ମେଟ୍ରୋ

ସୃଷ୍ଟି ହେଲା ଅବପାତ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ଉତ୍ତର ପୂର୍ବ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରେ ଶୁକ୍ରବାର ଅବପାତ ସୃଷ୍ଟି ହୋଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…

ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ଓଡ଼ିଶା ଜଗରନଟ୍ସ

ଭୁବନେଶ୍ୱର,୧୯ା୮:ଅଲ୍‌ଟିମେଟ ଖୋଖୋ ଲିଗ୍‌ରେ ପ୍ରତ୍ୟାବର୍ତ୍ତନ ଲକ୍ଷ୍ୟରେ ରହିଛି ଓଡ଼ିଶା ଜଗରନଟ୍ସ। ଶୁକ୍ରବାର ପୁଣେର ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ରାଜସ୍ଥାନ ଓ୍ବାରିୟର୍ସ ବିପକ୍ଷରେ ମ୍ୟାଚ୍‌ ରହିଥିବା ବେଳେ ପୁଣି ଥରେ ବିଜୟ ଧାରାକୁ ଫେରିବାକୁ ଦଳ ପ୍ରୟାସ କରିବ। ମଙ୍ଗଳବାର…

‘ଶେଷରେ ଅଲୋଡ଼ା କିନ୍ନରକୁ ଭରସାକଲେ ମାତାପିତା’

ଭୁବନେଶ୍ୱର,୧୯।୮:ସାଧାରଣତଃ ମାତାପିତାଙ୍କଠାରୁ କିନ୍ନର ଶିଶୁଟିଏ ଜନ୍ମ ନେଲେ ତାକୁ ଅଲୋଡ଼ା ଭାବି ନବଜାତ ଶିଶୁଟିକୁ ଏଣେତେଣେ ଛାଡି ଦେଇଥାନ୍ତି। କିନ୍ତୁ କିଏ ଜାଣେ ଦୁର୍ଲଭ ମାନବ ଜନ୍ମ ପାଇଥିବା ସେହି ଶିଶୁଟି ପରବର୍ତ୍ତୀ ସମୟରେ କିନ୍ନର ହୋଇ ବି କେଉଁ ବିରଳ…

ବିଜେଡି ପର୍ଯ୍ୟବେକ୍ଷକ ତାଲିକାରେ ପରିବର୍ତ୍ତନ

ଭୁବନେଶ୍ୱର, ୧୯ା୮(ବ୍ୟୁରୋ):ଦୀର୍ଘଦିନ ଧରି ବିଜେଡି ସାଙ୍ଗଠନିକ ସ୍ତରରେ ଅଦଳବଦଳ ହେବ ବୋଲି ଚର୍ଚ୍ଚା ଜୋର୍‌ ଧରିଥିଲା। ତେବେ ଏହି ଆଲୋଚନାର ଏକ ଝଲକ ଗୁରୁବାର ଦେଖିବାକୁ ମିଳିଛି। ବରିଷ୍ଠ ନେତାଙ୍କୁ ଏକାଧିକ ଜିଲାର ଦାୟିତ୍ୱ ପ୍ରଦାନ କରାଯାଇଥିବା ନେଇ ଏକ ତାଲିକା…

ପୁଣି ବଢ଼ିଲା ସମ୍ପତ୍ତି ତାଲିକା ଦାଖଲ ଅବଧି

ଭୁବନେଶ୍ବର, ୧୯ା୮(ବ୍ୟୁରୋ):ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ସରକାରୀ ଅଧିକାରୀମାନେ ସେମାନଙ୍କ ସମ୍ପତ୍ତି ତାଲିକା ଦାଖଲ କରିବାରେ ଆଗ୍ରହ ଦେଖାଉନାହାନ୍ତି। ନିୟମତଃ ଗ୍ରୁପ୍‌ ‘ଏ’ ଠାରୁ ଆରମ୍ଭ କରି ଗ୍ରୁପ ‘ଡି’ କର୍ମଚାରୀଙ୍କ ପର୍ଯ୍ୟନ୍ତ ସମସ୍ତେ ନିଜର ସମ୍ପତ୍ତି ତାଲିକା ପ୍ରତ୍ୟେକ ବର୍ଷ ଜାନୁୟାରୀ…

୧୩ ଜିଲାର ଅଢ଼େଇ ଲକ୍ଷ ଲୋକ ଜଳବନ୍ଦୀ

ଭୁବନେଶ୍ୱର,୧୯ା୮(ବ୍ୟୁରୋ):ବନ୍ୟା ଯୋଗୁ ୧୩ ଜିଲାର ୭୧ ବ୍ଲକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏଥିରେ ୨୦୬୬ ଗ୍ରାମ ପ୍ରଭାବିତ ହୋଇଛି। ୪୭୦ ଗ୍ରାମ ଜଳଘେରରେ ରହିଥିବାବେଳେ ୨ ଲକ୍ଷ ୫୫ ହଜାର ୩୨୫ ଲୋକ ଜଳବନ୍ଦୀ ଅବସ୍ଥାରେ ଅଛନ୍ତି। ପ୍ରାୟ ୫ ଲକ୍ଷ…

ରାଜ୍ୟରୁ ୫୦୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୫୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୩,୧୨,୪୪୯ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଗୁରୁବାର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ…

ବନ୍ୟା କ୍ଷତିଗ୍ରସ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଘୋଷଣା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତି ସଙ୍ଗୀନ୍‌ ହୋଇଛି। ଏବେ ଅନେକ ଜିଲା ପାଣି ଘେରରେ ରହିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବନ୍ୟାଞ୍ଚଳ ପରିଦର୍ଶନ କରିଥିଲେ। ବନ୍ୟାଞ୍ଚଳ ପରିଦର୍ଶନ ପରେ ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଘୁଞ୍ଚିଲା ଏଏସ୍‌ଓ ଲିଖିତ ପରୀକ୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ତାରିଖରେ ହେବାକୁ ଥିବା ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ଲିଖିତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଏନେଇ ଓପିଏସ୍‌ସି ପକ୍ଷରୁ ଗୁରୁବାର…

ବଜ୍ରକାପ୍ତା ପାଇଁ ବନ୍ଦ ହେଉ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର, ୧୮ା୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଆଦିମାତା କଲୋନୀସ୍ଥିତ ‘ମୋ ବସ’ ଡିପୋରେ ଚାଲିଥିବା ନିର୍ମାଣ କାମକୁ ବନ୍ଦ କରି ବଜ୍ରକାପ୍ତାଙ୍କୁ ସୁରକ୍ଷା ଦିଆଯାଉ ବୋଲି ପ୍ରାଣୀ ବିଶେଷଜ୍ଞମାନେ ଦାବି ଜଣାଇଛନ୍ତି। ଏନେଇ ୱାଇଲ୍ଡ ଲାଇଫ୍‌ ସୋସାଇଟି ଅଫ୍‌ ଓଡ଼ିଶା ପକ୍ଷରୁ…

ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କାହାର ନା କାହାର ଜୀବନ ନେଉଛି କରୋନା। ଗୁରୁବାର ଆଉ ଜଣଙ୍କ ଜୀବନ ନେଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାର ୭୧ ବର୍ଷୀୟ ଜଣେ…

ଆଜି ରାଜ୍ୟରୁ ୪୮୨ ପଜିଟିଭ୍‌ ଚିହ୍ନଟ, ୧୩,୨୪,୦୬୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୮ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୪୮୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୪,୦୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮୩ ଜଣ ଚିହ୍ନଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?