ମେଟ୍ରୋ

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ବାଧ୍ୟ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପୁରୁଣା ଗାଡ଼ିରେ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚ୍‌ଏସ୍‌ଆର୍‌ପି) ଲଗାଇବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଛନ୍ତି। କେନ୍ଦ୍ରୀୟ ମୋଟର ଯାନ ଆଇନ ରୁଲ୍ସ-୧୯୮୯ର ରୁଲ୍ସ-୫୦ ଅନୁଯାୟୀ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ୨୦୨୨ ଅଗଷ୍ଟ ୩୧ରୁ…

ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ସ୍ଥଗିତ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ଅଧ୍ୟାପକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଥିଲା। ତେବେ ଏହାକୁ ଶିକ୍ଷାବିତ୍‌ମାନେ ବିରୋଧ କରିବାରୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି ) ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟମୋହନ ପଟ୍ଟନାୟକ ପାଇବେ ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ୨୦୨୧ ମସିହାର ସମ୍ମାନଜନକ ଧର୍ମପଦ ପୁରସ୍କାର ପ୍ରଦାନ କରାଯିବ। ଏନେଇ ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ସୂଚନା ଦିଆଯାଇଛି। ଏକାଡେମୀ ପକ୍ଷରୁ କୁହାଯାଇଛି, ୨୦୨୧ ମସିହା ପାଇଁ ଚିତ୍ରଶିଳ୍ପୀ ଲଲାଟମୋହନ ପଟ୍ଟନାୟକଙ୍କୁ…

ଆଣ୍ଟିଜେନ ଟେଷ୍ଟ କିଟ୍‌ ଶୁଭାରମ୍ଭ

ଭୁବନେଶ୍ୱର,୨୭।୫(ବ୍ୟୁରୋ): କରୋନା ପରୀକ୍ଷା ପାଇଁ ରାପିଡ ଆଣ୍ଟିଜେନ ଟେଷ୍ଟ କିଟ୍‌ ନିର୍ମାଣର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରେ ଇନ୍‌ଫୋସିଟିରେ ଏହି ଆଣ୍ଟିଜେନ ଟେଷ୍ଟ କିଟ୍‌ ନିର୍ମାଣର ଶୁଭାରମ୍ଭ କରିଛନ୍ତି । ୨୪ ଘଣ୍ଟା ମଧ୍ୟରେ…

୧୦ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୨୭।୫(ବ୍ୟୁରୋ): ରାଜ୍ୟର ୧୦ ଜିଲାରେ ଝଡ଼ବର୍ଷା ନେଇ ପାଣିପାଗ ବିଭାଗ ଶୁକ୍ରବାର ସତର୍କ ସୂଚନା ଜାରି କରିଛି। ଏହି ସବୁ ଜିଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଗଜପତି , କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର।

ପରୀକ୍ଷକଙ୍କୁ ମିଳିବ ସାବିତ୍ରୀ ଛୁଟି

ଭୁବନେଶ୍ୱର,୨୭।୫(ବ୍ୟୁରୋ): ପରୀକ୍ଷକ ସାବିତ୍ରୀରେ ଛୁଟି ନେଇପାରିବେ ବୋଲି ଶୁକ୍ରବାର ସରକାର ଘୋଷଣା କରିଛନ୍ତି। ଏ ନେଇ ସବୁ ବିଇଓ, କ୍ୟାମ୍ପ ଅଧିକାରୀ ଓ ସୁପରଭାଇଜରଙ୍କୁ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଚିଠି ଲେଖାଯାଇଛି। ଖାତା ଦେଖୁଥିବା ଯେକୌଣସି ଶିକ୍ଷକ ଇଚ୍ଛା ଅନୁସାରେ…

ରାଜଧାନୀରେ ଭାରି ମୋଟରଯାନ ଚଲାଇବେ ମହିଳା, କିନ୍ନର

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏଥର ଭାରି ମୋଟରଯାନ ଚଲାଇବେ ମହିଳା ଓ କିନ୍ନର । କ୍ରୁଟ ବା ମୋ ବସ୍‌ ପରିଚାଳନା ସଂସ୍ଥା ପକ୍ଷରୁ ସେମାନଙ୍କୁ ତାଲିମ ଦିଆଯିବ । ଏଥିପାଇଁ କ୍ରୁଟ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।…

ଆଜିଠୁ ଦୁଇ ଦିନ ବନ୍ଦ ରହିବ ପେଟ୍ରୋଲ ପମ୍ପ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଆଜିଠୁ ଦୁଇ ଦିନ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ। ସରକାର ଟାକ୍ସ କମାଇବା ଦ୍ୱାରା ପେଟ୍ରୋଲ ପମ୍ପ ଡିଲର୍ସମାନେ ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହୁଛନ୍ତି। ଏଥିପାଇଁ ତୈଳ…

ଆଜି ରାଜ୍ୟରୁ ୯ ପଜିଟିଭ୍‌ ଚିହ୍ନଟ, ୧୨,୮୮,୪୧୦ରେ ପହଞ୍ଚିଲାଣି ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ ହୋଇଥିବା…

ବିପଦରେ ବନ୍ୟପ୍ରାଣୀ

ଭୁବନେଶ୍ୱର,୨୭।୫ (ବ୍ୟୁରୋ): ରାଜ୍ୟରେ ବନ୍ୟପ୍ରାଣୀ ଶିକାର ଓ ଚୋରା ଚାଲାଣ ଦିନକୁ ଦିନ ବଢିବାରେ ଲାଗିଛି। ଫଳରେ ବନ୍ୟପ୍ରାଣୀ ବିପଦରେ ପଡ଼ିଲେଣି। ବନ୍ୟପ୍ରାଣୀଙ୍କ ସୁରକ୍ଷା ଓ ଚୋରା ଚାଲାଣ ରୋକିବାକୁ କଡ଼ାକଡ଼ି ଆଇନ, ସଚେତନତା କାର୍ଯ୍ୟକ୍ରମ ଓ ରାଜ୍ୟ ସରକାରଙ୍କ ପଦକ୍ଷେପ…

ମୋ ସରକାର’ରେ ମିଶିଲା ଆଉ ୩ ବିଭାଗ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ମୋ ସରକାର’ ବ୍ୟବସ୍ଥାରେ ଅର୍ଥ, ପୂର୍ତ୍ତ, ବାଣିଜ୍ୟ ଓ ପରିବହନ ବିଭାଗକୁ ସାମିଲ କରାଯାଇଛି। ଏହାପରେ ମୋଟ୍‌ ୩୧ଟି ବିଭାଗର ୨୫୦ ସେବା ଏହା ଅଧୀନକୁ ଆସିଛି। ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ‘ମୋ ସରକାର’ ନୂଆ ମଡେଲ ଦେଇପାରିଛି। କାର୍ଯ୍ୟକ୍ରମରେ…

ଜନ୍ମମୃତ୍ୟୁ ପଞ୍ଜୀକରଣ ତାଲିମ ଆରମ୍ଭ

ଭୁବନେଶ୍ୱର,୨୭ା୫: ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବାସ୍ଥ୍ୟ ସୂଚନା ଓ ସ୍ବାସ୍ଥ୍ୟ ପରିସଂଖ୍ୟାନ ନିର୍ଦ୍ଦେଶାଳୟ ଓ ୟୁନିସେଫ୍‌ ଆନୁକୂଲ୍ୟରେ ଏକ ଦୁଇଦିନିଆ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିବସରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନର ନିର୍ଦ୍ଦେଶକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri