ଭୀଷଣ ବାତ୍ୟାରେ ପରିଣତ ହେଲା ‘ଅର୍ଣ୍ଣବ’: ଆଖି ହେଲା ଦୃଶ୍ୟମାନ
ଭୁବନେଶ୍ୱର, ୨୬।୧୦: ବଙ୍ଗୋପସାଗର ପୂର୍ବ-କେନ୍ଦ୍ରୀୟ ଏବଂ ଏହାକୁ ଲାଗି ରହିଥିବା ଦକ୍ଷିଣ-ପୂର୍ବ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ଏହି ବାତ୍ୟାର ନାମ ‘ଅର୍ଣ୍ଣବ’ ରଖାଯାଇଛି। ସୋମବାର ରାତି ପ୍ରାୟ ୯ଟା ବେଳକୁ ବାତ୍ୟା ଅର୍ଣ୍ଣବ ଭୀଷଣ…
ବାତ୍ୟାକୁ ନେଇ IMD ଡିଜିଙ୍କ ବଡ଼ ସୂଚନା, ଦକ୍ଷିଣ ଓଡ଼ିଶାରେ ୬୦ରୁ ୮୦କିମି ବେଗରେ ବହିବ ପବନ
ଭୁବନେଶ୍ୱର,୨୬।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’। ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୬୦ରୁ ୮୦ କିମି ବେଗରେ ପବନ ବହିବ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପ୍ରକାଶ କରିଛନ୍ତି। ଏହାର ପ୍ରଭାବରେ ଦକ୍ଷିଣ…
ମାଡ଼ି ଆସୁଛି ବାତ୍ୟା: ଗୋପାଳପୁରରୁ ୫୮୦କି.ମି ଦୂରରେ ଅର୍ଣ୍ଣବ
ଭୁବନେଶ୍ୱର,୨୬।୧୦: ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ‘ଅର୍ଣ୍ଣବ’। ଆଜି ମଧ୍ୟରାତି ସୁଦ୍ଧା ବାତ୍ୟା ଭୀଷଣ ରୂପ ନେବ। ଆସନ୍ତାକାଲି ବାତ୍ୟା ଅତି ଭୀଷଣ ରୂପ ନେବାର ସମ୍ଭାବନା ରହିଛି। ଏଭଳିସ୍ଥିତିରେ ବାତ୍ୟା ଘଣ୍ଟା ପ୍ରତି ୧୫ କିମି ବେଗରେ ପଶ୍ଚିମ ଦିଗରେ…
ଧରିତ୍ରୀ ୟୁଥ୍ କନ୍କ୍ଲେଭ୍-୨୦୨୬: ଆଗକୁ ଦେଖିବାକୁ ପଡ଼ିବ ଅନେକ ପ୍ରାକୃତିକ ବିପର୍ଯ୍ୟୟ
ଭୁବନେଶ୍ୱର,୨୬ା୧୦: ଆମ ଚାରିପାଖରେ ପଡି ରହିଥିବା ଜିନିଷ ହିଁ ପ୍ରଦୂଷଣ ବଢାଉଛି। ଏଥିପାଇଁ ଆମେ ସମସ୍ତେ ହିଁ ଦାୟୀ। ଆମେ ବଜାରରୁ ପ୍ଲାଷ୍ଟିକ ଓ ପଲିଥିନରେ ଜିନିଷ ଆଣୁଛୁ, କିନ୍ତୁ ତାହାକୁ ଠିକ୍ ଉପାୟରେ ବ୍ୟବହାର ନ କରି ଏଠିସେଠି ଫିଙ୍ଗି…
ସୃଷ୍ଟି ହେଲା ବାତ୍ୟା: ଆଜି ରାତି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ
ଭୁବନେଶ୍ୱର,୨୬ା୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା । ଫଳରେ ଏହି ବାତ୍ୟାକୁ ନେଇ ଏବେ ଉପକୂଳବର୍ତ୍ତୀ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି। ଗଭୀର ଅବପାତରୁ ରୂପ ନେଇଥିବା ଏହି ବାତ୍ୟା କ୍ରମଶଃ ଶକ୍ତିଶାଳୀ ହେବାରେ ଲାଗିଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ,…
ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା: ୨୮ରେ ଛୁଇଁବ ସ୍ଥଳଭାଗ, ଆନ୍ଧ୍ର ଦେଇ ଓଡ଼ିଶା ମୁହାଁଇବା ଆଶଙ୍କା
ଭୁବନେଶ୍ୱର, ୨୬ା୧୦ (ବନ୍ଦନା ସେଠୀ): ସମ୍ଭାବ୍ୟ ବାତ୍ୟାର ଗତିପଥକୁ ନେଇ ରାଜ୍ୟବାସୀଙ୍କ ମନରେ ପୁଣି ଛନକା ପଶିଛି। ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳରେ ମାଡ଼ ହେବା ପରେ ଓଡ଼ିଶା ଆଡ଼କୁ ମୁହାଁଇବା ସମ୍ଭାବନା ଥିବାରୁ ଚିନ୍ତା ବଢ଼ିଛି। ତେଣୁ ବାତ୍ୟା ଓ ବର୍ଷାଜନିତ…
ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାରଙ୍କ ତତ୍ପରତା: ୨ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୮ ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ
ଭୁବନେଶ୍ୱର,୨୬ା୧୦ (ରବିନାରାୟଣ ଜେନା): ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ରାଜ୍ୟର ବାତ୍ୟା ସମ୍ଭାବ୍ୟ ୮ ଜିଲା ପାଇଁ ୨ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ୮…
ବାତ୍ୟା ଆଶଙ୍କା: ୫ IASଙ୍କୁ ମିଳିଲା ପରିଚାଳନା ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…
ଭୁବନେଶ୍ୱର,୨୫ା୧୦: ସମ୍ଭାବ୍ୟ ବାତ୍ୟା ଓ ଏହାର ପରବର୍ତ୍ତୀ ସ୍ଥିତିର ସଫଳ ପରିଚାଳନା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବାତ୍ୟା ଯୋଗୁ ଅଧିକ ପ୍ରଭାବିତ ହେବାକୁ ଥିବା ଜିଲାଗୁଡ଼ିକରେ ରିଲିଫ, ଉଦ୍ଧାର ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ସୁଚାରୁରୂପେ ପରିଚାଳନା…
ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା
ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା ରହିଛି। ଏହା ଆଗକୁ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇପାରେ ବୋଲି ଆକଳନ…
ଆଜି ଆସୁଛନ୍ତି ମୋଦି
ଭୁବନେଶ୍ୱର,୨୫।୧୦ (ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍ ସମୟରେ ଉତ୍ତରପ୍ରଦେଶର ବାରାଣସୀ ବିମାନବନ୍ଦରରୁ ବାହାରିବେ। ୪ଟା୧୦ ମିନିଟ୍ ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ…
ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା
ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର ଗଭୀର ଅବପାତ ଓ ୨୬ ତାରିଖ ସୋମବାର ସକାଳ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ…
ଏହି ୫ ଜିଲାରେ ୨୮ ଓ ୨୯ରେ ସ୍କୁଲ୍, କଲେଜ ଛୁଟି : ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର, ୨୪ା୧୦: ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୫ଟି ଜିଲାରେ ଆସନ୍ତା ୨୮ ଓ ୨୯ ତାରିଖରେ ସ୍କୁଲ୍ ଓ କଲେଜ ବନ୍ଦ ରହିବ। ଏହି ଜିଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ…

