରୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ନାମଲେଖା। ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସମୟ ସକାଳ ୯ରୁ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ୪ଲକ୍ଷ ୪ ହଜାର…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୩୮୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରୁ ୩୮୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୪୫୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…

ବିଏମ୍‌ସିର ବସିବ ଦ୍ୱିତୀୟ କର୍ପୋରେସନ ବୈଠକ

ଭୁବନେଶ୍ୱର, ୧୮।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର (ବିଏମ୍‌ସି)ରେ ଶୁକ୍ରବାର କର୍ପୋରେସନ ବୈଠକ ବସିବ। ନୂତନ କର୍ପୋରେଟର ଏବଂ ମେୟର ନିର୍ବାଚିତ ହେବାପରେ ଏହା ତାଙ୍କର ଦ୍ୱିତୀୟ କର୍ପୋରେସନ ବୈଠକ ହେବ। ଏଥିପାଇଁ ବିଏମ୍‌ସି ପକ୍ଷରୁ ଏଜେଣ୍ଡା ପ୍ରସ୍ତୁତ ହୋଇଯାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?