ମେଟ୍ରୋ

ସ୍ବାଧୀନତା ସଂଗ୍ରାମୀଙ୍କ ସଂଘର୍ଷର କାହାଣୀ ‘ସ୍ବରାଜ’

ଭୁବନେଶ୍ୱର,୧୩ା୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷର ସ୍ବାଧୀନତା ଦିବସକୁ ଅଧିକ ସ୍ମରଣୀୟ କରିବା ପାଇଁ ଦୂରଦର୍ଶନ (ଡିଡି-୧)ରେ ପ୍ରସାରିତ ହେବାକୁ ଯାଉଛି ଏକ…

ସତ୍ୟରଞ୍ଜନ ସାହୁ ବୌଦ୍ଧ ଜିଲାପାଳ

ଭୁବନେଶ୍ବର, ୧୩ା୮(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସରସ୍ତରରେ ଶୁକ୍ରବାର ବଡ଼ଧରଣର ଅଦଳବଦଳ କରିଛନ୍ତି। ବରିଷ୍ଠ ଓଏଏସ୍‌ ଅଧିକାରୀ ସତ୍ୟରଞ୍ଜନ ସାହୁଙ୍କୁ ବୌଦ୍ଧ ଜିଲାପାଳ ଭାବେ ବଦଳି କରାଯାଇଛି। ଏଥିପୂର୍ବରୁ ସତ୍ୟରଞ୍ଜନ ଓଡ଼ିଶା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଥିଲେ। ସେହିପରି ୨୦୦୬ ବ୍ୟାଚ୍‌…

ଜାତିସଂଘ ପକ୍ଷରୁ ମନୋନୀତ ୬ ଯୁବ ଅଧିବକ୍ତାଙ୍କ ମଧ୍ୟରେ ଓଡ଼ିଶାର ସୌମ୍ୟ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଜାତୀୟ ଯୁବ ଦିବସ ଅବସରରେ ଶୁକ୍ରବାର ଜାତିସଂଘ ଭାରତ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ବିଶେଷ କାର୍ଯ୍ୟକ୍ରମରେ ଭାରତର ୬ଜଣ ଯୁବ ଅଧିବକ୍ତାଙ୍କୁ ଜାତିସଂଘ ପକ୍ଷରୁ ସ୍ବୀକୃତି ଦିଆଯାଇଛି। ଏମାନଙ୍କ ମଧ୍ୟରେ ଓଡ଼ିଶାର ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ…

ଆରମ୍ଭ ହେଲା ‘ଛାତ’ ଯୋଜନା

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ଭୂତଳ ଜଳ ଉପରେ ନିର୍ଭରତା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏଥିଯୋଗୁ ଭୂତଳ ଜଳସ୍ତର ହ୍ରାସ ପାଇଚାଲିଛି। ସହରାଞ୍ଚଳରେ ଏହି ସ୍ଥିତି ଉତ୍କଟ ହେଲାଣି। ବର୍ଷା ଜଳକୁ ସଂରକ୍ଷଣ କରିବା ସହ ଭୂତଳ ଜଳ ସଞ୍ଚରଣ କରିବା ପାଇଁ ରାଜ୍ୟ…

ଭାଜପାର ତ୍ରିରଙ୍ଗାଯାତ୍ରା: ୧୨୦୦ ମିଟର ପତାକା ଧରି ଚାଲିଲେ କାର୍ଯ୍ୟକର୍ତ୍ତା

ଭୁବନେଶ୍ବର, ୧୨ା୮(ବ୍ୟୁରୋ): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଦେଶ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରୁଛି । ଆସନ୍ତା ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ଘରେ ଘରେ ତ୍ରିରଙ୍ଗା ଉଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ…

ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ:ବୌଦ୍ଧ ଜିଲାପାଳ ହେଲେ ସତ୍ୟରଞ୍ଜନ ସାହୁ

ଭୁବନେଶ୍ବର, ୧୨ା୮(ବ୍ୟୁରୋ): ରାଜ୍ୟରେ ଓଏଏସ୍‌ ଅଫିସରସ୍ତରରେ ଶୁକ୍ରବାର ବଡ଼ ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ ଓଏଏସ୍‌ ଅଫିସର ସତ୍ୟରଞ୍ଜନ ସାହୁଙ୍କୁ ଶୁକ୍ରବାର ବୌଦ୍ଧ ଜିଲାପାଳ ଭାବେ ବଦଳି କରାଯାଇଛି। ସେହିପରି ୨୦୦୬ ବ୍ୟାଚ୍‌ ଆଇଏଏସ୍‌ ଅଫିସର ରୂପାରୋଶନ ସାହୁଙ୍କୁ ଶିକ୍ଷକ ପ୍ରଶିକ୍ଷଣ…

ନବଦମ୍ପତିଙ୍କୁ ମିଳିବ ଉପହାର

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ନବଦମ୍ପତିଙ୍କ ବୈବାହିକ ଜୀବନକୁ ସୁସ୍ଥ, ସୁନ୍ଦର କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଉପହାର ମାଧ୍ୟମରେ ସଚେତନ କରିବ ଜାତୀୟ ସ୍ବାସ୍ଥ୍ୟ ମିଶନ। ଉକ୍ତ ଉପହାରର ନାଁ ରହିଛି ‘ନବଦମ୍ପତି କିଟ୍‌’। ଏ…

୧୮ରେ ଆଉ ଏକ ଲଘୁଚାପ ସମ୍ଭାବନା, ୨ ଦିନ ଲାଗି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ରାଜ୍ୟରେ ଗୋଟିଏ ଗୋଟିଏ ଲଘୁଚାପ ଜାରି ରହିଛି। ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଶୁକ୍ରବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ…

କଂଗ୍ରେସରୁ ମୁହଁ ଫେରାଉଛନ୍ତି ନେତା

ଭୁବନେଶ୍ୱର,୧୨।୮(ବ୍ୟୁରୋ): ଅନେକ ନେତା ଏବଂ କର୍ମୀ ଏବେ କଂଗ୍ରେସରୁ ମୁହଁ ଫେରାଇ ନେଉଛନ୍ତି। କ୍ରାନ୍ତି ଦିବସରେ ୩୦ରୁ ଅଧିକ ନେତା କଂଗ୍ରେସ ଛାଡ଼ିଥିବା ବେଳେ ପୁଣି ଶୁକ୍ରବାର ୫୦ରୁ ଅଧିକ ଯୁବ କଂଗ୍ରେସ ନେତା ଦଳ ଛାଡ଼ିଛନ୍ତି । ପିସିସି ସଭାପତି…

ଓଡ଼ିଶାର ୪ ପୋଲିସ ଅଧିକାରୀ ହେବେ ସମ୍ମାନିତ

ଭୁବନେଶ୍ୱର,୧୨।୮(ବ୍ୟୁରୋ): କେନ୍ଦ୍ର ଗୃହ ମନ୍ତ୍ରାଣାଳୟ ପକ୍ଷରୁ ଦେଶର ୧୫୧ ପୋଲିସ ଅଧିକାରୀଙ୍କୁ ସମ୍ମାନିତ କରାଯିବ। ସେମାନଙ୍କ ମଧ୍ୟରୁ ଓଡ଼ିଶାର ୪ ଜଣ ପୋଲିସ ଅଧିକାରୀଙ୍କ ନାମ ଘୋଷଣା କରାଯାଇଛି। ଆସନ୍ତା ୧୫ ତାରିଖରେ ସ୍ବାଧୀନତା ଦିବସ ଅବସରରେ ଏହି ଦକ୍ଷ ପୋଲିସ…

ପୁଣି ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୬୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ କେନ୍ଦ୍ରାପଡ଼ାର ଜଣେ ୭୫…

ସୁବର୍ଣ୍ଣରେଖା, ଦେଓ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଗସ୍ତ କରି ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଏବଂ ଦେଓ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହା ପରେ ରାସଗୋବିନ୍ଦପୁରସ୍ଥିତ ଟିକପଦାଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନଜାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?