ମେଟ୍ରୋ

ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ: ୨ଟି ବଡ଼ ପ୍ରକଳ୍ପର କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଜିଲାରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ସୁବର୍ଣ୍ଣରେଖା ପ୍ରକଳ୍ପ ଏବଂ ଦେଓ ପ୍ରକଳ୍ପର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଭିଡିଓ କନ୍‌ଫରେନସ୍‌ ଜରିଆରେ ବାରିପଦାର ପୌର ପରିଷଦର ୬ଟି ଖେଳ ପଡିଆର…

ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫.୪୫ରେ ଏହି ବୈଠକ ବସିବା ନେଇ ସୂଚନା ମିଳିଛି। ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ।

୧୩ରୁ ବଢିବ ବର୍ଷା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୧୨।୮(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୩ ତାରିଖରୁ ବର୍ଷାର ପରିମାଣ ବଢିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୧୩ ତାରିଖରୁ ୧୫ ଯାଏ ଝଡ-ପବନ ହେବା ସହ ସର୍ବାଧିକ ୬୫ କି.ମି. ବେଗରେ ପବନ…

ଆଜି ରାଜ୍ୟରୁ ୫୮୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୫୮୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୧,୭୮୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୪୦ ଜଣ ଚିହ୍ନଟ ହୋଇଥିବା…

ବାଇକ୍‌ ଲୁଟେରା ଗ୍ୟାଙ୍ଗ୍‌ ଧରାପଡ଼ିଲା

ଭୁବନେଶ୍ୱର(ବ୍ୟୁରୋ)/ଜଟଣୀ, ୧୨ା୮ (ଡି.ଏନ୍‌.ଏ.): ଜଟଣୀ, ଖୋର୍ଦ୍ଧା, ପୁରୀ, ଟାଙ୍ଗୀ ଓ ଭୁବନେଶ୍ୱର ଆଦି ସ୍ଥାନରୁ ଛିନ୍‌ତାଇ ଓ ଲୁଟ୍‌ କରୁଥିବା ଏକ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି କମିଶନରେଟ୍‌ ପୋଲିସ। ଏକ ନମ୍ବରବିହୀନ ଗାଡ଼ିରେ ଯାଇ ଲୋକଙ୍କଠାରୁ ମୋବାଇଲ, ଭ୍ୟାନିଟ୍‌, ଟଙ୍କା ଆଦି…

ପିଏନ୍‌ବି ଦ୍ୱାରା ‘ଫିଲ୍ମ ସମୀକ୍ଷା ଲେଖା ପ୍ରତିଯୋଗିତା’

ଭୁବନେଶ୍ୱର,୧୨।୮:ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ଏବଂ ଟାଉନ୍‌ ଅଫିସିଆଲ୍‌ ଲାଙ୍ଗୁଏଜ୍‌ ଇମ୍ପ୍ଲିମେଣ୍ଟସନ କମିଟି (ବ୍ୟାଙ୍କ) ଭୁବନେଶ୍ୱରର ସହଯୋଗିତାରେ ଏକ ‘ଫିଲ୍ମ ସମୀକ୍ଷା ଲେଖା ପ୍ରତିଯୋଗିତା’ ନିକଟରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଟାଉନ ଅଫିସିଆଲ୍‌ ଲାଙ୍ଗୁଏଜ୍‌ ଇମ୍ପ୍ଲିମେଣ୍ଟସନ୍‌…

ମହିନ୍ଦ୍ରାର ନ୍ୟୁ ବୋଲେରୋ ମ୍ୟାକ୍ସ ପିକ୍‌-ଅପ୍‌

ଭୁବନେଶ୍ୱର,୧୨।୮:ଦେଶର ପ୍ରମୁଖ ଅଟୋଶିଳ୍ପ ‘ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା’ (ଏମ୍‌ ଆଣ୍ଡ ଏମ୍‌) ଲିମିଟେଡ୍‌ ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନ୍ୟୁ ବେଲୋରୋ ମ୍ୟାକ୍ସ ପିକ୍‌-ଅପ୍‌ର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି କମ୍ପାନୀର ବୋଲେରୋ ମ୍ୟାକ୍ସ ପିକ୍‌ଅପ୍‌ ସିଟି-୩୦୦୦ ବ୍ରାଣ୍ଡକୁ…

ଅଗଷ୍ଟ ୨୧ରେ ‘ଏଇ ରାଖୀ ତୋ ରକ୍ଷାକବଚ’

ଭୁବନେଶ୍ୱର,୧୨।୮:ରାଜ୍ୟର ପ୍ରମୁଖ ଘରୋଇ ମନୋରଞ୍ଜନଭିତ୍ତିକ ଚ୍ୟାନେଲ ଜୀ ସାର୍ଥକର ‘ଜୀ ସାର୍ଥକ ଫିଲ୍ମସ’ରେ ରାଖୀ ପୂର୍ଣ୍ଣିମା ଅବସରରେ ନୂଆ ସିନେମା ‘ଏଇ ରାଖୀ ତୋ ରକ୍ଷା କବଚ’ ର ପୋଷ୍ଟର ଓ ଅଡିଓ ରିଲିଜ ହୋଇଯାଇଛି। ଉକ୍ତ ଚଳଚ୍ଚିତ୍ରରେ ଭାଇ-ଭଉଣୀର ସମ୍ପର୍କକୁ…

ତଦନ୍ତରେ ଅସହଯୋଗ, ଶାଶୁଘର ଲୋକଙ୍କୁ ନୋଟିସ

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ନବବଧୂ ପ୍ରଜ୍ଞାପାରମିତା ସ୍ବାଇଁଙ୍କ ଆତ୍ମହତ୍ୟାର କାରଣ ଖୋଜୁଛି ପୋଲିସ। ଶାଶୁଘର ଲୋକଙ୍କ ନିର୍ଯାତନା ସହି ନ ପାରି ସେ ଆତ୍ମହତ୍ୟା କରିଥିବା ନେଇ ତାଙ୍କ ଭାଇ ଅଭିଯୋଗ କରିଥିଲେ। ଘଟଣାକୁ ୭ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ…

ଓଡ଼ିଶା ରେଡ୍‌-ଭାଓଲେଟ ଯୁଗ୍ମ ବିଜେତା

ଭୁବନେଶ୍ୱର, ୧୨।୮(କ୍ରୀଡ଼ା ପ୍ରତିନିଧି):ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ କଟକରେ ଅନୁଷ୍ଠିତ ମହିଳା ଟି୨୦ କ୍ରିକେଟ ପ୍ରତିଯୋଗିତା ଗୁରୁବାର ଶେଷ ହୋଇଛି। ଏଥିରେ ଓଡ଼ିଶା ରେଡ୍‌ ଓ ଓଡ଼ିଶା ଭାଓଲେଟକୁ ଯୁଗ୍ମ ବିଜେତା ଘୋଷଣା କରାଯାଇଛି। ଉଭୟ ଦଳ ଫାଇନାଲରେ ପ୍ରବେଶ…

ଆଜି ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ

ଭୁବନେଶ୍ବର,(ବ୍ୟୁରୋ)/ ବାରିପଦା ଅଫିସ,୧୨ା୮:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ସରକାରୀ ଯୋଜନାର ଶୁଭାରମ୍ଭ କରିବା ଲାଗି ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତ କରିବେ। ଏହି ଗସ୍ତ କାଳରେ ସେ ସୁବର୍ଣ୍ଣରେଖା ଅତିରିକ୍ତ ଜଳସେଚନ ପ୍ରକଳ୍ପ ଓ ଦେଓ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିବେ।…

ନୂଆ ପ୍ରଭାରୀ ନିଯୁକ୍ତି ପରେ ବଢ଼ିଛି ଉତ୍ସାହ

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଓଡିଶା ଗସ୍ତ ସାରି ଫେରିଯିବାର ଦିନକ ପରେ ରାଜ୍ୟ ଭାଜପା ପ୍ରଭାରୀଙ୍କୁ ବଦଳାଇ ଆଉ ଜଣଙ୍କ ହାତରେ ଦାୟିତ୍ୱ ଟେକିଦେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହାଠାରୁ ଅଧିକ ଆଶ୍ଚର୍ଯ୍ୟ କରିଛି, ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?