ମେଟ୍ରୋ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୧୭୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଜୁନ ୨ରୁ ଯୁକ୍ତ ୨ ଖାତାଦେଖା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଯୁକ୍ତ ୨ ଖାତାଦେଖା ଜୁନ ୨ରୁ ଆରମ୍ଭ ହେବ। ରାଜ୍ୟର ସମୁଦାୟ ୬୪ଟି ମୂଲ୍ୟାୟନ କେନ୍ଦ୍ରରେ ଅଫଲାଇନ୍‌ ମୂଲ୍ୟାୟନ ହେବ। ଏହାବାଦ୍‌ ୩୭ଟି କେନ୍ଦ୍ରରେ ଅନଲାଇନ ମୂଲ୍ୟାୟନ ହେବ । ସମୁଦାୟ ୨ଟି ପର୍ଯ୍ୟାୟରେ ଯୁକ୍ତ ୨ ଖାତା ମୂଲ୍ୟାୟନ…

ପୁଣି ତାତି, ୪୦ ଡିଗ୍ରୀ ଉପରେ ରହୁଛି ପାରଦ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ପୁଣି ତାତି ଅନୁଭୂତ ହେଉଛି। କିଛିଦିନ ହେଲା ବିଭିନ୍ନ ଜିଲାରେ ୪୦ ଡିଗ୍ରୀ ଉପରେ ପାରଦ ରହୁଛି । ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକଠାରୁ ଉପରମୁହାଁ ହେବାରେ ଲାଗିଛି ପାରଦ । ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ହୀରାକୁଦ, ଟିଟିଲାଗଡ଼,…

କମୁଛି କରୋନା, ଚିହ୍ନଟ ହେଲେ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୨୨ ଜଣକୁ ବୃଦ୍ଧି ପାଇଛି । ଏ ନେଇ ଶନିବାର ରାଜ୍ୟ ସୂଚନା ଓ ଲୋକ…

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଓଏଏସ୍‌ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଭଞ୍ଜନଗର ଉପଜିଲାପାଳ ତଥା ବରିଷ୍ଠ ଓଏଏସ ରାଜେନ୍ଦ୍ର ମିଞ୍ଜଙ୍କୁ ପଦୋନ୍ନତି ଦେଇ ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲ…

ତାଲିକାରେ ରହିଲେ, ଆସିବେନି ବହୁ ନେତା

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆସନ୍ତା ୩୧ରେ ଭୋଟ ଗ୍ରହଣ ହେବ। ତେବେ ଉପନିର୍ବାଚନରେ ଭଲ ପ୍ରଦର୍ଶନ କରି ବିଜୟ ମୁକୁଟ ପିନ୍ଧିବା ସକାଶେ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ଜୋର୍‌ଦାର ପରିଶ୍ରମ କରୁଛନ୍ତି।…

୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲା ବାଷ୍ପୀକରଣ ଲକ୍ଷ୍ୟ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ଭାରତରେ ୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲା ବାଷ୍ପୀକରଣ ଲକ୍ଷ୍ୟ ରଖାଯାଇଛି। ଏଥିଲାଗି କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ମିଶନ ଦସ୍ତାବିଜ୍‌ ପ୍ରସ୍ତୁତ କରାଯାଇଛି। ଭବିଷ୍ୟତରେ କୋଇଲା ବାଷ୍ପୀକରଣ କ୍ଷେତ୍ରରେ ବ୍ୟାପକ ସମ୍ଭାବନା ରହିଛି। କୋଇଲା ଜଳାଇବା…

ରାସ୍ତା କାମ ନାଁରେ ଅର୍ଥ ବରବାଦ ମସୁଧା

ଭୁବନେଶ୍ୱର, ୨୮।୫ (ବ୍ୟୁରୋ): ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର ସହର ଭାବେ ଗଢିବା ପାଇଁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ବିଏମ୍‌ସି, ବିଏସ୍‌ସିଏଲ୍‌, ପୂର୍ତ୍ତ ବିଭାଗ, ଇଡ୍‌କୋ ପକ୍ଷରୁ ଉନ୍ନୟନ କାମ କରାଯାଉଛି। ମାତ୍ର ସମନ୍ବୟ ଅଭାବରୁ ଯୋଜନା ଓ ଲକ୍ଷ୍ୟ…

କେ-ପପ୍‌ ଗ୍ରୁପ୍‌ରେ ଓଡ଼ିଆ ଝିଅ ଶ୍ରେୟା

ଭୁବନେଶ୍ୱର,୨୮।୫(ବ୍ୟୁରୋ): କେ-ପପ୍‌ ବା କୋରିଆନ ପପ୍‌ ସଙ୍ଗୀତକୁ ନେଇ ବିଶ୍ୱ ଯୁବପିଢିଙ୍କ ମଧ୍ୟରେ ଭିନ୍ନ କ୍ରେଜ୍‌ ରହିଛି। ସାରା ବିଶ୍ୱରେ ପପ୍‌ ସଙ୍ଗୀତପ୍ରେମୀଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ଏଥିସହ ଯୋଡି ହୋଇଯାଇଛି ଓଡ଼ିଶା। କାରଣ ଓଡ଼ିଶାର ଝିଅ ଶ୍ରେୟା ଲେଙ୍କା ଏବେ…

ଆଣ୍ଟିଜେନ୍‌ ଟେଷ୍ଟ କିଟ୍‌ ଉତ୍ପାଦନ ଆରମ୍ଭ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଇନ୍‌ଫୋସିଟିଠାରେ କୋଭିଡ୍‌-୧୯ ପରୀକ୍ଷା ଲାଗି ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ କିଟ୍‌ ଉତ୍ପାଦନର ଶୁଭାରମ୍ଭ କରିଛନ୍ତି। ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଯେକୌଣସି ଅଞ୍ଚଳରେ ଏହି କିଟ୍‌ ପହଞ୍ଚତ୍ ପାରିବ। ରାଜ୍ୟର ଜରୁରୀ ଆବଶ୍ୟକତାକୁ…

ଲଲାଟଙ୍କୁ ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଚିତ୍ରକଳା ଓ ସ୍ଥାପତ୍ୟ କଳା କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର-୨୦୨୧’ ଶୁକ୍ରବାର ଘୋଷଣା କରାଯାଇଛି। ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକ ଏହି ପୁରସ୍କାର ପାଇବେ। ସେହିଭଳି ଶିଳ୍ପୀ ସମ୍ବର୍ଦ୍ଧନା ପାଇଁ ଚିତ୍ରଶିଳ୍ପୀ ଜ୍ୟୋତିର୍ମୟୀ ମହାନ୍ତି, ବଳଦେବ ମହାରଥା,…

ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ସ୍ଥଗିତ ରଖିଲା ଓପିଏସ୍‌ସି

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ରାଜ୍ୟ ସରକାର ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ଜାରି ରଖିଥିଲେ। ଶିକ୍ଷାବିତ୍‌ଙ୍କ ବିରୋଧ ଓ ୟୁଜିସିର ତାଗିଦ୍‌ ପରେ ଶୁକ୍ରବାର ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଏହି ପରୀକ୍ଷାକୁ ପରବର୍ତ୍ତୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri