ଦାଦାବଟି ପାଇଁ ଗଢ଼ିଥିଲେ ଗ୍ୟାଙ୍ଗ
ଭୁବନେଶ୍ୱର,୩।୬(ବ୍ୟୁରୋ): ଦାଦାବଟି ପାଇଁ ଗଢ଼ିଥିଲେ ଗ୍ୟାଙ୍ଗ। ଯିଏ ଦାଦାବଟି ଦେଉ ନ ଥିଲେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରୁଥିଲେ। ଏପରିକି ଖଣ୍ଡା ଭୁଜାଲି ଧରି ଏହାର ଭିଡ଼ିଓ ପ୍ରସ୍ତୁତ କରୁଥିଲେ। ଲୋକଙ୍କ ମନରେ ଭୟ ସୃଷ୍ଟି କରିବାକୁ ସେସବୁକୁ ସୋସିଆଲ ମିଡିଆରେ…
ସ୍ଥାପନ ହେବ ୫୦୦ ମିଶନ ଶକ୍ତି ବଜାର
ଭୁବନେଶ୍ୱର,୩।୬(ବ୍ୟୁରୋ): ଆଗାମୀ ଦିନରେ ରାଜ୍ୟ ସରକାର ମହିଳା ସ୍ବୟଂସହାୟକ ଗୋଷ୍ଠୀ(ଏସ୍ଏଚଜି)ମାନଙ୍କ ପାଇଁ ୫୦୦ ମିଶନ ଶକ୍ତି ବଜାର ସୃଷ୍ଟି କରିବେ। ଏହି ବଜାର ମହିଳା ଏସ୍ଏଚଜିଙ୍କ ଦ୍ୱାରା ସ୍ବଦେଶୀ ଉତ୍ପାଦିତ ଦ୍ରବ୍ୟର ବିକ୍ରି ଓ ବଜାର ନିମନ୍ତେ ହଟ୍ସ୍ପଟ୍ ହୋଇପାରିବ ବୋଲି…
ଡା. ନିବେଦିତା ପାଣିଙ୍କୁ କ୍ୟାପିଟାଲ ହସ୍ପିଟାଲ ଭେଷଜ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନର ଭାରପ୍ରାପ୍ତ ନିର୍ଦ୍ଦେଶକ ଦାୟିତ୍ୱ
ଭୁବନେଶ୍ୱର,୩।୬(ବ୍ୟୁରୋ): କଟକ ଏସ୍ସିବି ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲର ଆନେସ୍ଥୋଲୋଜି ପ୍ରଫେସର ଡା. ନିବେଦିତା ପାଣିଙ୍କୁ ପୋଷ୍ଟ ଗ୍ରାଜୁଏଟ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ଏଜୁକେଶନ ଆଣ୍ଡ୍ ରିସର୍ଚ୍ଚ ଆଣ୍ଡ୍ କ୍ୟାପିଟାଲ ହସ୍ପିଟାଲର ଭାରପ୍ରାପ୍ତ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି। ଏ ନେଇ ସ୍ବାସ୍ଥ୍ୟ…
ଛତିଶଗଡ଼ରୁ ଅଭିଯୁକ୍ତ ଉମେଶ ସୁଧାକର ଗିରଫ
ଭୁବନେଶ୍ୱର,୩।୬(ବ୍ୟୁରୋ): ଭୁବନେଶ୍ୱର ଖଣ୍ଡଗିରି ଥାନାଞ୍ଚଳରେ ଥିବା ଏକ ଘରୋଇ କଲେଜର ମହିଳା ଆସିଷ୍ଟାଣ୍ଟ୍ ପ୍ରଫେସରଙ୍କୁ ବଳାତ୍କାର ମାମଲାରେ ଫେରାର ଥିବା ଅଭିଯୁକ୍ତ ଉମେଶ ସୁଧାକର ଧରାପଡ଼ିଛନ୍ତି। ଖଣ୍ଡଗିରି ଥାନା ପୋଲିସର ଏକ ଟିମ୍ ବୁଧବାର ବିଳମ୍ବିତ ରାତିରେ ଛତିଶଗଡ଼ ରାୟପୁରରୁ ତାଙ୍କୁ…
କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲା: ହାଇକୋର୍ଟରେ ନିରଞ୍ଜନଙ୍କ ଜାମିନ ଆବେଦନ
ଭୁବନେଶ୍ୱର,୩।୬(ବ୍ୟୁରୋ): ବହୁଚର୍ଚ୍ଚିତ ନୟାଗଡ଼ର କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅବସରପ୍ରାପ୍ତ ବୈଷୟିକ ନିର୍ଦ୍ଦେଶକ ନିରଞ୍ଜନ ସେଠୀ ଗୁରୁବାର ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି। ପୂର୍ବରୁ ଭଦ୍ରକ ଜିଲା…
୨ ହାତୀଦାନ୍ତ ଜବତ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୩।୬(ବ୍ୟୁରୋ): କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଅଞ୍ଚଳରେ ଚଢ଼ାଉ କରି ଜଣେ ବନ୍ୟପ୍ରାଣୀ ଚାଲାଣକାରୀଙ୍କୁ ଗିରଫ କରିଛି। ସେ ହେଲେ କନ୍ଧକୋଇଲି ଗ୍ରାମର ଦୁର୍ଯ୍ୟୋଧନ ପ୍ରଧାନ। ତାଙ୍କଠାରୁ ୪ କେଜି ୫୦୦ ଗ୍ରାମର ୨ଟି…
ମାଟିତଳୁ ଆଉ ଏକ ହାତୀ କଙ୍କାଳ ମିଳିଲା
ଭୁବନେଶ୍ୱର,୩।୬(ବ୍ୟୁରୋ): ହାତୀଙ୍କ ପାଇଁ ମୃତ୍ୟୁର ଇଲାକା ପାଲଟିଛି ଆଠଗଡ଼ ବନଖଣ୍ଡ। ଏହି ବୃହତ୍ ବନ୍ୟପ୍ରାଣୀ ପାଇଁ ବିପଦ ସାଜିଛନ୍ତି ଖୋଦ୍ ସୁରକ୍ଷା ଦାୟିତ୍ୱରେ ରହୁଥିବା ବନ ଅଧିକାରୀ ଓ କର୍ମଚାରୀ। ଗତ ଫେବୃୟାରୀ ୮ରେ କ୍ରାଇମ୍ବ୍ରାଞ୍ଚ ନରସିଂହପୁର ଓ୍ବେଷ୍ଟ ରେଞ୍ଜ୍ ବାରାସିଂଘା…
ବିଧାୟକଙ୍କ କ୍ବାର୍ଟର୍ସ ନିର୍ମାଣ ପ୍ରସଙ୍ଗ: ସତ୍ୟପାଠରେ ତଥ୍ୟ ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ
କଟକ ଅଫିସ,୩ା୬: ଉଚ୍ଚ ନ୍ୟାୟାଳୟରେ ସାମାଜିକ କର୍ମୀ ଜୟନ୍ତୀ ଦାସଙ୍କ ଦ୍ୱାରା କରାଯାଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ଜଷ୍ଟିସ ସଙ୍ଗମ କୁମାର ରାଉତ ଓ ଜଷ୍ଟିସ ବି.ପି. ଶତପଥିଙ୍କ ଖଣ୍ଡପୀଠରେ ହୋଇଥିଲା। ବିଧାୟକଙ୍କ ଲାଗି ଆପାର୍ଟମେଣ୍ଟ ନିର୍ମାଣ, ଏଥିନିମନ୍ତେ ହେଉଥିବା ଗଛକଟା…
ଆଜି ବ୍ରଜରାଜନଗର ଉପନିର୍ବାଚନ ଫଳାଫଳ
ଭୁବନେଶ୍ୱର,୩।୬(ବ୍ୟୁରୋ): ଝାରସୁଗୁଡ଼ା ବଢ଼େଇମୁଣ୍ଡାସ୍ଥିତ ଇଞ୍ଜିନିୟରିଂ ସ୍କୁଲ ପରିସରରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ନିମନ୍ତେ ଶୁକ୍ରବାର ପୂର୍ବାହ୍ନ ୮ଟାରେ ଭୋଟ ଗଣନା କରାଯିବ। ଗୁରୁବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଅଧିତ୍କାରୀ ସୁଶୀଲ…
୪୦ ଡିଗ୍ରୀ ଉପରେ ୧୫ ସହର, ସୋନପୁର ସବୁଠାରୁ ଉତ୍ତପ୍ତ
ଭୁବନେଶ୍ୱର,୨।୬(ବ୍ୟୁରୋ): ସିଝୁଛି ପଶ୍ଚିମ ଓଡ଼ିଶା। ୧୫ ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଛି। ୪୪.୮ ଡ଼ିଗ୍ରୀ ସହ ସୋନପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ବଲାଙ୍ଗୀରରେ ୪୪.୫ ଡ଼ିଗ୍ରୀ, ଟିଟିଲାଗଡ଼ରେ ୪୪.୪ ଡ଼ିଗ୍ରୀ, ବରଗଡ଼ରେ ୪୩.୬ ଡ଼ିଗ୍ରୀ ତାପମାତ୍ରା…
ମା’ଶାରଳା ମନ୍ଦିରର ଉନ୍ନତିକରଣ ପାଇଁ ଖର୍ଚ୍ଚ ହେବ ୪୨କୋଟି
ଭୁବନେଶ୍ୱର,୨।୬(ବ୍ୟୁରୋ): ମା’ଶାରଳା ମନ୍ଦିରର ଉନ୍ନତିକରଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଅନୁମୋଦନ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ୪୨କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ବର୍ଷକ ମଧ୍ୟରେ କାମ ସାରିବା ପାଇଁ…
ରାଜ୍ୟରୁ ଆଉ ୯ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୧୨, ୭୯,୨୧୪ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Archives


