ମେଟ୍ରୋ

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ରୁଦ୍ରାଂଶ

ଭୁବନେଶ୍ୱର, ୨।୪ (ବ୍ୟୁରୋ): ବୟସ ସିନା କମ୍‌, ହେଲେ ବହୁ ପ୍ରତିଭାର ଅଧିକାରୀ। ମାତ୍ର ୨ବର୍ଷ ୧୧ ମାସ ବୟସରେ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ ହାସଲ କରିଛନ୍ତି ରୁଦ୍ରାଂଶ ମହାପାତ୍ର। ତାଙ୍କ ବୟସର ପିଲା ସ୍ପଷ୍ଟ ଭାବେ କଥା...

ନିର୍ବାଚନ ପାଖ ହେଲେ ନିରଞ୍ଜନଙ୍କ ଦେହ ଖରାପ ହେଉଛି: ତାରା

ଭୁବନେଶ୍ୱର,୨।୪ (ବ୍ୟୁରୋ): ପ୍ରଥମେ ପଞ୍ଚାୟତ ଓ ପରେ ପୌର ନିର୍ବାଚନରେ କଂଗ୍ରେସର ନୈରାଶ୍ୟ ଜନକ ପ୍ରଦର୍ଶନ ବର୍ତ୍ତମାନ ପ୍ରଦେଶ କଂଗ୍ରେସ କମିଟିରେ କନ୍ଦଳର ରୂପନେଇଛି। ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ନିର୍ବାଚନର ସମୟରେ ନିଜ...

ଇ-ଯାନ ମାଲିକଙ୍କୁ ସବ୍‌ସିଡି

ଭୁବନେଶ୍ୱର, ୨ା୪(ବ୍ୟୁରୋ): ରାଜ୍ୟରେ ପରିବେଶ ଅନୁକୁଳ ଇ-ଯାନ ବ୍ୟବହାରକୁ ପ୍ରୋତ୍ସାହିତ କରାଯିବ। ଏଥିଲାଗି ଲୋକସେବା ଭବନରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ବିଦ୍ୟୁତ୍‌ ଯାନ ସବ୍‌ସିଡି ପୋର୍ଟାଲର ଶୁଭାରମ୍ଭ କରିଛନ୍ତି। ପୋର୍ଟାଲକୁ ବ୍ୟାଙ୍କ ଅନ୍‌ଲାଇନ୍‌ ପେମେଣ୍ଟ୍‌ ବ୍ୟବସ୍ଥା...

‘ଓଡ଼ିଆ ଜାତି ବିରାଟ ପରିବାର’

ଭୁବନେଶ୍ୱର,୨।୪(ବ୍ୟୁରୋ): ଓଡ଼ିଶା ଆମର ମା’ ା ଆମ ଓଡ଼ିଆ ଜାତି ହେଉଛି ଗୋଟିଏ ବିରାଟ ପରିବାର ା ନିଜ ପରିବାରର ଉନ୍ନତି ପରି ଓଡିଆ ଜାତିର ଉନ୍ନତି ପାଇଁ ସମସ୍ତେ ମିଶି ଉଦ୍ୟମ କଲେ ନୂଆ ଓଡ଼ିଶାର ସ୍ବପ୍ନ ପୂରଣ...

ହତ୍ୟା କରିଥିବା ମାନିଲେ ଶର୍ମିଷ୍ଠା

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ୍‌/ ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.)/ଚାନ୍ଦବାଲି (ଡି.ଏନ.ଏ.),୨ା୪: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଜେଲ ଯାଇ ରିମାଣ୍ଡରେ ଆସିଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଶୁକ୍ରବାର କ୍ରାଇମ୍‌ବ୍ରାଞ୍ଚ ଆଗରେ ସତ ଓକାଳିଛନ୍ତି।...

କଳାଭୂମିରେ ଖୋଲିଲା ଶ୍ରୀଜଗନ୍ନାଥ ସଂସ୍କୃତି ଗ୍ୟାଲେରି

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଭୁବନେଶ୍ୱର ଗଣ୍ଡମୁଣ୍ଡାସ୍ଥିତ ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ପରିସରରେ ଶ୍ରୀଜଗନ୍ନାଥ ସଂସ୍କୃତି ଗ୍ୟାଲେରି ଖୋଲିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରି କଳା ଓ ସଂସ୍କୃତିପ୍ରେମୀଙ୍କ ଉଦ୍ଦେଶ୍ୟ...

ମାନସଙ୍କୁ ମାରିଥିବା ନେଇ ମାନିଲେ ଶର୍ମିଷ୍ଠା , ହେଲେ କହିଲେନି କାରଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଶୁକ୍ରବାର ନିଜର ଦୋଷ ସ୍ବୀକାର କରିଛନ୍ତି। ଏପରିକି ସ୍କ୍ରିନ ରିକ୍ରିଏଶନ ସହ ପୂରା କାହାଣୀ ବର୍ଣ୍ଣନା କରିଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ମିଳିଛି।...

ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ଏସବୁ ଜିଲାରେ ହୋଇପାରେ ବର୍ଷା

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ। କେତେକ ଜିଲାର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ହୋଇପାରେ। ଏହା ସତ୍ତ୍ୱେ କେତେକ ଜିଲାରେ ଅଦିନିଆ ବର୍ଷା...

କ୍ୟାମେରାମ୍ୟାନ ମାନସ ହତ୍ୟା କାରଣ କେବଳ ମେମୋରି ଚିପ୍‌, ନା ଆଉ କିଛି

ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା କାରଣ କେବଳ ମେମୋରି ଚିପ୍‌ ନା ଆଉ କିଛି। ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କୁ ୪ ଦିନ ରିମାଣ୍ଡରେ ନେଇ କ୍ରାଇମବ୍ରାଞ୍ଚ ତନାଘନା କରିବା ସହ ଏପରି କିଛି ସନ୍ଦେହ...

ଦୟାଲ ଆଶ୍ରମରେ କାନ୍ଦିଲେ ଶର୍ମିଷ୍ଠା

ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ଶୁକ୍ରବାର ରିମାଣ୍ଡର ଚତୁର୍ଥ ଦିନରେ କ୍ରାଇମବ୍ରାଞ୍ଚ ଶର୍ମିଷ୍ଠାଙ୍କୁ ଭୁବନେଶ୍ୱରସ୍ଥିତ ଦୟାଲ ଆଶ୍ରମକୁ ଆଣି ତଦନ୍ତ ଆରମ୍ଭ କରିଛି।...

ଓଡ଼ିଶାକୁ ଫେରିଲେ ପଦ୍ମଶ୍ରୀ ପ୍ରମୋଦ ଭଗତ

ଭୁବନେଶ୍ବର,୧।୪(ବ୍ୟୁରୋ): ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବା ପରେ ଓଡ଼ିଶା ଫେରିଛନ୍ତି ପାରାଲମ୍ପିଆନ ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ । ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିବା ପରେ କ୍ରୀଡ଼ାବିତ୍‌ଙ୍କୁ ପଦ୍ମଶ୍ରୀ ସମ୍ମାନ ଓ ଏହାଦ୍ବାରା କୀଡ଼ାବିତଙ୍କ ଉପରେ ପଡ଼ିବାକୁ ଥିବା ପ୍ରଭାବକୁ ନେଇ...

‘ମା’ ଦେଇଛି ଜନ୍ମ, ସ୍କୁଲ ଦେଇଛି ଜୀବନ’

ଭୁବନେଶ୍ୱର,୧।୪(ବ୍ୟୁରୋ): ବାଣୀବିହାର ଅଡିଟୋରିୟମଠାରେ ଶୁକ୍ରବାର ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଉତ୍ସବରେ ଓଡ଼ିଶା ଦକ୍ଷତା ବିକାଶ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୁବନେଶ୍ୱର ସ୍ଥିତ ବାଣୀବିହାର ଯୁନିଭରସିଟି ହାଇସ୍କୁଲର ସ୍ମୃତିଚାରଣ କରିଥିଲେ। ସେ ଏହି ସ୍କୁଲର ଛାତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri