ମେଟ୍ରୋ

୬ରୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ବର,୫ା୮(ବ୍ୟୁରୋ): ଆସନ୍ତା ୬ତାରିଖରେ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୭ରେ ବିଜ୍ଞାନ ଭବନ ପରିସରରେ ହେବାକୁ ଥିବା ନୀତି ଆୟୋଗ ୭ମ ପରିଚାଳନା ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୬ ତାରିଖ…

୨୨୫୩.୧୫ କୋଟିରେ ହେବ ୧୧ ପ୍ରକଳ୍ପ

ଭୁବନେଶ୍ବର,୫ା୮(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ୧୧ ନୂଆ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ। ଏଥିରେ ମୋଟ ୨୨୫୩.୧୫ କୋଟି ଟଙ୍କାର ପୁଞ୍ଜିନିବେଶ କରାଯିବ। ପ୍ରକଳ୍ପଗୁଡ଼ିକରେ ମୋଟ୍‌ ୩,୮୧୭ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ସୁଯୋଗ ମିଳିବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ…

ଓଡ଼ିଶା ବଜାରରେ ‘ନ୍ୟୁ ଟିଭିଏସ୍‌ ରୋନିନ୍‌’

ଭୁବନେଶ୍ୱର,୫।୮:ଦେଶର ପ୍ରମୁଖ ଦୁଇ ଓ ତିନି ଚକିଆ ଯାନ ନିର୍ମାତା ‘ଟିଭିଏସ୍‌ ମୋଟର’ ପକ୍ଷରୁ ଓଡ଼ିଶା ବଜାରରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ରେଟ୍ରୋ ମୋଟର ସାଇକେଲ ‘ନ୍ୟୁ ଟିଭିଏସ୍‌ ରୋନିନ୍‌’କୁ ଗୁରୁବାର ସ୍ଥାନୀୟ ଖଣ୍ଡଗିରିର ଏକ ହୋଟେଲ ପରିସରରେ ଉନ୍ମୋଚନ କରାଯାଇଛି।…

କେୟାର ହସ୍ପିଟାଲରେ ଅସ୍ଥି, ଖଞ୍ଜା ଦିବସ

ଭୁବନେଶ୍ୱର,୫।୮:ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ‘କେୟାର ହସ୍ପିଟାଲ’ ପକ୍ଷରୁ ନ୍ୟାସନାଲ ବୋନ ଆଣ୍ଡ ଜଏଣ୍ଟ ବା ଜାତୀୟ ଅସ୍ଥି ଓ ଖଞ୍ଜା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆଣ୍ଠୁ ପ୍ରତିରୋପଣ କରିଥିବା ୨୦ରୁ ଉର୍ଦ୍ଧ୍ୱ ରୋଗୀ…

ଘରେ ବସି ହ୍ବାଟ୍ସଆପ୍‌ ଜରିଆରେ ଡାକଘରୁ ଅର୍ଡର କରିପାରିବେ ତ୍ରିରଙ୍ଗା

ଭୁବନେଶ୍ୱର,୪ା୮(ବ୍ୟୁରୋ): ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ ହେଉଥିବା ବେଳେ ଏହାକୁ ସ୍ମରଣୀୟ କରିବା ପାଇଁ ୧୩ରୁ ୧୫ ଅଗଷ୍ଟ ୩ଦିନ ପର୍ଯ୍ୟନ୍ତ ଘରେ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ସରକାର ଭାରତବର୍ଷର ସମସ୍ତ ନାଗରିକଙ୍କୁ ନିବେଦନ କରିଛନ୍ତି।…

ଖୋଲିଲା ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର,୪।୮(ବ୍ୟୁରୋ): ୪ ଦିନ ପରେ ୟୁନିଟ-୨ ମାର୍କେଟ ବିଲ୍ଡିଂ ଗୁରୁବାର ଖୋଲିଛି।ଦୁଇ ଗୋଷ୍ଠୀ ବ୍ୟବସାୟୀଙ୍କ ମଧ୍ୟରେ ବିବାଦ ଯୋଗୁ ଗତ ରବିବାର ସାରୁ ମାର୍କେଟ ବନ୍ଦ ରହିଥିଲା। ସୂଚନାନୁସାରେ, ମାର୍କେଟ ଭିତରୁ ଉଠାଦୋକାନୀଙ୍କୁ ସମ୍ପୂର୍ଣ୍ଣ ଉଠାଇଦେବାକୁ ସଂଘ ପକ୍ଷରୁ ଦାବି ହୋଇଥିଲା।…

ତୁରନ୍ତ ବୁଷ୍ଟର ଡୋଜ୍‌ ନେବାକୁ ସ୍ବାସ୍ଥ୍ୟ ବିଭାଗର ଅନୁରୋଧ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟର ୮୭ ପ୍ରତିଶତ ଲୋକ ବୁଷ୍ଟର ଡୋଜ୍‌ ନେଇ ନଥିବା ବେଳେ ୪୨ଲକ୍ଷ ୭୦ହଜାର ୪୮୭ ଜଣ ବୁଷ୍ଟର ଡୋଜ୍‌ ନେଇସାରିଛନ୍ତି। ଆହୁରି…

ବାବୁସାନ୍‌ଙ୍କ ଜାମିନ ଆବେଦନରେ ପୂର୍ଣ୍ଣଚ୍ଛେଦ

କଟକ ଅଫିସ,୪ା୮: ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ହାଇକୋର୍ଟରେ ଆଗୁଆ ଜାମିନ ପାଇଁ କରିଥିବା ଆବେଦନରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ତଦନ୍ତରେ ବାବୁସାନ ସହଯୋଗ କରିଥିବାରୁ ହାଇକୋର୍ଟ ଏହି ଆବେଦନର ଅନ୍ତ ଘଟାଇଛନ୍ତି। ଏନେଇ ବାବୁସାନ୍‌ଙ୍କ ଓକିଲ ଧରଣୀଧର ନାୟକ କହିଛନ୍ତି। ଆଗୁଆ…

ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୪ା୮(ବ୍ୟୁରୋ): ବିଶିଷ୍ଟ ସାହିତ୍ୟ ସାଧିକା, ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୧୬ତମ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ଉତ୍କଳ ସମ୍ମିଳନୀ ଏବଂ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ପକ୍ଷରୁ ରାଜଭବନ ନିକଟସ୍ଥ…

କମିଶନରେଟ୍‌ ପୋଲିସରେ ଅଦଳବଦଳ, ବଦଳିଲେ ୩୧ ଅଧିକାରୀ

ଭୁବନେଶ୍ୱର,୪ା୮(ବ୍ୟୁରୋ): ଦ୍ୱୈତ ନଗରୀ କମିଶନରେଟ ପୋଲିସରେ ବୁଧବାର ବଡ଼ ଧରଣର ଅଦଳବଦଳ ହୋଇଛି। ଏନେଇ କମିଶନରେଟ ପୋଲିସ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦୁଇ ଏସିପି, ୨୧ ଇନ୍ସପେକ୍ଟର ଓ ତିନି ଏସ୍‌ଆଇଙ୍କୁ ବଦଳି କରାଯାଇଛି। ସେହିପରି ବହୁଦିନ ଧରି…

ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ତେବେ ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯,୧୪୧ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ…

ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ

କଟକ ଅଫିସ/ପାରାଦୀପ,୪ା୮(ସ୍ବ.ପ୍ର.): ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଏବଂ ଅଫିସରେ ଗୁରୁବାର ସିବିଆଇ ଚଢ଼ାଉ କିରଛି। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। କଟକ ଓଡ଼ିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?