ଶେଷ ହେଲା ‘ବିଜନେସ୍ ଏମିନେନ୍ସ ଆଓ୍ବାର୍ଡସ୍’; ପୁରସ୍କୃତ ହେଲେ ଓଡ଼ିଶାର ୩୯ ପ୍ରତିଷ୍ଠିତ ବ୍ୟବସାୟୀ
ଭୁବନେଶ୍ୱର,୨।୪(ବ୍ୟୁରୋ): ଶେଷ ହୋଇଛି ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ ‘ବିଜନେସ୍ ଏମିନେନ୍ସ ଆଓ୍ବାର୍ଡସ୍-୨୦୨୨’। ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଶେଷରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଧନ୍ୟବାଦ ଦେଇଥିଲେ। ସେ...
ଆରମ୍ଭ ହେଲା‘ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡସ୍’: ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୪(ବ୍ୟୁରୋ): ଆରମ୍ଭ ହେଲା ବିଜିନେସ୍ ଏମିନେନ୍ସ ଆଓ୍ବାଡର୍ସ-୨୦୨୨। ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରସ୍କୃତ...
ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡସ୍-୨୦୨୨
ଭୁବନେଶ୍ୱର,୨।୪(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ଆନୁକୂଲ୍ୟରେ ଶନିବାର ଆରମ୍ଭ ହେଉଛି ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡସ୍। ହୋଟେଲ ସ୍ବସ୍ତି ପ୍ରିମିୟମ୍ରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଉଦ୍ଘାଟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଅତିଥି ଓଡ଼ିଶା ସରକାରଙ୍କ ମୁଖ୍ୟ...
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨।୪(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ ପିଲା ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍ରୁ ୨୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୬ ଜଣ ଲୋକାଲ୍...
ମାନସ ସ୍ବାଇଁ ହତ୍ୟା ଘଟଣା: ୪ ଅଭିଯୁକ୍ତଙ୍କ ସରୁଛି ରିମାଣ୍ଡ ଅବଧି
ଭୁବନେଶ୍ୱର,୨।୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଆଜି ୪ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ସରୁଛି । ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ ସହିତ ଝୁନା, ନିରଞ୍ଜନ ଓ ରଞ୍ଜନ ରିମାଣ୍ଡର ଆଜି ଶେଷ ଦିନ । ଏହି...
ଆଜିଠୁ ସକାଳୁଆ ସ୍କୁଲ୍ ଯିବେ ପିଲା
ଭୁବନେଶ୍ୱର,୨।୪(ବ୍ୟୁରୋ): ଆଜିଠାରୁ ଆରମ୍ଭ ହୋଇଛି ସକାଳୁଆ ପାଠପଢ଼ା। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଠପଢ଼ା ହେବ । ସେହିପରି...
ଓଡ଼ିଆ ଭାଷାକୁ ସମୃଦ୍ଧ କରିବାରେ ସାହିତ୍ୟ ଏକାଡେମୀ ଦିଗ୍ଦର୍ଶକ
ଭୁବନେଶ୍ୱର,୨।୪(ବ୍ୟୁରୋ): ଓଡ଼ିଆ ଭାଷାକୁ କୋଣ ଅନୁକୋଣରେ ପହଞ୍ଚାଇବା ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ବର୍ତ୍ତମାନ ତା’ର ପ୍ରୟାସକୁ ତୀବ୍ରତର କରିଛି। ଏହାକୁ ସମୃଦ୍ଧ କରିବାରେ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ନେଉଥିବାବେଳେ ସାହିତ୍ୟ ଏକାଡେମୀ ଦିଗ୍ଦର୍ଶକ ସାଜିଛି ବୋଲି ପର୍ଯ୍ୟଟନ,...
୪୩.୪ ଡିଗ୍ରୀ ସହ ଟିଟିଲାଗଡ଼ ଉତ୍ତପ୍ତ ସହର
ଭୁବନେଶ୍ୱର, ୨।୪(ବ୍ୟୁରୋ): ମରାଜ୍ୟରେ ଉପରମୁହାଁ ହୋଇଛି ପାରଦ। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ତାପମାତ୍ରା ୪୩ ଡିଗ୍ରୀ ଟପିଛି। ଶୁକ୍ରବାର ୮ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ସର୍ବାଧିକ ୪୩.୪ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହରରେ...
ଚକରେ ସଂଯୋଗ ହେଲା ଅଖ
ପୁରୁଣା ଭୁବନେଶ୍ୱର,୨ା୪(ଡି.ଏନ୍.ଏ.): ଆସନ୍ତା ଅଶୋକାଷ୍ଟମୀରେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏ ନେଇ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ନିର୍ମାଣ ହେଉଥିବା ରଥ ଚକରେ ନୂଆ ଅଖ ଲାଗି ହୋଇଛି। ବିଧି ମୁତାବକ ମଙ୍ଗଳ...
ପୁରୀରେ ନିରାମିଷ କାଫେଟେରିଆ
ପୁରୀ ଅଫିସ,୨।୪: ସ୍ବର୍ଗଦ୍ୱାର ପାଖରେ ଜିଲା ପ୍ରଶାସନ ସହଯୋଗରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏକ ଶୁଦ୍ଧ ନିରାମିଷ କାଫେଟେରିଆ ଖୋଲିଛି। ଓଡ଼ିଶା ଦିବସ ଅବସରରେ ଏହି ନିରାମିଷ କାଫେଟେରିଆକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଲୋକାର୍ପଣ...
ଗଞ୍ଜେଇ ଚାଲାଣର ମାଧ୍ୟମ ପାଲଟିଛି ଟ୍ରେନ୍
ଭୁବନେଶ୍ୱର, ୨।୪ (ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ଚୋରାଚାଲାଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗଞ୍ଜେଇ ବେପାରିମାନେ ନୂଆ ନୂଆ କୌଶଳ ଅବଲମ୍ବନ କରି ରାଜ୍ୟ ତଥା ରାଜ୍ୟ ବାହାରକୁ ଚୋରା ଚାଲାଣ କରିବାରେ ସକ୍ରିୟ ହୋଇପଡିଛନ୍ତି। କେତେବେଳେ କଖାରୁ ବୋଝେଇ...
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ରେ ରୁଦ୍ରାଂଶ
ଭୁବନେଶ୍ୱର, ୨।୪ (ବ୍ୟୁରୋ): ବୟସ ସିନା କମ୍, ହେଲେ ବହୁ ପ୍ରତିଭାର ଅଧିକାରୀ। ମାତ୍ର ୨ବର୍ଷ ୧୧ ମାସ ବୟସରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ହାସଲ କରିଛନ୍ତି ରୁଦ୍ରାଂଶ ମହାପାତ୍ର। ତାଙ୍କ ବୟସର ପିଲା ସ୍ପଷ୍ଟ ଭାବେ କଥା...
Archives


