ମେଟ୍ରୋ

ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡ଼ି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଲା। ୪ ରାଜ୍ୟ ସଭା ଆସନ ପାଇଁ ବିଜେଡ଼ି ରବିବାର ପ୍ରାର୍ଥୀ ଘୋଷଣା କରିଛି। ସୁଲତା ଦେଓ, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶି ଏବଂ ସସ୍ମିତ୍‌ ପାତ୍ରଙ୍କ ନାମ ଘୋଷଣା କରିଛି ବିଜେଡ଼ି। ଏ…

କେରଳ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୯।୫(ବ୍ୟୁରୋ): କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟର ୩ ଦିନ ଆଗରୁ ମୌସୁମୀ ବାୟୁ ଆଜି କେରଳ ପହଞ୍ଚିଛି। ଏ ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍‌ ୧ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…

ବଢିଲା ଏକକ ୟୁଜି ପ୍ରବେଶିକା ପରୀକ୍ଷାର ଆବେଦନ ଅବଧି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଦେଶର ବିଭିନ୍ନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସ୍ନାତକ ନାମଲେଖା ପାଇଁ ଏକକ ୟୁଜି ପ୍ରବେଶିକା ପରୀକ୍ଷା (ସିୟୁଇଟି)ର ଆବେଦନ ଅବଧି ପୁଣି ବଢିଛି । ଛାତ୍ରୀଛାତ୍ର ଆସନ୍ତା ୩୧ ତାରିଖ ରାତି ୯ଟା ଯାଏ ଅନଲାଇନ୍‌ରେ ଆବେଦନ କରିପାରିବେ । ସେହିଦିନ…

ପୁଣି ରାଜ୍ୟରେ ୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ରବିବାର ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ପିଲା ଅଛନ୍ତି। ୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

‘ହିଲାରୀ, ନର୍ଗେ ମନେ ରହିବେ’

ଭୁବନେଶ୍ୱର, ୨୯।୫ (ସ୍ପୋଟର୍‌ସ ବ୍ୟୁରୋ): ଅନ୍ତର୍ଜାତୀୟ ଏଭରେଷ୍ଟ ଦିବସ ପ୍ରତି ବର୍ଷ ମେ’ ୨୯ତାରିଖରେ ପାଳିତ ହୋଇଥାଏ। ୧୯୫୩ ମସିହାରେ ଏହି ଦିନ ସାର୍‌ ଏଡମଣ୍ଡ୍‌ ହିଲାରୀ ଓ ତେନ୍‌ଜିଂ ନର୍ଗେ ପ୍ରଥମେ ମାଉଣ୍ଟ ଏଭରେଷ୍ଟ ଆରୋହଣ କରିଥିଲେ। ୨୦୦୮ରେ ତେନ୍‌ଜିଂ…

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବ୍ରାଉନସୁଗାର ବେପାରୀଙ୍କ ସହ କାରାବାର ବୃଦ୍ଧି ପାଇବାରେ ଲାଗିଛି। ବାହାର ରାଜ୍ୟରୁ ବ୍ରାଉନ୍‌ସୁଗାର ଆଣି ଏଠାରେ କିଭଳି କାରବାର କରାଯାଇପାରିବ ସେନେଇ ଭିନ୍ନ ଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି। ଏହି କ୍ରମରେ ଶୁକ୍ରବାର ସ୍ପେଶାଲ…

୫ ଦିନିଆ ରିମାଣ୍ଡରେ ରାଜେଶ,ରବିନ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ଚକରା ଗ୍ୟାଙ୍ଗରେ ସାମିଲ ହୋଇ ରାଜଧାନୀର ବିଭିନ୍ନ ସ୍ଥାନରୁ ବନ୍ଧୁକ ମୁନରେ ଆତଙ୍କ ଖେଳାଇ ଲୁଟ୍‌ପାଟ, ରାହାଜାନି, ଡକାୟତି ଭଳି ଅପରାଧରେ ଜଡ଼ିତ ୨ଅଭିଯୁକ୍ତ ରାଜେଶ ମହାପାତ୍ର ଓ ରବିନ ଶତପଥୀଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି ଖଣ୍ଡଗିରି…

ଫଳ ଦର ଆକାଶଛୁଆଁ

ଭୁବନେଶ୍ୱର, ୨୯।୫ (ବ୍ୟୁରୋ): ସୋମବାର ସାବିତ୍ରୀ ବ୍ରତ। ମହିଳାମାନେ ସ୍ବାମୀଙ୍କ ମଙ୍ଗଳ ମନାସି ଠାକୁରଙ୍କ ନିକଟରେ ସାତ ଫଳ ଭୋଗ କରି ପୂଜା କରିବେ। ତେଣୁ ଫଳବଜାରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଗ୍ରାହକଙ୍କ ଚାହିଦାକୁ ଦେଖି ଫଳ ଦର ମଧ୍ୟ…

ବିକାଶ ନାଁରେ ରାଜଧାନୀ ହେବ ବୃକ୍ଷଶୂନ୍ୟ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଉନ୍ନୟନମୂଳକ କାର୍ଯ୍ୟ ପାଇଁ ରାଜଧାନୀ ଭୁବନେଶ୍ୱରରେ ଗଛକଟା ଚାଲିଛି। ପଚାଶ ବର୍ଷରୁ ଊର୍ଦ୍ଧ୍ୱ ବିଶାଳକାୟ ଗଛକୁ ମଧ୍ୟ କାଟି ପଦା କରି ଦିଆଯାଉଛି। ବିକାଶ ବାହାନାରେ ଜଙ୍ଗଲ ବିଭାଗ ମଧ୍ୟ ଅନୁମତି ଦେଉଛି। ଏଭଳି ଧାରା ଜାରି ରହିଲେ ଅଳ୍ପ…

ନନ୍ଦନକାନନ ପିଛା ଛାଡ଼ୁନି ବିବାଦ

ଭୁବନେଶ୍ୱର, (ବ୍ୟୁରୋ)/ବାରଙ୍ଗ, ୨୯।୫ (ଡି.ଏନ୍‌.ଏ.): ଦେଶର ଅନ୍ୟତମ ପ୍ରମୁଖ ଚିଡ଼ିଆଖାନା ନନ୍ଦନକାନନ ଏବେ ଅସୁରକ୍ଷିତ ପ୍ରାଣୀ ଉଦ୍ୟାନରେ ପରିଣତ ହୋଇଛି। ପ୍ରତିଦିନ ଜୀବଜନ୍ତୁଙ୍କ ମୃତ୍ୟୁ ଖବର ମିଳୁଛି। ଦୁର୍ନୀତି, ପର୍ଯ୍ୟଟକଙ୍କୁ ଆକ୍ରମଣ, ଦୁର୍ବ୍ୟବହାର ଘଟଣାରେ ନନ୍ଦନକାନନ ବିବାଦ ଘେରକୁ ଚାଲି ଆସିଥିବାବେଳେ…

ବିଳମ୍ବ ହୋଇପାରେ ମୌସୁମୀ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଚଳିତ ବର୍ଷ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଟିକେ ସଅଳ ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଥିଲା। ମେ’ ୨୭ ସୁଦ୍ଧା ମୌସୁମୀ କେରଳ ଛୁଇଁବ ବୋଲି ଆକଳନ କରାଯାଇଥିଲା। ହେଲେ ଏ ପର୍ଯ୍ୟନ୍ତ କେରଳରେ ପହଞ୍ଚି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୋନୁ ସୁଦ୍‌

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ବଲିଉଡ୍‌ ଅଭିନେତା ତଥା ସମାଜସେବୀ ସୋନୁ ସୁଦ୍‌ ଶନିବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ନବୀନ ନିବାସକୁ ଯାଇ ସୋନୁ ସୁଦ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। କରୋନା ମହାମାରୀ ସମୟରେ ଅନେକ ଲୋକଙ୍କୁ ସହାୟତାର ହାତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri