ମେଟ୍ରୋ

ଜୀବନ ହାନି ନ ହେବା ସୁନିଶ୍ଚିତ କର

ଭୁବନେଶ୍ୱର,୧୭ା୮(ବ୍ୟୁରୋ): କୌଣସି ଗୋଟିଏ ଜୀବନ ଯେପରି ହାନି ନ ହୁଏ ତାହା ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ନିର୍ଦ୍ଦେଶ ଦେଇଛନ୍ତି। ସାଧାରଣ ଜୀବନ ଯାତ୍ରାରେ ଯେପରି ବ୍ୟାପକ ଅସୁବିଧା ନ…

ଜୁନ୍‌ ସୁଦ୍ଧା ୪୩୩ ନୂଆ ଆର୍‌ଆଇ ଅଫିସ୍‌

ଭୁବନେଶ୍ବର, ୧୭ା୮(ବ୍ୟୁରୋ): ୨୦୧୯ ଜୁଲାଇରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ‘୫-ଟି’ରେ ଅନ୍ତର୍ଭୁକ୍ତ ହୋଇଥିଲା। ଏହାପରେ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସେବା ପ୍ରଦାନରେ ଉଲ୍ଲେଖନୀୟ ଅଗ୍ରଗତି ଘଟିଛି। ରାଜ୍ୟରେ ୪୩୩ ନୂତନ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ପଦବୀ ସୃଷ୍ଟି ହୋଇଛି।…

୧୦ ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ୭ ଦିନ ବାତିଲ

ଭୁବନେଶ୍ବର, ୧୭ା୮(ବ୍ୟୁରୋ): ଉପରମୁଣ୍ଡରେ ଅଧିକ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ସପ୍ତାହକ ପାଇଁ ବାତିଲ କରିଛନ୍ତି। ଏପରିକି ଯେଉଁ…

ପରିବା ଦର ଆକାଶଛୁଆଁ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ମହଙ୍ଗା ଦରଦାମ୍‌ରେ ଖାଉଟି ହନ୍ତସନ୍ତ ହେଉଥିବାବେଳେ ଦାଉ ସାଧିଛି ସାମ୍ଭାବ୍ୟ ବନ୍ୟା। ଲଗାଣ ବର୍ଷାରେ ଚାଷଜମି ଜଳମଗ୍ନ ହୋଇଥିବାରୁ ଫସଲ ନଷ୍ଟ ହେବାରେ ଲାଗିଛି। ଫଳରେ ପରିବା ଦର ଆକାଶଛୁଆଁ ହୋଇଛି। ବଜାରକୁ ଗଲେ ପକେଟ ଖାଲି ହେଉଛି,…

ବୁଡ଼ିଛି ମହାନଦୀ ତଳ ଅଞ୍ଚଳ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଜଗତ୍‌ସିଂହପୁର, ଯାଜପୁର, ପୁରୀ, କଟକ, ନୟାଗଡ଼ ଜିଲାରେ ବନ୍ୟା ବିତ୍ପାତ ଦେଖାଦେଇଛି। ନଦୀ ପାଖ ଗାଁଗଣ୍ଡାରେ ବନ୍ୟା ପାଣି ମାଡ଼ିଯାଇଛି। ଯାଜପୁର, ପୁରୀ, ଜଗତ୍‌ସିଂହପୁର ଜିଲାର କେତେକ ସ୍ଥାନରେ ଘାଇ ସୃଷ୍ଟି…

୨୨କୁ ବୃଦ୍ଧି ପାଇଲା ଖରିଫ ଧାନ ସଂଗ୍ରହ ପଞ୍ଜୀକରଣ ଅବଧି

ଭୁବନେଶ୍ବର,୧୬ା୮(ବ୍ୟୁରୋ): ରାଜ୍ୟ ସରକାର ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟାର ସମୟ ଅବଧିକୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ ସମସ୍ତ କୋଅପରେଟିଭ ସୋସାଇଟିର…

୭ ଦିନ ପାଇଁ ୧୦ ଜିଲା ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର, ୧୬ା୮(ବ୍ୟୁରୋ): ଉପରମୁଣ୍ଡରେ ଅଧିକ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଟି ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟିକୁ ସପ୍ତାହକ ପାଇଁ ବାତିଲ କରାଯାଇଛି। ଯେଉଁ କର୍ମଚାରୀମାନେ…

ହୀରାକୁଦରେ ଖୋଲିଲା ଆଉ ୫ ଗେଟ୍‌

ଭୁବନେଶ୍ୱର,୧୬।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଏ ନେଇ ଆଉ ୫ଟି ଗେଟ୍‌ ଖୋଲାଯାଇଛି। ଏହାକୁ ମିଶାଇ ମୋଟ ୩୧ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ତେବେ ରାତି ୯ଟା ସୁଦ୍ଧା ଆଉ ୯ଟି ଗେଟ୍‌ ଖୋଲିବାର…

ଆଗାମୀ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଣ୍ଡଳିରେ ମଙ୍ଗଳବାର ସର୍ବାଧିକ ବନ୍ୟାଜଳ ପ୍ରବାହିତ ହେବ। ତେଣୁ ଆଗାମୀ ୪୮ ଘଣ୍ଟା ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ ଜେନା କହିଛନ୍ତି। ତଣୁ ନଦୀ ବନ୍ଧକୁ ଜଗିବା ଜରୁରୀ ବୋଲି ସେ…

ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବନ୍ୟା ସ୍ଥିତି ସମୀକ୍ଷା କରିଛନ୍ତି। ସବୁ ପ୍ରକାର ବିପର୍ଯ୍ୟୟରେ ‘ସବୁ ଜୀବନ ମୂଲ୍ୟବାନ’ ବୋଲି ସେ କହିଛନ୍ତି। ଯେପରି କୌଣସି ପରିସ୍ଥିତିରେ ଗୋଟିଏ ବି ଜୀବନ ହାନି ନ ହୁଏ ଏବଂ ସାଧାରଣ…

ଓଡ଼ିଶା-ଛତିଶଗଡ଼ ଜଳବିବାଦ ମାମଲା: ୨ ରାଜ୍ୟ ମଧ୍ୟରେ ଆଜି ହେବ ଆଲୋଚନା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମହାନଦୀକୁ ନେଇ ଏବେ ପୁଣି ଓଡ଼ିଶା-ଛତିଶଗଡ଼ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ମହାନଦୀରେ ଜଳସ୍ତର ବଢିବା କାରଣରୁ ଛତିଶଗଡ ପଟେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିବାବେଳେ ହୀରାକୁଦର ଅଧିକ ଫାଟକ ଖୋଲିବା ଲାଗି ଛତିଶଗଡ ସରକାର ଅନୁରୋଧ କରିଛନ୍ତି। ହେଲେ…

‘ଆସନ୍ତା ୩ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ’

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମହାନଦୀରେ ଉପରମୁଣ୍ଡ ଓ ତଳମୁଣ୍ଡରେ ବର୍ଷା ହେବା ଯୋଗୁ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ବିଭିନ୍ନ ନଦୀ ବିପଦସଙ୍କେତ ପାର କରିଛି। ଆସନ୍ତା ୩ ଘଣ୍ଟାରେ ବନ୍ୟା ପିକ୍‌ ଛୁଇଁବ ବୋଲି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?