ମେଟ୍ରୋ

‘ନବୀନ ସ୍ବଚ୍ଛତା ପ୍ରତିଶ୍ରୁତି ଦେଲେ ଘର ଦିଆଯିବ’

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏଓ୍ବାଇ)ରେ ବ୍ୟାପକ ଅନିୟମିତତା ହୋଇଛି। ଘର ବଣ୍ଟନରେ ଆଦୌ ସ୍ବଚ୍ଛତା ନାହିଁ। ଉପଯୁକ୍ତ ହିତାଧିକାରୀ ଘର ପାଇନାହାନ୍ତି। ବାତ୍ୟା ଫନୀ ଦ୍ୱାରା କ୍ଷତିଗ୍ରସ୍ତ ୩୭% ଲୋକଙ୍କୁ ଘର ମିଳିବାରେ ଏପଟସେପଟ ହୋଇଛି। ଏହି ଯୋଜନାରେ…

ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ

ଭୁବନେଶ୍ବର, ୧୨ା୮(ବ୍ୟୁରୋ):ରାଜ୍ୟର ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ସ୍ନାତକ(ୟୁଜି) ପାଠ୍ୟକ୍ରମରେ ୨୦୨୨-୨୩ ବର୍ଷ ଲାଗି ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାରଠାରୁ ସାମ୍ସ ପୋର୍ଟାଲ ଜରିଆରେ ନାମଲେଖା ପାଇଁ ଆବେଦନ କରାଯାଉଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଆବେଦନ…

ଚାଇନା ନାଗରିକଙ୍କ ଲୋନ୍‌ ଆପ୍‌ ଠକେଇ ମାମଲା: ନୀତିନ୍‌ଙ୍କ ଜାମିନ ଖାରଜ

ଭୁବନେଶ୍ୱର,୧୨/୮(ବ୍ୟୁରୋ):ଚାଇନା ନାଗରିକଙ୍କ ଦ୍ୱାରା ବଡ଼ଧରଣର ଲୋନ୍‌ ଆପ୍‌ ଠକେଇ ଓ ନିର୍ଯାତନା ସଂକ୍ରାନ୍ତ ମାମଲାରେ ଗିରଫ ହୋଇଥିବା ଭାରତୀୟ ମୁଖ୍ୟ ଅଭିଯୁକ୍ତ ନୀତିନ୍‌ ମଲ୍ଲିକଙ୍କ ଜାମିନ ଆବେଦନକୁ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ ଗୁରୁବାର ଖାରଜ କରିଦେଇଛନ୍ତି। ଅନ୍ୟପକ୍ଷରେ ଅଭିଯୁକ୍ତ ନୀତିନ୍‌ଙ୍କୁ ମୁମ୍ବାଇ…

ଦୁର୍ବଳ ଶିକ୍ଷାରୁ ୮୮୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୧୨ା୮(ବ୍ୟୁରୋ):ଗୁଣାତ୍ମକ ଶିକ୍ଷା ଅଭାବରୁ ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି। ଅଭିଭାବକମାନେ ସରକାରୀ ସ୍କୁଲରୁ ମୁହଁ ମୋଡୁଛନ୍ତି। ଆର୍ଥିକ କ୍ଷେତ୍ରରେ ସ୍ବଚ୍ଛଳ ନ ଥିବା ନିମ୍ନ ମଧ୍ୟବିତ୍ତ ପରିବାର ମଧ୍ୟ ନିଜ ପିଲାକୁ ସରକାରୀ ସ୍କୁଲରେ…

ଶୁକ୍ରବାର ମୟୁରଭଞ୍ଜ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୧୧।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଜିଲା ଗସ୍ତ କରିବେ। ପୂର୍ବାହ୍ନ ୧୧ଟାରେ ମୟୁରଭଞ୍ଜ ଜିଲା କରଞ୍ଜିଆଠାରେ ପହଞ୍ଚି ଦେଓ ପ୍ରକଳ୍ପର ଉଦ୍‌ଘାଟନ କରିବେ ବୋଲି ସୂଚନା ମିଳିଛି । ଏହା ପରେ ରାସଗୋବିନ୍ଦପୁର ବ୍ଲକ ଟିକପଡାଠାରେ ସୁବର୍ଣ୍ଣରେଖା ପ୍ରକଳ୍ପ…

ରାଜ୍ୟରୁ ସୁସ୍ଥ ହେଲେ ୮୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୮୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୩,୦୮୧,୬୬ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା…

ଅଲାରନାଥଙ୍କ ଦର୍ଶନ କଲେ ୫ଟି ସଚିବ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ପ୍ରଭୁ ଶ୍ରୀ ଅଲାରନାଥଙ୍କ ଦର୍ଶନ କଲେ ୫ଟି ସଚିବ ଭିକେ ପାଣ୍ଡିଆନ। ଗୁରୁବାର ଅପରାହ୍ନରେ ଦର୍ଶନ କରିବା ସହ ମନ୍ଦିରର ସ୍ଥିତି ସମୀକ୍ଷା କରିଥିବା ଜଣାପଡିଛି। ମନ୍ଦିର ସୌନ୍ଦର୍ଯ୍ୟକରଣ, ଉନ୍ନତି ଓ ଜଳ ନିଷ୍କାସନ ସମ୍ପର୍କରେ ମନ୍ଦିର ପ୍ରଶାସନ ଓ…

ଆହୁରି ୫ଦିନ ବର୍ଷିବ

ଭୁବନେଶ୍ୱର,୧୧।୮(ବ୍ୟୁରୋ):ଆସୁଛି ଆଉ ଏକ ଲଘୁଚାପ। ଆହୁରି ୫ଦିନ ଯାଏ ବର୍ଷିବ। ଏ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ପାଣିପାଗ ବିଜ୍ଞାନୀଙ୍କ କହିବାନୁଯାୟୀ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଗୁରୁବାର, ଶୁକ୍ରବାର ପ୍ରବଳ ବର୍ଷା…

ସେପ୍ଟେମ୍ବର ୨ରୁ ବିଧାୟକ ଷ୍ଟଡି ଟୁର୍‌ରେ ଯିବେ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ବିଧାନସଭା ସଚିବାଳୟ ପରିସରରେ ବୁଧବାର ସଦାଚାର କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କମିଟିର ଅଧ୍ୟକ୍ଷ ବରିଷ୍ଠ ବିଧାୟକ ଅମର ପ୍ରସାଦ ଶତପଥୀ ଅଧ୍ୟକ୍ଷତା କରିଥିଲେ। ଏଥିରେ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇ ପରବର୍ତ୍ତୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯାଇଥିଲା।…

ଅଗ୍ନିଶମ ବାହିନୀର ନାଁ ‘ଅଗ୍ନିଶମ ଏମର୍ଜେନ୍ସି ବିଭାଗ’ ହେବ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ଅଗ୍ନିଶମ ବାହିନୀର ନାଁ ବଦଳି ହେବ ‘ଅଗ୍ନିଶମ ଏମର୍ଜେନ୍ସି ବିଭାଗ’। ଏଥିସହ ଏନ୍‌ଡିଆର୍‌ଏଫ୍‌ ଭଳି ଅଗ୍ନିଶମ ବାହିନୀ ମଧ୍ୟ ତ୍ୱରିତ ସେବା ପ୍ରଦାନ କରିବା ସହ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଅନ୍ତର୍ଜାତୀୟମାନର ପ୍ରଶିକ୍ଷଣ ଦିଆଯିବ ବୋଲି ବୁଧବାର ଓଡ଼ିଶା…

ଆଜି ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଗୁରୁବାର ୬୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭଦ୍ରକର ଜଣେ ୮୦ ବର୍ଷୀୟ…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୫୩୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଗୁରୁବାର ରାଜ୍ୟରୁ ୫୩୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୩୦୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?