ମେଟ୍ରୋ

ଜଳବନ୍ଦୀଙ୍କୁ ଘାରୁଛି ସାପ ଭୟ

ଭୁବନେଶ୍ୱର,୧୮।୮(ବ୍ୟୁରୋ) : ଏବେ ଓଡ଼ିଶାର ଉତ୍ତର ଓ ଉପକୂଳ ଜିଲାଗୁଡିକରେ ବନ୍ୟା ବିତ୍ପାତ ଦେଖାଦେଇଛି। ବହୁ ଗାଁ ପାଣି ଘେରରେ ଥିବାବେଳେ ଲୋକେ ଜଳବନ୍ଦୀ ହୋଇ ରହିଛନ୍ତି। ବିପନ୍ନ ମଣିଷ ଓ ଗୃହପାଳିତ ପ୍ରାଣୀଙ୍କ ପାଇଁ ଖାଦ୍ୟ ଓ ପାନୀୟ ସମସ୍ୟା…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୫୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୧,୯୪୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ପ୍ରକାଶ ପାଇଲା ଯୁକ୍ତ ୨ କଟ୍‌ଅଫ୍‌ ମାର୍କ ତାଲିକା: ବିଜ୍ଞାନ-ବାଣିଜ୍ୟରେ ରେଭେନ୍ସା ଶୀର୍ଷରେ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ କଟ୍‌ ଅଫ୍‌ ମାର୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ରେଭେନ୍ସା ଶୀର୍ଷରେ ରହିଥିବା ବେଳେ କଳା ବିଭାଗରେ କୃଷ୍ଣପ୍ରସାଦ ଶୀର୍ଷରେ ରହିଛି। ରେଭେନ୍ସାରେ ବିଜ୍ଞାନରେ ସାଧାରଣ ବର୍ଗଙ୍କ…

‘ବନ୍ୟା ସ୍ଥିତିର ମୁକାବିଲା ପାଇଁ ନିଆଯାଉଛି ପଦକ୍ଷେପ’

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଲଘୁଚାପ ବର୍ଷା ପ୍ରଭାବରେ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବନ୍ୟା ସ୍ଥିତିକୁ ନେଇ ବୁଧବାର ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସମୀକ୍ଷା କରିଛନ୍ତି। ଏହାସହ ବନ୍ୟା ସ୍ଥିତିର ମୁକାବିଲା ପାଇଁ ପ୍ରଶାସନ…

୨୪ ଘଣ୍ଟା ଯାଏ ବନ୍ୟାର ସମାନ ସ୍ଥିତି

ଭୁବନେଶ୍ୱର,୧୭।୮(ବୂ୍ୟରୋ): ମୁଣ୍ଡଳିରେ ଜଳସ୍ତର କମିଥିଲେ ମଧ୍ୟ ମହାନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ବନ୍ୟା ସ୍ଥିତି ବଳବତ୍ତର ରହିବ ବୋଲି ବୁଧବାର ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର କହିଛନ୍ତି…

ବନ୍ୟା ସ୍ଥିତିର ସମୀକ୍ଷା କରିବେ ପ୍ରମିଳା ମଲ୍ଲିକ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଲଘୁଚାପ ବର୍ଷା ପ୍ରଭାବରେ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ମହାନଦୀ ଓ ତାର ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ୧୦ ଜିଲା ଏବେ ପାଣି ଘେରରେ ଅଛନ୍ତି। ନଦୀଗୁଡିକ ବିପଦସଙ୍କେତ ଟପିଥିବା ବେଳେ ବିଭିନ୍ନ ସ୍ଥାନରେ…

ଆଜି ରାଜ୍ୟରେ ୨୮୦ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୪୦ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୬୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୫ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୮୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୃତକ ଜଣଙ୍କ ହେଉଛନ୍ତି ଭୁବନେଶ୍ୱରର ୭୩…

୧୯ରୁ ପ୍ରବଳ ବର୍ଷିବ: ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଆସନ୍ତା ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଲଘୁଚାପ ପ୍ରଭାବରେ ୧୮ରୁ ପ୍ରବଳ ବର୍ଷା…

‘ଅହିଂସା ରଥ’ର ଶୁଭାରମ୍ଭ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭ୍ରାମ୍ୟମାଣ ଭିଡିଓ ରଥ ଅଭିଯାନ ‘ଅହିଂସା ରଥ’ର ଶୁଭାରମ୍ଭ କରିଛନ୍ତି। ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ମହାତ୍ମାଙ୍କ ବାର୍ତ୍ତା ସହ ବହୁ ସ୍ବାଧୀନତା ସଂଗ୍ରାମୀଙ୍କ ମହାନ୍‌…

ପ୍ରାଣୀଧନ, ମତ୍ସ୍ୟ ସମ୍ପଦ ସୁରକ୍ଷା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିରେ ପ୍ରାଣୀଧନ ଓ ମତ୍ସ୍ୟସମ୍ପଦର ସୁରକ୍ଷା ଲାଗି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ନିର୍ଦ୍ଦେଶକ୍ରମେ ବିଭାଗ ପକ୍ଷରୁ ଆଗୁଆ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ…

ପୂର୍ବ ଶତ୍ରୁତାରୁ ଜେଲ ଫେରନ୍ତାଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): କିଛି ଦିନର ନୀରବତା ପରେ ରାଜଧାନୀ ରାସ୍ତାରେ ରକ୍ତର ଛିଟା ପଡ଼ିଛି। ମଙ୍ଗଳବାର ନୟାପଲ୍ଲୀ ଥାନା ଅନ୍ତର୍ଗତ ଜୟଦେବବିହାର ବିଜୁ ପଟ୍ଟନାୟକ କଲେଜ ଛକରେ ଜଣେ ଜେଲ ଫେରନ୍ତାଙ୍କୁ ତାଙ୍କ ଗୋଷ୍ଠୀର ୬ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?