Odisha Elections 2024

ମେଟ୍ରୋ

ଭୁବନେଶ୍ୱରରୁ ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ସୋମବାର ୨୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୩ କ୍ୱାରାଣ୍ଟାଇନ ଓ ୧୧୪ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଜାଗମରା ଆଇଟିଇଆର କ୍ୟାମ୍ପସରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମା ସୁବାସ ନଗର...

ଆଜି କରୋନା ଆଁରେ ୧୦ ଜୀବନ, ମୃତ୍ୟୁସଂଖ୍ୟା ୪୧୯କୁ ବୃଦ୍ଧି

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪୧୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ...

CORONAVIRUS UPDATE: ରାଜ୍ୟରେ ୮୧,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୯୪୯ ପଜିଟିଭ୍‌

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସୋମବାର ୩୦ ଜିଲାରୁ ୨୯୪୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୧,୪୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୧୮୨୬...

ସୁଶାନ୍ତଙ୍କ ନୂଆ ଟିମ୍‌ରେ ୧୩୧ଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ନିକଟରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ଭୁବନେଶ୍ୱର ସାଙ୍ଗଠନିକ ଜିଲା ସଭାପତି ଭାବେ ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କୁ ଦାୟିତ୍ୱ ଦେଇଛନ୍ତି। ସେହିକ୍ରମରେ ରବିବାର ଦଳ ପକ୍ଷରୁ ସନ୍ତୋଷ ମହାନ୍ତି, ପ୍ରତାପ ଜେନା, ଦୀପକ...

ଆଜିଠୁ ଖୋଲିବ ଭୁବନେଶ୍ୱର କୋର୍ଟ

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସୋମବାରଠାରୁ ଭୁବନେଶ୍ୱର କୋର୍ଟ ଖୋଲିବ। ଶନିବାର ଓ ରବିବାର ବାଦ୍‌ ଅନ୍ୟ ସମସ୍ତ ଦିନରେ ସକାଳ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହା କାର୍ଯ୍ୟକରିବ। ପୁଣି ବିଭିନ୍ନ କୋର୍ଟରେ ଟ୍ରାଏଲ ଆରମ୍ଭ ହେବ। ସିଭିଲ...

ପିସିସି ସଭାପତି ବଦଳିବା ଚର୍ଚ୍ଚା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପରିବର୍ତ୍ତନ ନେଇ ଚର୍ଚ୍ଚା ଜୋର ଧରିଛି। ଯଦିଓ ସୋମବାର ନୂଆଦିଲ୍ଲୀରେ ବସିବାକୁ ଥିବା ସିଡବ୍ଲ୍ୟୁସି ବୈଠକରେ ଏନେଇ ଆଲୋଚନା ହୋଇ ନ ପାରେ ବୋଲି ଜଣାଅଛି, ତଥାପି ଓଡିଶା ପ୍ରସଙ୍ଗ ଉଠୁ...

ସମସ୍ତ ଷ୍ଟ୍ରିଟ୍‌ ଭେଣ୍ଡର ପାଇବେ ଆର୍ଥିକ ସହାୟତା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପିଏମ୍‌ ସ୍ବନିଧି ଯୋଜନାରେ ଭୁବନେଶ୍ୱରର ଷ୍ଟ୍ରିଟ୍‌ ଭେଣ୍ଡର ୧୦ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପାଇବେ। ଏଥିପାଇଁ ପଞ୍ଜୀକୃତ, ଅଣପଞ୍ଜୀକୃତ ସମସ୍ତ ଭେଣ୍ଡର ଆବେଦନ କରିପାରିବେ। ଆବେଦନକାରୀମାନେ ନିକଟତମ ଜନସେବା କେନ୍ଦ୍ରକୁ ଯାଇ ୫୫ଟଙ୍କା ଫି’...

ସିଲାବସ୍‌ ହ୍ରାସ ପାଇଁ ପ୍ରକ୍ରିୟା ଶେଷ

ଭୁବନେଶ୍ୱର,୨୪ା୮(ବ୍ୟୁରୋ): କରୋନା ସଙ୍କଟ ପାଇଁ ପିଲାଙ୍କ ପାଠପଢ଼ା ବୋଝକୁ ହାଲୁକା କରାଯିବ। ୨୦୨୦-୨୦୨୧ ଶିକ୍ଷାବର୍ଷ ପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମ ହ୍ରାସ କରାଯିବ। ଏ ନେଇ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ଆସନ୍ତା ଏକ ସପ୍ତାହ ମଧ୍ୟରେ...

ଆଜିଠୁ ଆଉଏକ ଲଘୁଚାପ: ୩ଦିନ ପ୍ରବଳ ବର୍ଷା, ଉଜାଡ଼ିବ ଚାଷ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): କରୋନା ମହାମାରୀ ଜୀବନକୁ ଅସ୍ତବ୍ୟସ୍ତ କରିଥିବାବେଳେ କ୍ରମାଗତ ଲଘୁଚାପ ବର୍ଷା ଚାଷ ପାଇଁ ବଡ଼ ବିପଦ ସୃଷ୍ଟି କରିଛି। ଅଗଷ୍ଟ ପ୍ରଥମ ସପ୍ତାହରୁ ଲଗାତର ୩ଟି ଲଘୁଚାପ ଯୋଗୁ ରାଜ୍ୟରେ ଅଧିକାଂଶ ଜିଲାରେ ଚାଷ ଜମି ଜଳମଗ୍ନ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୯ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୨୩।୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୨୧୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୭୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଗଞ୍ଜାମ ଜିଲାରୁ ୨୬୫, ସୁନ୍ଦରଗଡରୁ ୧୭୮, କଟକରୁ ୧୭୨, କୋରାପୁଟରୁ ୧୫୩, ଭଦ୍ରକରୁ ୧୪୪, ନୟାଗଡରୁ ୧୩୦, କନ୍ଧମାଳରୁ...

ଭୁବନେଶ୍ୱରରେ ପୁଣି ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ପୁଣି ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୧୭ ଜଣଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୦୬ ଜଣ ଚିହ୍ନଟ ହୋଇଥିବାବେଳେ ୧୧୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ବାଣୀବିହାର ପଥର ବନ୍ଧରୁ ୪ ଜଣ, ରସୁଲଗଡ ଜିଜିପି...

ବନ୍ଧାପଡ଼ିଥିବା ଜମିକୁ ବିକି ଠକି ନେଲେ କୋଟିଏ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ବ୍ୟାଙ୍କ୍‌ରେ ବନ୍ଧା ପଡିଥିବା ଜମିକୁ ବିକ୍ରି କରି ଦୁଇଭାଇ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଯାଇଛନ୍ତି। ଏପରିକି ବ୍ୟାଙ୍କ୍‌ ନିଲାମ ଡାକିବା ପରେ ଜମି କିଣିଥିବା ବ୍ୟକ୍ତି ଏହା ଜାଣିପାରିଥିଲେ। ଏ ନେଇ ଠକେଇର ଶିକାର ହୋଇଥିବା ବ୍ୟକ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri