ଓଡ଼ିଶାର ୩ ସ୍ଥାନକୁ ରାମସର୍ ମାନ୍ୟତା
ଭୁବନେଶ୍ୱର,(ବ୍ୟୁରୋ)/ଛତ୍ରପୁର (ଡି.ଏନ୍.ଏ.) ୧୪ ।୮: ଦେଶରେ ଆଉ ୧୧ ଆର୍ଦ୍ରଭୂମିକୁ କେନ୍ଦ୍ର ସରକାର ରାମସର୍ ମାନ୍ୟତା ଦେଇଛନ୍ତି। ଏଥିରେ ଓଡ଼ିଶାର ତିନୋଟି ସ୍ଥାନ ରହିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ବ୍ରହ୍ମପୁରର ତାମ୍ପରା ହ୍ରଦ, କଟକ ବାଙ୍କୀର ଅଂଶୁପା ହ୍ରଦ ଏବଂ ସମ୍ବଲପୁରର…
ଛତିଶଗଡ଼ କହୁଛି ଗେଟ୍ ଖୋଲ: ବଢ଼ିଲା ମହାନଦୀରେ ବନ୍ୟା ଆଶଙ୍କା
ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ଲାଗିରହିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ୨୦ ଗେଟ୍ ଖୋଲାଯାଇଥିଲା। ଏହାସତ୍ତ୍ୱେ ପଡ଼ୋଶୀ ରାଜ୍ୟ ବନ୍ୟା ଆଶଙ୍କା କରି ଆହୁରି ଅଧିକ ଗେଟ୍ ଖୋଲିବା ପାଇଁ ଚାପ ପକାଉଥିବା ହୀରାକୁଦ…
ଓଡ଼ିଶାର ତାମ୍ପରା, ଅଂଶୁପା, ହୀରାକୁଦକୁ ରାମ୍ସର ମାନ୍ୟତା
ଭୁବନେଶ୍ୱର, ୧୩।୮(ବ୍ୟୁରୋ) – ଦେଶରେ ଆଉ ୧୧ ଆର୍ଦ୍ରଭୂମିକୁ କେନ୍ଦ୍ର ସରକାର ରାମସର୍ ମାନ୍ୟତା ଦେଇଛନ୍ତି। ଏଥିରେ ଓଡ଼ିଶାର ତିନୋଟି ସ୍ଥାନ ରହିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ବ୍ରହ୍ମପୁରର ତାମ୍ପରା ହ୍ରଦ, କଟକ ବାଙ୍କୀର ଅଂଶୁପା ହ୍ରଦ ଏବଂ ସମ୍ବଲପୁରର ହୀରାକୁଦ…
ମହାନଦୀ ପାଇଁ ବିପଦ ଛତିଶଗଡ଼ ବର୍ଷା; ବଢ଼ୁଛି ବନ୍ୟା ଆଶଙ୍କା
ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଲଗାଣ ବର୍ଷା ଲାଗି ରହିଛି। ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେଉଛି। ସେଠାରେ ଆସନ୍ତା ଦୁଇଦିନ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଛତିଶଗଡ଼ ବର୍ଷା ମହାନଦୀ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୬୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୦୯,୬୭୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ସୋମବାର ପର୍ଯ୍ୟଟକଙ୍କ ଲାଗି ଖୋଲା ରହିବ ନନ୍ଦନକାନନ, ମଙ୍ଗଳବାର ବନ୍ଦ
ବାରଙ୍ଗ,୧୩।୮(ଡି.ଏନ୍.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅଗଷ୍ଟ ୧୫ ତାରିଖ ଅର୍ଥାତ ସୋମବାର ଖୋଲା ରହିବ। ସେହିଭଳି ୧୬ ତାରିଖ ମଙ୍ଗଳବାର ଏହା ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ତେବେ ସୋମବାର ସ୍ବାଧୀନତା ଦିବସ ପଡୁଥିବାରୁ ସେହିଦିନ…
ରବିବାର, ସୋମବାର ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ରେଡ୍ ଓ୍ବାର୍ନିଂ
ଭୁବନେଶ୍ୱର,୧୩ା୮(ବ୍ୟୁରୋ): ବଙ୍ଗୋପସାଗରରେ ଲଗାତର ସୃଷ୍ଟି ହେଉଥିବା ଲଘୁଚାପ ପ୍ରଭାବରେ ସମଗ୍ର ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ରବିବାର ଏବଂ ସୋମବାର ରାଜ୍ୟର କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…
ମହାନଦୀରେ ବନ୍ୟା ଆଶଙ୍କା: ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ
ଭୁବନେଶ୍ୱର,୧୩।୮(ବ୍ୟୁରୋ): ମହାନଦୀରେ ବନ୍ୟା ଆଶଙ୍କା କରି ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ଏହା ସହ ସମସ୍ତେ ଆଲର୍ଟ ମୋଡ୍ରେ ରହିଛନ୍ତି। ଦୁର୍ବଳ ନଦୀବନ୍ଧ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯଦି ଛତିଶଗଡ଼ରେ ବର୍ଷା ଲାଗି ରହେ ଏବଂ…
ଭିଜୁଛି ଟୁଇନ୍ ସିଟି: ଟ୍ରାଫିକ୍, ଯାତାୟାତରେ ସମସ୍ୟା
ଭୁବନେଶ୍ୱର,୧୩।୮(ବ୍ୟୁରୋ): ଉତ୍ତର-ବଙ୍ଗୋପସାଗରରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଟୁଇନ୍ ସିଟିରେ ଦିନସାରା ବର୍ଷା ଲାଗି ରହିବ। ଏହା ଯୋଗୁ ସହରର ଜଳବନ୍ଦୀ ହେବାର ଆଶଙ୍କା ରହିଛି ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର…
୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୩।୮(ବ୍ୟୁରୋ): ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର…
କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୪୦୩ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୩।୮(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୧୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।…
ହାତୀ ଦିବସରେ ଅଭିନବ ପ୍ରତିବାଦ
ଭୁବନେଶ୍ୱର, ୧୩।୮(ବ୍ୟୁରୋ): ସାରା ବିଶ୍ବରେ ଅଗଷ୍ଟ ୧୨କୁ ହାତୀ ଦିବସ ଭାବରେ ପାଳନ କରାଯାଉଛି। ହାତୀ ସଂରକ୍ଷଣ ଓ ହାତୀ-ମଣିଷ କିପରି ଭାବରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ କରିପାରିବେ, ସେହି ବାର୍ତ୍ତା ବହନ କରିଥାଏ ହାତୀ ଦିବସ। ହେଲେ ଓଡ଼ିଶାରେ ହାତୀ ମୃତ୍ୟୁରେ…

