ମେଟ୍ରୋ

‘ମଙ୍କିପକ୍ସ ମାମଲା ବଢିଲେ ଦୁଇ ପ୍ରକାର ସର୍ଭିଲାନ୍ସ କରାଯିବ’

ଭୁବନେଶ୍ୱର,୨।୬(ବ୍ୟୁରୋ) : ଦେଶରେ ଏବେ ଚିନ୍ତା ବଢାଉଛି ମଙ୍କିପକ୍ସ ମାମଲା। ଏହାରି ଭିତରେ ମଙ୍କିପକ୍ସ ମାମଲାକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗତ ମାସ ସୁଦ୍ଧା ଦେଶରେ ମଙ୍କିପକ୍ସର କୌଣସି ତଥ୍ୟ ନାହିଁ ।…

‘ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବି ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରନ୍ତୁ’

ଭୁବନେଶ୍ୱର,୨ା୬(ବ୍ୟୁରୋ): ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଗୁରୁବାର ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ପଞ୍ଚାୟତର କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପଞ୍ଚାୟତ ହେଉଛି ସେବାର କେନ୍ଦ୍ର । ସାଧାରଣ…

ପଞ୍ଚାୟତ ଜନ ପ୍ରତିନିଧିଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଓଡ଼ିଶାରେ ନବ ନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧିଙ୍କର ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ ଦିଆଯିବ। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ । ଏହି ଅବସରରେ ରାଜ୍ୟର ସମସ୍ତ ଜିଲା ପରିଷଦ ସଭାପତି, ଉପସଭାପତି,…

ଆଜିଠାରୁ ଯୁକ୍ତ ୨ ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର,୨।୬(ବ୍ୟୁରୋ): ଆଜିଠାରୁ ଯୁକ୍ତ ଦୁଇ ମୂଲ୍ୟାୟନ ଆରମ୍ଭ ହେଉଛି। ୨ ଟି ପର୍ଯ୍ୟାୟରେ ଏହି ମୂଲ୍ୟାୟନ ହେବାକୁ ଥିବା ବେଳେ ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫ୍‌ଲାଇନ୍‌ ଯୋଗେ ଓ ୩୭ ଟି ମୂଲ୍ୟାୟନ କେନ୍ଦ୍ରରେ ଅନ୍‌ଲାଇନ୍‌ ଯୋଗେ ମୂଲ୍ୟାୟନ ହେବ। ପ୍ରକାଶ…

ଘୂର୍ଣ୍ଣିବଳୟ:୨ ଦିନ ଝଡ଼ବର୍ଷା

ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ ବାଂଲାଦେଶ, ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୨ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଗାମୀ ୨ଦିନ…

ତ୍ରୁଟି ସୁଧାରିଲେ ସରକାର

ଭୁବନେଶ୍ୱର,୨ା୬(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପିଲାଙ୍କୁ ଗୁଣବତ୍ତାର ଶିକ୍ଷା ପ୍ରଦାନ କରିବା ନାଁରେ ଅନେକ ତ୍ରୁଟି କରାଯାଉଛି। ତୃତୀୟ ଶ୍ରେଣୀର ଓଡ଼ିଆ ଭାଷା ପଠନ ପୁସ୍ତିକାରେ କେତେକ ଘରୋଇ ବ୍ରାଣ୍ଡେଡ୍‌ କମ୍ପାନୀ ସାମଗ୍ରୀର ଛବି ପ୍ରକାଶ ପାଇଛି। ଏହାସହ…

ରାଜ୍ୟରୁ ସୁସ୍ଥ ହେଲେ ୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୨୦୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଓଜେଇଇ ପାଇଁ ପ୍ରକାଶ ପାଇଲା ସୂଚୀ

ଭୁବନେଶ୍ୱର,୧।୬(ବ୍ୟୁରୋ): ଚଳିତ ବର୍ଷର ଓଜେଇଇ ପରୀକ୍ଷା ପାଇଁ ବୁଧବାର ସୂଚୀ ପ୍ରକାଶ ପାଇଛି। ଜୁଲାଇ ୪ରୁ ପରୀକ୍ଷା ଆରମ୍ଭ ହୋଇ ୮ତାରିଖରେ ଶେଷ ହେବ। ସକାଳ ୯ଟାରୁ ପ୍ରତିଦିନ ୩ଟି ସିଫ୍ଟରେ ପରୀକ୍ଷା ହେବ ବୋଲି ଜଣାପଡ଼ିଛି। ଜୁଲାଇ ୪ରେ ୩ଟି…

ବଢ଼ିଲା ଛେନା, ପନୀର ଦର

ଭୁବନେଶ୍ୱର,୧ା୬(ବ୍ୟୁରୋ): ଆଜିଠୁ ମାର୍କେଟ୍‌ରେ କଞ୍ଚା ଛେନା ଓ ପନୀର ଦର ବୃଦ୍ଧି ପାଇଛି। ଛେନା କେଜି ପ୍ରତି ୧୫ ଟଙ୍କା ବଢ଼ିଥିବା ବେଳେ ପନିର କେଜି ପିଛା ୨୦ ଟଙ୍କା ବୃଦ୍ଧି ପାଇଛି। ହୋଲ୍‌ସେଲ ଦରରେ କେଜି ପିଛା ଛେନା ୧୬୫ଟଙ୍କା…

ପୁଣି ରାଜ୍ୟରେ ୧୪ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ…

ପ୍ରଭାବିତ ହେବେ ୨୦ ହଜାରରୁ ଊର୍ଦ୍ଧ୍ୱ ପରିବାର

ଭୁବନେଶ୍ୱର, ୧।୬(ବ୍ୟୁରୋ):  ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ପ୍ରଚଳନ ପରଠାରୁ ନମ୍ବର ପ୍ଲେଟ କାମ ଦ୍ୱାରା ରୋଜଗାର କରୁଥିବା ରାଜ୍ୟର ସହସ୍ରାଧିକ ନମ୍ବର ପ୍ଲେଟ ଆର୍ଟିଷ୍ଟ ବେକାର ହୋଇଯାଇଛନ୍ତି। ଅଦ୍ୟାବଧି ସରକାରଙ୍କ ପକ୍ଷରୁ ସେମାନଙ୍କ ଜୀବିକା ସୁରକ୍ଷା ପାଇଁ କୌଣସି ବ୍ୟବସ୍ଥା…

ରାତି ୧୧ ରେ ବରାନୁଗମନ, ବରଯାତ୍ରୀ ଯିବେ ୨ଶହ

ପୁରୁଣା ଭୁବନେଶ୍ୱର,୧।୬(ଡି.ଏନ୍‌.ଏ.): ଆସନ୍ତା ୪ ତାରିଖରେ ଶୀତଳଷଷ୍ଠୀ। ଏହି ଅବସରରେ ପ୍ରଭୁ ଶ୍ରୀଲିଙ୍ଗରାଜ, ମା’ ପାର୍ବତୀ ଦେବଦମ୍ପତିଙ୍କ ମଧ୍ୟରେ ବିଧି ମୁତାବକ ବିବାହ ଉତ୍ସବ ଅନୁଷ୍ଠିତ ହେବ। ଏନେଇ ମଙ୍ଗଳବାର ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri