ମେଟ୍ରୋ

ଗିରଫ ହେବେ ରେଞ୍ଜର, ଫରେଷ୍ଟର

ଭୁବନେଶ୍ୱର, ୨୮ା୬(ବ୍ୟୁରୋ):ବନ ବିଭାଗକୁ ପଡ଼ିଛି ଶନି ଦଶା। ଆଠଗଡ଼ ପରେ ଅନୁଗୋଳ ସାତକୋଶିଆ ବନଖଣ୍ଡରେ ହାତୀ ମଡ଼କ ଦେଖାଯାଇଛି। ସାତକୋଶିଆ ବନଖଣ୍ଡର ସଂଲଗ୍ନ ନରସିଂହପୁର ଜିଲିଣ୍ଡା ବନାଞ୍ଚଳରେ ୧୪ମାସ ତଳେ ୨୦ ବର୍ଷର ଦନ୍ତା ହାତୀକୁ ମାରି ଲୁଟେରାମାନେ ଦାନ୍ତ ଲୁଟି…

ହାତୀ କବରସ୍ଥଳ ଆଠଗଡ଼ ବନଖଣ୍ଡ

ଭୁବନେଶ୍ୱର, ୨୮ା୬(ବ୍ୟୁରୋ):ଆଠଗଡ଼ ବନଖଣ୍ଡ ଏବେ ହାତୀଙ୍କ କବରସ୍ଥଳ ପାଲଟିଛି। ତଦନ୍ତ ଯେତେ ଆଗଉଛି ଗୋଟିଏ ପରେ ଗୋଟିଏ ହାତୀ କଙ୍କାଳ ମାଟି ତଳୁ ମିଳୁଛି। ଇତିମଧ୍ୟରେ ମାସକ ଭିତରେ ୪ ହାତୀ କଙ୍କାଳ ଜବତ ହୋଇଛି। ପୂର୍ବରୁ ବଡ଼ମ୍ବା ରେଞ୍ଜରେ ୩…

ଜୁଲାଇ ୩୧ ଯାଏ ରାଜ୍ୟ ଘରୋଇ ବସ୍‌ ଧର୍ମଘଟ ସ୍ଥଗିତ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଜୁଲାଇ ୧ ତାରିଖରେ ହେବାକୁ ଥିବା ବସ ଧର୍ମଘଟକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ଓଡ଼ିଶା ବସ ମାଲିକ ସଙ୍ଘ। ରଥଯାତ୍ରାକୁ ଦୃଷ୍ଟିରେ ରଖି ବସ୍‌ ଧର୍ମଘଟ ସ୍ଥଗିତ ରଖାଯାଇଛି। ଜୁଲାଇ ସୁଦ୍ଧା ଦାବି…

ମୃତ୍ୟୁ ପୂର୍ବରୁ କାହିଁକି ଯାଇଥିଲେ ମଞ୍ଚେଶ୍ୱର ଥାନା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ଅଭିନେତା ରାଇମୋହନଙ୍କ ମୃତ୍ୟୁ ଘଟଣାକୁ ନେଇ ଦିନକୁ ଦିନ ଗୋଟିଏ ପରେ ଗୋଟିଏ ତଥ୍ୟ ସାମ୍ନାକୁ ଆସୁଛି। ଯାହା ଘଟଣାକୁ ଅଧିକ ରହସ୍ୟମୟ କରିଦେଉଛି। ଆତ୍ମହତ୍ୟା ପୂର୍ବରୁ ରାଇମୋହନ ମଞ୍ଚେଶ୍ୱର ଥାନାକୁ ଯାଇଥିଲେ। ହେଲେ ସେ କାହିଁକି ଥାନାକୁ…

ନବୀନଙ୍କ ବିଦେଶ ଗସ୍ତକୁ ନେଇ ଭାଜପାର ସମାଲୋଚନା

ଭୁବନେଶ୍ୱର,୨୭।୬(ବ୍ୟୁରୋ):ମୁୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋମ ଗସ୍ତକୁ ନେଇ ଭାଜପା ସମାଲୋଚନା କରିଛି। କେଉଁ ପଇସାରେ ସେ ବିଦେଶ ଗସ୍ତ କରଛନ୍ତି ? ଯଦି ସରକାରୀ ପଇସାରେ ଯାଇଛନ୍ତି, ତେବେ କଣ ଉପଲବ୍ଧି କଲେ ବୋଲି ଭାଜପା ବିଧାୟକ ଜୟନାରାୟଣ ମିଶ୍ର ପ୍ରଶ୍ନ…

ରାଇମୋହନଙ୍କ ମୋବାଇଲରୁୁ ମିଳିବ କି କିଛି ତଥ୍ୟ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଅଭିନେତା ରାଇମୋହନ ପରିଡାଙ୍କ ମୃତ୍ୟୁକୁ ୪ ଦିନ ବିତିଥିଲା ବେଳେ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି । ଏହି ଘଟଣାରେ ପୋଲିସ ତାଙ୍କ ପରିବାର, ସାଙ୍ଗସାଥୀଙ୍କୁ ପଚରାଉଚରା କରୁଛି। ରାଉମୋହନଙ୍କ ବ୍ୟବହାର କେମିତି ଥିଲା, ସେ ମାନସିକ ଚାପରେ ଥିଲେ…

ରାଜ୍ୟରେ ସୁସ୍ଥ ହେଲେ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ୭୯ ହଜାର ୭୪୫ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଦୁବାଇ ବିଜନେସ ମିଟ୍‌ରେ ଯୋଗ ଦେବେ ଓଡ଼ିଶାର ମନ୍ତ୍ରୀ, ବିଧାୟକ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଓଡ଼ିଶାର ୨ ନେତା ଦୁବାଇରେ ଅନୁଷ୍ଠିତ ହେବାକୁ ଥିବା ବିଜନେସ ମିଟ୍‌ରେ ଯୋଗ ଦେବେ । ଖାଦ୍ୟଯୋଗାଣ ଓ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଏବଂ ବିଧାୟକ ଦେବୀ ମିଶ୍ର ପୂର୍ବରୁ ବିଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀଙ୍କ ସହ…

ବୁଧବାର ବସିବ ଭାଜପାର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବୁଧବାର ଅନୁଷ୍ଠିତ ହେବ। ଚାଷୀ ନୀତି, ଦାଦନ ଶ୍ରମିକଙ୍କ ସଂଖ୍ୟା ବଢିବା, ଆଇନ ଶୃଙ୍ଖଳା ପରିସ୍ଥିତି, ମହିଳା ନିର୍ଯାତନା ଭଳି ପ୍ରସଙ୍ଗକୁ ନେଇ ଆଲୋଚନା କରିବ ଭାଜପା। ଏ ନେଇ ଭାଜପା ରାଜ୍ୟ ସାଧାରଣ…

ବାଇକ୍‌ ସହ ଜଳିଥିବା ଯୁବକଙ୍କ ପରିଚୟ ମିଳିଲା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଜୟଦେବବିହାର ନିକଟ ଓଭରବ୍ରିଜ୍‌ରେ ରବିବାର ରାତିରେ ଦୁର୍ଘଟଣା ଘଟିଥିଲା। ଖଣ୍ଡଗିରି ପଟୁ ବାଣୀବିହାର ଆଡ଼କୁ ଯାଉଥିବା ବେଳେ ରାସ୍ତାକଡ଼ ଡିଭାଇଡରରେ ପିଟି ହୋଇ ଏକ ବାଇକ୍‌ ହୁତୁହୁତୁ ହୋଇ ଜଳିଯାଇଥିଲା । ଘଟଣାସ୍ଥଳରେ ହିଁ ଜଳି ଯାଇଥିଲେ ଜଣେ ଯୁବକ।…

‘ରଥଯାତ୍ରା ବେଳେ ପୁରୀରେ ମାସ୍କ ବାଧ୍ୟତାମୂଳକ’

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଆଉ କିଛିଦିନ ପରେ ପୁରୀରେ ଆରମ୍ଭ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ୨ ବର୍ଷ ପରେ ଚଳିତବର୍ଷ ଭକ୍ତମାନେ ମହାପ୍ରଭୁଙ୍କ ରଥ ଟାଣିବାର ସୁଯୋଗ ପାଇବେ। ତେବେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ କରୋନା କଟକଣାକୁ କଡ଼ାକଡ଼ି କରାଯାଇଛି।…

ଦମ୍ପତିଙ୍କୁ ତାଲା ପକାଇ ଲୁଟିନେଲେ ସୁନା, ନଗଦ ୧୨ ଲକ୍ଷ ଟଙ୍କା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ରାଜଧାନୀ ଉପକଣ୍ଠରେ ବଡ଼ ଧରଣର ଡକାୟତି ହୋଇଛି। ଦମ୍ପତିଙ୍କୁ ତାଲା ପକାଇ ଅଧାକିଲୋ ସୁନା, ୧୨ ଲକ୍ଷ ଟଙ୍କା ଲୁଟିଥିବା ନେଇ ଅଭିଯୋଗ ହୋଇଛି। ଚନ୍ଦକା ଥାନା ହରିପୁର ଗାଁର ଘର ମାଲିକ ତଥା ଅବସରପ୍ରାପ୍ତ କିରାଣି ସତ୍ୟନାରାୟଣ ମିଶ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri