ମେଟ୍ରୋ

୧୧ରୁ ୟୁଜି ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୮।୮(ବ୍ୟୁରୋ): ଚଳିତ ବର୍ଷର ୟୁଜି ନାମଲେଖା ପାଇଁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଆବେଦନ ପ୍ରକ୍ରିୟା ଅଗଷ୍ଟ ୧୧ ତାରିଖରୁ ଆରମ୍ଭ ହୋଇ ୨୫ ତାରିଖ ଯାଏ ଚାଲିବ। www.samsodisha.gov.in ୱେବ୍‌ସାଇଟ ମାଧ୍ୟମରେ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଏହାପରେ ଅଗଷ୍ଟ…

ପୁଣି ଥାନାର ଦ୍ୱାରସ୍ଥ ହେଲେ ବିଦୁସ୍ମିତା

ଭୁବନେଶ୍ୱର,୮।୮(ବ୍ୟୁରୋ): ଠକେଇ ଅଭିଯୋଗ ନେଇ ପୁଣି ଖଣ୍ଡଗିରି ଥାନାର ଦ୍ୱାରସ୍ଥ ହୋଇଛନ୍ତି ଓଡ଼ିଆ ଅଭିନେତ୍ରୀ ବିଦୁସ୍ମିତା ମନ୍ତ୍ରୀ। ତାଙ୍କୁ ଏକ ରିଅଲ ଇଷ୍ଟେଟ କମ୍ପାନୀ ୨୫ ଲକ୍ଷ ଟଙ୍କା ଠକିଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ ବିଦୁସ୍ମିତା…

ଓଡ଼ିଶାରେ ବି ଆମ ଦଳ ସରକାର ଗଢିବ: ଶାହା

ଭୁବନେଶ୍ୱର,୮।୮(ବ୍ୟୁରୋ): ଓଡ଼ିଶାରେ ବି ଆମ ଦଳ ସରକାର ଗଢିବାକୁୁ ଯାଉଛି। ଏବେ ସାରା ଉତ୍ତର ପୂର୍ବାଞ୍ଚଳରେ ଆମ ଦଳ ସରକାର ଗଢିବା ସହ ଗୁଜରାଟ, କର୍ନାଟକ, ମହାରାଷ୍ଟ୍ରରେ ମଧ୍ୟ ଆମ ଦଳର ସରକାର ଅଛି। ଆଉ ଓଡ଼ିଶାରେ ବି ଆମ ସରକାର…

ଜେଇଇ ମେନ୍‌ରେ ଓଡ଼ିଶାର ସ୍ଥିତିଙ୍କ କମାଲ

ଭୁବନେଶ୍ୱର,୮।୮(ବ୍ୟୁରୋ): ଜେଇଇ ମେନ୍‌ ରେଜଲ୍ଟ ସୋମବାର ପ୍ରକାଶ ପାଇଛି । ଜେଇଇ ଅଫିସିଆଲ ଓ୍ବେବସାଇଟରେ ଛାତ୍ରୀଛାତ୍ରୀଙ୍କ ସ୍କୋରକାର୍ଡ ଲିଙ୍କ ଆକ୍ଟିଭ ହୋଇଛି । ଚଳିତବର୍ଷ ୪୪୦ ସହରର ୬୨୨ ସେଣ୍ଟରରେ ପରୀକ୍ଷା କରାଯାଇଥିବା ବେଳେ ୧୩ଟି ଭାଷାରେ ୫ ଲକ୍ଷ ୪୦…

ମଙ୍ଗଳବାରଠୁ କଂଗ୍ରେସର ପଦଯାତ୍ରା

ଭୁବନେଶ୍ୱର,୮।୮(ବ୍ୟୁରୋ): ଦେଶ ସ୍ବାଧୀନତାର ୭୫ବର୍ଷ ପୂରୁଥିବାରୁ ମଙ୍ଗଳବାରଠାରୁ କଂଗ୍ରେସ ପ୍ରତି ଜିଲାରେ ୭୫ କିଲୋମିଟର ପଦଯାତ୍ରା କରିବ। ଏହି ପଦଯାତ୍ରା ମାଧ୍ୟମରେ ଲୋକଙ୍କୁ ସଚେତନ କରିବ ବୋଲି ଜଣାପଡିଛି। ଭୁବନେଶ୍ବର ପଟିଆରୁ ପିସିସି ସଭାପତି ଶରତ ପଟ୍ଟନାୟକ ଏହି ପଦଯାତ୍ରାର ଶୁଭାରମ୍ଭ…

ଯୁକ୍ତ ଦୁଇ କଳା ପରୀକ୍ଷାଫଳ ପ୍ରକାଶିତ

ଭୁବନେଶ୍ୱର,୮।୮(ବ୍ୟୁରୋ): ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷାଫଳ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୋମବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ତେବେ ଯୁକ୍ତ ଦୁଇ କଳାରେ ୮୨.୧୦ ପ୍ରତିଶତ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। www.odisharesults.nic.in ମାଧ୍ୟମରେ ଛାତ୍ରୀଛାତ୍ର ନିଜର ପରୀକ୍ଷାଫଳ…

ଲଘୁଚାପ ପ୍ରଭାବ: ଏହି ୨ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୮(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଲଘୁଚାପ କ୍ଷେତ୍ରଟି ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ବୋଲି…

ଶାହାଙ୍କୁ ସ୍ବାଗତ ଜଣାଇବାକୁ ଗଲେନି ରାଜ୍ୟର କୌଣସି ମନ୍ତ୍ରୀ: ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର,୮।୮(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ରାଜ୍ୟର କୌଣସି ମନ୍ତ୍ରୀ ସ୍ବାଗତ କରିବାକୁ ଯାଇ ନାହାନ୍ତି। ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଏଭଳି ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି, ଯେତେବେଳେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଭୁବନେଶ୍ୱର ପହଞ୍ଚିଲେ ସେତେବେଳେ…

ଦୋଷ ଏଡାଉଛି କ୍ରୁଟ୍‌, କାର୍ଯ୍ୟାନୁଷ୍ଠାନ ପାଇଁ କୁନ୍ଥକୁନ୍ଥ

ଭୁବନେଶ୍ୱର, ୮।୮(ବ୍ୟୁରୋ): ପ୍ରବଳ ବର୍ଷାରେ ଶନିବାର ଖୋର୍ଦ୍ଧା ଜିଲା ଜଟଣୀରେ ‘ମୋ ବସ୍‌’ ବୁଡିବା ଘଟଣାକୁ ଗୁରୁତ୍ୱର ସହ ନେଉନି ଏହାର ପରିଚାଳନା ଦାୟିତ୍ୱରେ ଥିବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)। ଯାତ୍ରୀଙ୍କୁ ବିପଦ ମୁହଁକୁ ଠେଲି ଦିଆଯାଇଥିଲେ ମଧ୍ୟ…

ଗୋଟିଏ ମଞ୍ଚରେ ନବୀନ-ଶାହା

କଟକ ଅଫିସ୍‌,୮।୮: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର କଟକ ଇଣ୍ଡୋର ଷ୍ଟାଡିୟମ୍‌ରେ ଏକ ଦୈନିକ ଖବରକାଗଜର ୭୫ତମ ବର୍ଷ ପୂରଣ ଉତ୍ସବରେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର…

୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା ମୁମ୍ବାଇ ପୋଲିସ

ଭୁବନେଶ୍ୱର,୮ା୮(ବ୍ୟୁରୋ): ଚାଇନା ନାଗରିକଙ୍କ ଦ୍ୱାରା ବଡ଼ଧରଣର ଲୋନ୍‌ ଆପ୍‌ ଠକେଇ ଓ ନିର୍ଯାତନା ସଂକ୍ରାନ୍ତ ପୃଥକ୍‌ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଦ୍ୱାରା ଗିରଫ ହୋଇ ଜେଲରେ ଥିବା ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇଛି ମୁମ୍ବାଇ ପୋଲିସ। ଏମାନେ…

ବାଣିଜ୍ୟ କର ଓ ଜିଏସ୍‌ଟି ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଯାଜପୁର ଅଫିସ,୮ା୮: ବାଣିଜ୍ୟ କର ଓ ଜିଏସଟି,କଟକର ଅତିରିକ୍ତ କମିଶନର ପୀୟୁଷ ପାଣିଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ସୋମବାର ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ବ୍ୟାସନଗର,କଟକ, ଭୁବନେଶ୍ବର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?