ମେଟ୍ରୋ

୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଦୁର୍ବଳ ହୋଇ ଛତିଶଗଡ଼ ଏବଂ ପୂର୍ବ ମଧ୍ୟପ୍ରଦେଶ ଉପରେ ରହିଛି। ଆସନ୍ତା ୧୨ ଘଣ୍ଟା ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଦୁଇ ଦିନ ପରେ…

ଏଫସିଆଇ ଏମ୍‌ଡି ହେଲେ ଅଶୋକ ମୀନା

ଭୁବନେଶ୍ବର, ୧୧ା୮(ବ୍ୟୁରୋ): ୨ ଜଣ ଆଇଏଏସ୍‌ ଅଫିସର ଗତ ସପ୍ତାହରେ ଡେପୁଟେସନ ସାରି ଓଡ଼ିଶା ଫେରିଛନ୍ତି। ବୁଧବାର ରାଜ୍ୟ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନାଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି। ଅନ୍ୟପଟେ ଆଇଏଏସ୍‌ ଉଷା ପାଢୀଙ୍କୁ ଯୁଗ୍ମ…

ରକ୍ଷାବନ୍ଧନ ପାଇଁ ନବୀନ ନିବାସ ନ ଆସିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ରାଖୀ ପୂର୍ଣ୍ଣିମା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ରକ୍ଷା ବନ୍ଧନରେ କେହି ନବୀନ ନିବାସକୁ ନ ଆସିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।   ରାକ୍ଷୀ ପୂର୍ଣ୍ଣିମା ପାଇଁ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୫୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୦୭,୩୦୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

୯ ଅଧିକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ବେଳେ ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀ ଭାବେ ବନ୍ଦ…

୭୯ ବର୍ଷରେ ବିଧାୟକ ସୁର ରାଉତରାୟ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ୭୯ ବର୍ଷରେ ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟ। ବୁଧବାର ରାଜନେତାଙ୍କ ପ୍ରଶଂସକ ଓ କଂଗ୍ରେସ କର୍ମୀ ତାଙ୍କ ବାସଭବନ ପହଞ୍ଚି ଅଭିନନ୍ଦନ ଜଣାଇଛନ୍ତି । କହିବାକୁ ଗଲେ ବୟସାଧିକ ସତ୍ତ୍ୱେ ଓଡ଼ିଶା ରାଜନୀତିରେ ଯେଉଁ…

ସୁନୀଲ ବଂଶଲ ରାଜ୍ୟ ଭାଜପା ପ୍ରଭାରୀ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟ ଭାଜପା ପାଇଁ ନୂଆ ପ୍ରଭାରୀ ନିଯୁକ୍ତ ହୋଇଛନ୍ତି। ବୁଧବାର ସୁନୀଲ ବଂଶଲଙ୍କୁ ରାଜ୍ୟ ଭାଜପା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଥିବା ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସୁନୀଲଙ୍କୁ ଓଡ଼ିଶା ସହିତ ପଶ୍ଚିମବଙ୍ଗ ଏବଂ…

ପୁଣି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ପୁଣି ଆଉ ଏକ ଲଘୁଚାପ ଆସୁଛି। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଅଗଷ୍ଟ ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଅଧିକି ଘନୀଭୂତ…

ଲଗାଣ ବର୍ଷା ଯୋଗୁ ବ୍ୟାପିପାରେ ହଇଜା: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ଲଗାଣ ବର୍ଷା ଯୋଗୁ ପୁଣି ହଇଜା, ଝାଡାବାନ୍ତି ବ୍ୟାପିପାରେ। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମଶ୍ର ସତର୍କ କରାଇଛନ୍ତି। ସେ କହିଛନ୍ତି, ସବୁ ଜିଲା ସିଡିଏମ୍‌ଓଙ୍କୁ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଝାଡାବାନ୍ତି ବ୍ୟାପିଥିବା…

ବଦଳିଲା ନିଷ୍ପତ୍ତି: ସ୍ବାଧୀନତା ଦିବସରେ ସାମିଲ ହେବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୦।୮(ବ୍ୟୁରୋ): ବଦଳିଲା ନିଷ୍ପତ୍ତି। ସ୍ବାଧୀନତା ଦିବସରେ ଛାତ୍ରୀଛାତ୍ର ସାମିଲ ହେବେ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍କୁଲ୍‌ରେ ଛାତ୍ରୀଛାତ୍ର ସାମିଲ ହେବେନି ବୋଲି ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ହୋଇଥିଲା।…

ଡରାଉଛି କରୋନା: ରାଜ୍ୟରେ ୬୫୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୨୮ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୮୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୬୯…

ରାଜଧାନୀରେ ଟ୍ରାଫିକ୍‌ ସମସ୍ୟା: ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜଧାନୀରେ ଏବେ ଟ୍ରାଫିକ୍‌ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଏହି ଟ୍ରାଫିକ୍‌ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭିକେ ପାଣ୍ଡିଆନ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?