ମେଟ୍ରୋ

ଚାକିରି: ନାହିଁ କିନ୍ତୁ ଅଛି

ଭୁବନେଶ୍ୱର,୧।୮(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାର ପ୍ରତିଷେଧକ ବ୍ୟବସ୍ଥା ସ୍ବରୂପ ଯେଉଁସବୁ ପଦକ୍ଷେପ ନେଇଛନ୍ତି ତା’ର ପ୍ରଭାବ ରାଜ୍ୟ ଅର୍ଥ ବ୍ୟବସ୍ଥା ଉପରେ ପଡ଼ିଛି। ଚଳିତ ଆର୍ଥିକ ବର୍ଷ ୨୦୨୦-୨୧ର ପ୍ରଥମ ତିନିମାସରେ ରାଜସ୍ବ ଆଦାୟ ଲକ୍ଷ୍ୟ ପୂରଣ ହୋଇପାରି...

ଅଗଷ୍ଟର ପ୍ରତି ଶନିବାର ସରକାରୀ ଅଫିସ୍‌ ବନ୍ଦ

ଭୁବନେଶ୍ୱର,୧।୮(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅଗଷ୍ଟ ନିମନ୍ତେ ଶୁକ୍ରବାର ରାଜ୍ୟ ସରକାର ଏକ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଅଗଷ୍ଟ ମାସର ପ୍ରତ୍ୟେକ ଶନିବାର ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ବନ୍ଦ ରହିବ। ଏଥିସହ ୫୦ ପ୍ରତିଶତ କର୍ମଚାରୀଙ୍କୁ...

ଦିନକୁ ୨୦ହଜାର ଟେଷ୍ଟ ହେବ

ଭୁବନେଶ୍ୱର, ୩୧।୭(ବ୍ୟୁରୋ)- କୋଭିଡ୍‌ ଆକ୍ରାନ୍ତଙ୍କ ଚିହ୍ନଟ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ତେଣୁ ଅଗଷ୍ଟରୁ ୧୨ହଜାର ବଦଳରେ ଦୈନିକ ୨୦ହଜାର ଟେଷ୍ଟ କରାଯିବ ବୋଲି ଶୁକ୍ରବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇଏଲ୍‌ଏସ୍‌) ନିର୍ଦ୍ଦେଶକ ଅଜୟ ପରିଡ଼ା ସୂଚନା ଦେଇଛନ୍ତି।...

୩ ରୁ ଅଧିକ ଦିନ ରହିଲେ କ୍ୱାରାଣ୍ଟାଇନ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ରାଜ୍ୟ ବାହାରୁ କେହି ୩ ଦିନ ପାଇଁ ଆସିଲେ କ୍ୱାରାଣ୍ଟାଇନ ହେବେନି। ୩ ଦିନରୁ ଅଧିକ କେହି ରହିଲେ...

ଜାରି ହେଲା ଅଗଷ୍ଟ ମାସ ପାଇଁ ଗାଇଡଲାଇନ; ଜାଣନ୍ତୁ କଣ ରହିବ ଖୋଲା, କଣ ପଡିବ ତାଲା ?

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନଜର ପକାନ୍ତୁ ଅଗଷ୍ଟ ପାଇଁ ରାଜ୍ୟ ସରକାର କରିଥିବା ନୂଆ ଗାଇଡଲାଇନରେ କ’ଣ...

ସୁସ୍ଥ ହେଲେ ଆଉ ୭୭୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୭୭୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୧୨ ଜଣ ଅଛନ୍ତି। ସେହିପରି କଟକରୁ ୧୧୬, ଖୋର୍ଦ୍ଧାରୁ ୮୧, କେନ୍ଦୁଝରରୁ ୬୮, କୋରାପୁଟରୁ ୪୧, ରାୟଗ ୩୧, ଗଜପତିରୁ...

ଅଗଷ୍ଟରେ ୪ ଜିଲା ସମେତ ରାଉରକେଲା ମ୍ୟୁନିସପାଲଟି ସପ୍ତାହାନ୍ତ ଶଟଡାଉନ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟ ସରକାର ଅଗଷ୍ଟ ମାସରେ ୪ଟି ଜିଲା ଓ ଗୋଟିଏ ମ୍ୟୁନିସପାଲଟିରେ ସାପ୍ତାହିକ ଶଟଡାଉନ ଘୋଷଣା କରିଛନ୍ତି। ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କଟକ ଓ ରାଉରକେଲା ମ୍ୟୁନିସପାଲଟିରେ ମାସର ପ୍ରତି ଶନିବାର ଓ ରବିବାର ଶଟଡାଉନ ରହିବ। ଏ ନେଇ...

ଭୁବନେଶ୍ୱରରେ ଆଉ ୧୨୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଆଜି ୧୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୮୫ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୩ ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା...

ମାସ୍କ ନ ପିନ୍ଧିଲେ ୫ ହଜାର ଜରିମାନା: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଭୁବନେଶ୍ୱର ଗୀତ ଗୋବିନ୍ଦ ସଦନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ...

ରାଉରକେଲା ଆଇଜିଏଚରେ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଉରକେଲା ଆଇଜିଏଚରେ ଶୁକ୍ରବାର ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହୋଇଛି। ଭିଡିଓ କନଫରେନ୍ସସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିଛନ୍ତି। ରାଉରକେଲା ରାଜ୍ୟର ୩ୟ ଓ ପଶ୍ଚିମ ଓଡ଼ିଶାର ପ୍ରଥମ ପ୍ଲାଜମା ବ୍ୟାଙ୍କ। ପୂର୍ବରୁ କଟକ ଏସସିବି ଓ...

ସନ୍ଧ୍ୟା ୬ଟାରେ ଜଣାପଡ଼ିବ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଜରୁରୀ ପ୍ରେସ୍‌ମିଟ୍‌ ରହିଛି। ଏହି ଅବସରରେ ଅନ୍‌ଲକ୍‌-୩ ସମ୍ପର୍କରେ କହିପାରନ୍ତି। ପୂର୍ବରୁ ୨୯ ତାରିଖରେ କେନ୍ଦ୍ର ସରକାର ଏନେଇ ଗାଇଡ୍‌ଲାଇନ୍‌ ଜାରି କରିସାରିଛନ୍ତି। ୪ଟି ଜିଲା...

ଆଜି ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଶୁକବ୍ରାର ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri