ମେଟ୍ରୋ

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୧୪୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଘରକୁ ଘର ବୁଲି ହେଭିଓ୍ବେଟ୍‌ ମାଗୁଛନ୍ତି ଭୋଟ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନକୁ ନେଇ ପ୍ରଚାର ଜୋରଦାର ଚାଲିଛି। ସବୁ ଦଳର ପ୍ରାର୍ଥୀ ବିଜୟ ମୁକୁଟ ପିନ୍ଧିବାକୁ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତି କରିଦେଇଛନ୍ତି। ନିର୍ବାଚନ ତାରିଖ ପାଖଉଥିବା ବେଳେ ଭୋଟରଙ୍କୁ ନିଜ ସପକ୍ଷରେ କରିବାକୁ କସରତ କରୁଛନ୍ତି ପ୍ରାର୍ଥୀ ଓ ସେମାନଙ୍କ…

ଆଜିଠୁ ବଢ଼ିବ ତାପମାତ୍ରା

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ତାପମାତ୍ରା କ୍ରମଶଃ ବଢ଼ିବ। ଦିନବେଳା ତାପମାତ୍ରା ୨ରୁ ୩ଡିଗ୍ରୀ ବଢ଼ିିବ । ସୋମବାର ରାତିରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି । ଢେଙ୍କାନାଳରେ ସର୍ବାଧିକ ୬୭.୬ ମିଲିମିଟର ବର୍ଷା ରେକର୍ଡ ହୋଇ ଥିବା…

କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୯୦ ଜଣକୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ…

ମନ୍ତ୍ରୀଙ୍କ ବାସଭବନ ଘେରାଉ ପୂର୍ବରୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୨୫।୫୫(ବ୍ୟୁରୋ): ନ୍ୟାୟ ପାଇଁ ଲଢ଼େଇ କରୁଥିବା ରାଜ୍ୟର ୨୧ ପରିବାରର ମା’ଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ଅଡ଼ୁଆରେ ପଡ଼ିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦାବିପତ୍ର ଦେବା ସତ୍ତ୍ୱେ ମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ହେବାରୁ ସମ୍ପୃକ୍ତ…

ରୂପାନ୍ତରଣ କାର୍ଯ୍ୟକ୍ରମରେ ୮୪% ଘରେ ପହଞ୍ଚତ୍ଛି ପାଇପ୍‌ ପାଣି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ଦ୍ବିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ସବୁ କାର୍ଯ୍ୟକ୍ରମରେ ସମସ୍ତ ବିଭାଗ ଏକ ଟିମ୍‌ ଭାବରେ କାମ କରି ସଫଳତା…

ଲାପ୍‌ଟପ୍‌ ପାଇଁ ଆବେଦନ କରିନାହାନ୍ତି ୩୮ ଉଚ୍ଚ ମାଧ୍ୟମିକ ସ୍କୁଲର ୩୫୯ ପିଲା

ଭୁବନେଶ୍ୱର, ୨୫।୫ (ବ୍ୟୁରୋ): ରାଜ୍ୟରେ ଦ୍ୱାଦଶ ପାସ୍‌ ଆଉଟ୍‌ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ କିଣିବା ପାଇଁ ସରକାର ଆଥର୍ର୍ତ୍କ ସହାୟତା ପ୍ରଦାନ କରୁଛନ୍ତି। ହେଲେ ସଚେତନତା ଅଭାବରୁ ବହୁ ମେଧାବୀ ପିଲା ଏ ସମ୍ପର୍କରେ ଜାଣିପାରୁନାହାନ୍ତି। ଫଳରେ ସେମାନେ ସରକାରୀ ସୁବିଧାରୁ…

ଅତିରିକ୍ତ ଡିଜି (ଆଧୁନିକୀକରଣ) ହେଲେ ସଞ୍ଜୟ କୁମାର

ଭୁବନେଶ୍ୱର,୨୪ା୫ (ବ୍ୟୁରୋ): କେନ୍ଦ୍ରୀୟ ଡେପୁଟେଶନରୁ ଫେରିବା ପରେ ଓଡ଼ିଶା କ୍ୟାଡରର ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସଞ୍ଜୟ କୁମାରଙ୍କୁ ଅତିରିକ୍ତ ଡିଜି(ଆଧୁନିକୀକରଣ) ଭାବେ ଅବସ୍ଥାପିତ କରାଯାଇଛି। ଚଳିତବର୍ଷ ମାର୍ଚ୍ଚ ୧୨ରେ ତାଙ୍କର କେନ୍ଦ୍ରୀୟ ଡେପୁଟେଶନ ଅବଧି ଶେଷ ହୋଇଥିଲେ ମଧ୍ୟ ସେ…

ସ୍କୁଲରୁ ଅଲିମ୍ପିକ୍ସ ପ୍ରସ୍ତୁତି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ପାଠଶାଳାରୁ ଆରମ୍ଭ ହେବ ଅଲିମ୍ପିକ୍ସ ପ୍ରସ୍ତୁତି। ଛାତ୍ରୀଛାତ୍ର ସ୍କୁଲ ସମୟରୁ ଅଲିମ୍ପିକ୍ସର ମୂଲ୍ୟ ବୁଝିବେ। ସ୍କୁଲରେ ଦିଆଯିବ ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା। ଆମେରିକା, ଚାଇନା ଓ ଜାପାନ ଭଳି ଓଡ଼ିଶାରୁ ଅଲିମ୍ପିକ୍ସ ବିଜେତା ବାହାରିବେ। ଆସନ୍ତା ୨୦୨୮ ଅଲିମ୍ପିକ୍ସକୁ ଦୃଷ୍ଟିରେ…

ରାଜ୍ୟରେ କାଳବୈଶାଖୀ ତାଣ୍ଡବ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଘଡ଼ଘଡ଼ି ସାଙ୍ଗକୁ ପବନର ସୁ ସୁ ଗର୍ଜନ ଖଣ୍ଡମଣ୍ଡଳକୁ କମ୍ପାଇଦେଲା। ନିମିଷକ ମଧ୍ୟରେ ବାତ୍ୟାର ଭ୍ରମ ସୃଷ୍ଟି କଲା। ଚାହୁଁ ଚାହଁୁ ଚାରିଆଡ଼େ ଧୂଳିଝଡ଼ ସହ ବର୍ଷା ଓ ପବନ ଘୋଟିଗଲା। ମଙ୍ଗଳବାର ପାହାନ୍ତାରେ ରାଜଧାନୀ ଭୁବନେଶ୍ୱରରେ କାଳମବୈଶାଖୀ ତାଣ୍ଡବ…

ସଂଖ୍ୟାରେ ବିଜେଡି ଆଗରେ

ଭୁବନେଶ୍ୱର,୨୪ା୫(ବ୍ୟୁରୋ)-ଆସନ୍ତା ଜୁନ୍‌ ୧୦ ତାରିଖରେ ଓଡ଼ିଶାରେ ୩ ଟି ଆସନ ଏବଂ ଗୋଟିଏ ଉପନିର୍ବାଚନ ପାଇଁ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ୩ଟି ଆସନରେ ନିର୍ବାଚନ ହେବାକୁ ଥିବାବେଳେ ସୁବାସ ସିଂ ରାଜ୍ୟ ସଭାରୁ ଇସ୍ତଫା ଦେଇଥିବାରୁ ଗୋଟିଏ ଆସନ…

ଏଡିଜି ଆଧୁନିକୀକରଣ ହେଲେ ଆଇପିଏସ୍‌ ସଞ୍ଜୟ କୁମାର

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଓଡ଼ିଶା କ୍ୟାଡର ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସଞ୍ଜୟ କୁମାରଙ୍କୁ ଅତିରିକ୍ତ ଡିଜି(ଆଧୁନିକୀକରଣ) ଭାବେ ଅବସ୍ଥାପିତ କରାଯାଇଛି। ଚଳିତବର୍ଷ ମାର୍ଚ୍ଚ ୧୨ରେ ତାଙ୍କର କେନ୍ଦ୍ରୀୟ ଡେପୁଟେସନ ଅବଧି ଶେଷ ହୋଇଥିଲା। ୨୦୧୫ରେ ସଞ୍ଜୟ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ। ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri