୫୩୧ ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ଭୁବନେଶ୍ୱର, ୪।୬(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ୫୩୧ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଏହାକୁ ଲୋକାର୍ପଣ କରିଛନ୍ତି। ତନ୍ମଧ୍ୟରେ ଢେଙ୍କାନାଳ ଜିଲାର ୧୦୫, ଗଞ୍ଜାମର ୨୩୦, କନ୍ଧମାଳର ୭୩, ନବରଙ୍ଗପୁରର ୭୩ ଏବଂ…
ଅନୁସଚିବ ପୂର୍ଣ୍ଣଚନ୍ଦ୍ର ସାହୁ ଗିରଫ
ଭୁବନେଶ୍ୱର,୪।୬(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆଉଜଣେ ବଡ଼ ବାବୁ। ସେ ହେଲେ ରାଜ୍ୟ ସରକାରଙ୍କ ଯୋଜନା ଓ ସମନ୍ବୟ ବିଭାଗର ଅନୁସଚିବ ପୂର୍ଣ୍ଣଚନ୍ଦ୍ର ସାହୁ। ଶୁକ୍ରବାର ଜଣେ କମ୍ପ୍ୟୁଟର ଫାର୍ମ ମାଲିକଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସେ ଭିଜିଲାନ୍ସ ହାତରେ…
୭ ଯାଏ ଝଡ଼ବର୍ଷା
ଭୁବନେଶ୍ୱର,୩।୬(ବ୍ୟୁରୋ): ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆସନ୍ତା ୭ ତାରିଖ ଯାଏ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୫ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର,…
ଭିଜିଲାନ୍ସ ଜାଲରେ ଅନୁସଚିବ: ଲାଞ୍ଚ ନେଇ ପଡ଼ିଲେ ଧରା
ଭୁବନେଶ୍ୱର,୩।୬ (ବ୍ୟୁରୋ): ରାଜ୍ୟ ସରକାରଙ୍କ ଅନୁସଚିବ ପୂର୍ଣ୍ଣଚନ୍ଦ୍ର ସାହୁ ଶୁକ୍ରବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସାହୁ ଯୋଜନା ଓ ସମନ୍ବୟ ବିଭାଗରେ ଅନୁସଚିବ ଭାବେ କାର୍ଯ୍ୟକରୁଥିଲେ। ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଅଧିକାରୀ ତାଙ୍କୁ କାବୁ କରି…
ଅଳକାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩।୬(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବାଜିମାତ୍ କରିଛି। ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ତାଙ୍କ ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କଠାରୁ ୬୬ ହଜାର ଭୋଟରେ ବିଜୟୀ ହୋଇଛନ୍ତି। ସେହିପରି ଭାଜପା ପ୍ରାର୍ଥୀ ରାଧାରାଣୀ ପଣ୍ଡା ତୃତୀୟ ସ୍ଥାନରେ ରହିଛନ୍ତି।…
ଓଡ଼ିଶାରେ ୨ ସ୍ବାଇନ୍ ଫ୍ଲୁ ରୋଗୀ ଚିହ୍ନଟ
ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟରେ ୨ ଜଣ ସ୍ବାଇନ୍ ଫ୍ଲୁ ରୋଗୀ ଚିହ୍ନଟ ହୋଇଛନ୍ତି। ରାଜଧାନୀ ଭୁବନେଶ୍ୱରେ ସ୍ବାଇନ୍ ଫ୍ଲୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜଣେ ୩୮ବର୍ଷୀୟ ପୁରୁଷ ହୋଇଥିବା ବେଳେ ଆଉ ଜଣେ ୨୮ ବର୍ଷୀୟ ମହିଳା । ଉଭୟେ ଏବେ…
‘ତୁମ ଇଚ୍ଛା ବିନା ପତ୍ରଟେ ହଲେ ନାହିଁ ଆହେ ଜଗନ୍ନାଥ’
ଭୁବନେଶ୍ୱର,୩ା୬(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟରେ ଆଗତ ହୋଇଥିବା ପିଟିଶନ ଶୁକ୍ରବାର ଖାରଜ ହୋଇଯାଇଛି। ଦୁଇଟି ପିଟିଶନ ଖାରଜ ହୋଇଥିବାରୁ ଶ୍ରୀମନ୍ଦିରର ଏକ ଫଟୋ ଶେୟାର କରି ‘ତୁମ ବିନା ପତ୍ରଟେ ବି ହଲେ ନାହିଁ ଆହେ ଜଗନ୍ନାଥ’ ବୋଲି…
ରାଜ୍ୟ ସଭା ନିର୍ବାଚନ: ୩ଟା ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ
ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନର ନାମାଙ୍କନ ପତ୍ର ପ୍ରତ୍ୟାହାରର ଶୁକ୍ରବାର ଶେଷ ଦିନ । ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର କରିପାରିବେ। ତେବେ ବିଜେଡି ପ୍ରାର୍ଥୀ ସୁଲତା ଦେଓ, ମାନସ ମଙ୍ଗରାଜ ଓ ସସ୍ମିତ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ପିଟିଶନ ରଦ୍ଦ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୩ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ଦିର ଚତୁଃପାର୍ଶ୍ୱରେ କରାଯାଉଥିବା ବେଆଇନ ଖନନ ଏବଂ ନିର୍ମାଣକୁ ବିରୋଧ କରି ଆଗତ ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ରାୟ ଆସିଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଚାଲେଞ୍ଜ କରି ଦାୟର…
ପରିବାର ବିରୋଧ ସତ୍ତ୍ୱେ ପ୍ରେମିକଙ୍କୁ ଛାଡ଼ିପାରିଲେନି
ଭୁବନେଶ୍ୱର,୩।୬(ବ୍ୟୁରୋ): ବେଙ୍ଗାଲୁରୁରେ ରହୁଥିବା ଏକ ପ୍ରେମୀଯୁଗଳ ଗୁରୁବାର ବିମାନ ଯୋଗେ ଭୁବନେଶ୍ୱର ଆସୁଥିଲେ। ତେବେ ଯୁବତୀଙ୍କ ପରିବାର ଲୋକେ ସେମାନଙ୍କ ବିବାହ ପାଇଁ ରାଜି ନ ଥିବାରୁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ଆଶଙ୍କାରେ ଦୁହେଁ କମିଶନରେଟ ପୋଲିସକୁ ଟୁଇଟ କରି ସହାୟତା…
୧୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୭୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫ ଜଣ ଚିହ୍ନଟ ହୋଇଥିବା…
ଦେଶର ୨୪ତମ ର଼୍ୟାଙ୍କ୍ରେ କିଟ୍
ଭୁବନେଶ୍ୱର,୩।୬(ବ୍ୟୁରୋ): ଦି ଟାଇମ୍ସ ହାୟର ଏଜୁକେଶନ ପକ୍ଷରୁ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍ ୨୦୨୨ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଦେଶର ଶ୍ରେଷ୍ଠ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟଗୁଡ଼ିକ ମଧ୍ୟରେ ଓଡ଼ିଶାର କିଟ୍ ୨୪ତମ ସ୍ଥାନରେ ରହିଛି। କିଟ୍ର…
Archives


