ମେଟ୍ରୋ

ଲାଗି ରହିଛି ତୁହାକୁ ତୁହା ବର୍ଷା

ଭୁବନେଶ୍ୱର,୬।୮(ବ୍ୟୁରୋ): ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଜାରି ରହିଛି। ଶନିବାର ସକାଳୁ ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି । ପୁରୀରେ ୮୭ ମିଲିମିଟର ବର୍ଷା ହୋଇଥିବା ରେକର୍ଡ…

ରବିବାର ଓଡ଼ିଶା ଆସିବେ ଅମିତ ଶାହା

ଭୁବନେଶ୍ୱର,୬।୮(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ରବିବାର ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଶନିବାର ସୂଚନା ଦେଇଛନ୍ତି। ଗୃହମନ୍ତ୍ରୀ ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଲିଙ୍ଗରାଜଙ୍କୁ ଦର୍ଶନ…

୮ରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ

ଭୁବନେଶ୍ୱର,୬।୮(ବ୍ୟୁରୋ): ଚଳିତ ବର୍ଷ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ୮ ତାରିଖରେ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। www.odisharesults.nic.in ମାଧ୍ୟମରେ ଛାତ୍ରୀଛାତ୍ର ନିଜର ପରୀକ୍ଷା ଫଳ ଦେଖିପାରିବେ।…

ଗିରଫ ହେଲେ ମହିମା ମିଶ୍ରଙ୍କ ପୁଅ

ଭୁବନେଶ୍ୱର,୬।୮(ବ୍ୟୁରୋ): ବିଶିଷ୍ଟ ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ଶନିବାର ଗିରଫ ହୋଇଛନ୍ତି। ପାରାଦୀପ ପୋର୍ଟ ମାମଲାରେ ସିବିଆଇ ତାଙ୍କୁ ଗିରଫ କରିଛି। ଲାଞ୍ଚ କାରବାର ମାମଲାର ଅଭିଯୁକ୍ତଙ୍କ ତାଲିକାରେ ଚର୍ଚ୍ଚିତ ମିଶ୍ରଙ୍କ ନାଁ ରହିଛି। ସୂଚନାଯୋଗ୍ୟ, ଗୁରୁବାର ମହିମା…

ତଳମୁହାଁ ସଂକ୍ରମଣ: ଚିହ୍ନଟ ହେଲେ ୮୩୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୬।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୦ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩୪୬ ଜଣ ଲୋକାଲ କେସ୍‌ ରହିଛନ୍ତି । ସେହିଭଳି ୧୮ ବର୍ଷରୁ…

ପ୍ରବଳ ବର୍ଷିବ: ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା

ଭୁବନେଶ୍ୱର,୬।୮(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ୭ ତାରିଖ ବେଳକୁ ଉତ୍ତର-ପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଦିଲ୍ଲୀ ଗସ୍ତ କରିବେ। ସକାଳ ୧୦ଟା ୧୫ରେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ବାହାରିବେ ବୋଲି ଜଣାପଡିଛି। ତେବେ ଦିଲ୍ଲୀରେ ପହଞ୍ଚିବା ପରେ ଅପରାହ୍ନରେ ‘ଆଜାଦୀ କି ମହୋତ୍ସବ’ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ…

ପ୍ରତିବର୍ଷ ମରୁଛନ୍ତି ୨୦ ବୟସ୍କ ହାତୀ

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଉଛି ହାତୀ ଶିକାର। ଏଥିସହ ଦୁର୍ଘଟଣା ଓ ରୋଗରେ ମଧ୍ୟ ବହୁ ହାତୀଙ୍କ ମୃତ୍ୟୁ ଘଟୁଛି। ବିଶେଷକରି ବୟସ୍କ ପ୍ରଜନନକ୍ଷମ ହାତୀଙ୍କ ମୃତ୍ୟୁ ଏବେ ଚିନ୍ତାର କାରଣ ପାଲଟିଛି। ହାତୀ ବଂଶ ବୃଦ୍ଧି ପାଇଁ ୧୮ରୁ…

ଝାଡ଼ାବାନ୍ତି ସ୍ଥିତି ସମୀକ୍ଷାକଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୬ା୮(ବ୍ୟୁରୋ): ସବୁ ଗାଁରେ ପାନୀୟଜଳ ନିୟମିତ ବ୍ୟବଧାନରେ ବିଶୋଧନ କରିବା ସହ ଲୋକମାନେ ଯେପରି ଝରଣାପାଣି ନ ପିଅନ୍ତି ତା’ଉପରେ ସତର୍କ ଦୃଷ୍ଟି ରଖିବାକୁ ସମସ୍ତ ଜିଲାପାଳଙ୍କୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ସଂକ୍ରମଣ ସମ୍ଭାବନା…

ରସଗୋଲା ଓଡ଼ିଶାର: ଗାଙ୍ଗୁଲି

ଭୁବନେଶ୍ୱର,୬ା୮(ବ୍ୟୁରୋ): ପଶ୍ଚିମବଙ୍ଗରେ ରସଗୋଲା ବେଶ୍‌ ଲୋକପ୍ରିୟ। ହେଲେ ଏହି ମିଠା ଓଡ଼ିଶାର। ଏହା ଜଗନ୍ନାଥ ସଂସ୍କତି ସହ ଜଡ଼ିତ। ଏଭଳି କହିଛନ୍ତି, ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ଟେଲିଭିଜନ ଚ୍ୟାନେଲ ‘ଜୀ…

ପଣ୍ଡିତ ନୀଳକଣ୍ଠଙ୍କ ଉପରେ ଚଳଚ୍ଚିତ୍ର ହେବା ଆବଶ୍ୟକ

ଭୁବନେଶ୍ୱର, ୬।୮(ବ୍ୟୁରୋ): ପଣ୍ଡିତ ନୀଳକଣ୍ଠ ଦାସ ପ୍ରଜ୍ଞାର ଓଜସ୍ବିନୀ ସ୍ରୋତ ଥିଲେ। ଆଧୁନିକ ଓଡ଼ିଶା ନିର୍ମାଣରେ ତାଙ୍କର ଭୂମିକା ଅତୁଳନୀୟ ଥିଲା। ସେ ସବୁ କ୍ଷେତ୍ରରେ ସଫଳତାର ଶୀର୍ଷରେ ପହଞ୍ଚତ୍ଥିଲେ। ରାଜନୀତି, ସ୍ବାଧୀନତା ସଂଗ୍ରାମ, ସେବା, ଶିକ୍ଷା ଆଦି ଅନେକ କ୍ଷେତ୍ରରେ…

ପିଏମ୍‌ଏଓ୍ବାଇ(ଗ୍ରାମୀଣ) ପୋର୍ଟାଲ ଖୋଲିବାକୁ ବିଜେଡି ଏମ୍‌ପିଙ୍କ ଦାବି

ଭୁବନେଶ୍ବର, ୬ା୮(ବ୍ୟୁରୋ): ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ଅର୍ଥ ପ୍ରଦାନ କରିବା ସହିତ ତୁରନ୍ତ ଏ ସମ୍ପର୍କିତ ପୋର୍ଟାଲ ଖୋଲିବା ଲାଗି ବିଜେଡି ଏମ୍‌ପି ମଞ୍ଜୁଲତା ମଣ୍ଡଳ ପାର୍ଲାମେଣ୍ଟରେ ଦାବି କରିଛନ୍ତି। ଅନ୍ୟପଟେ ପିଏମ୍‌ ଆବାସ୍‌ ଯୋଜନା ପୋର୍ଟାଲ ଓଡ଼ିଶାରେ ଖୋଲିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?