ମେଟ୍ରୋ

ଚଢ଼ାଉବେଳେ ପୋଲିସକୁ ଆକ୍ରମଣ

ବାଲିପାଟଣା,୧୭ା୫(ଡି.ଏନ୍‌.ଏ.):ଚୋରାରେ ମଦ ବିକ୍ରି କରୁଥିବା ଦୋକାନ ଉପରେ ଚଢ଼ାଉ ବେଳେ ପୋଲିସଙ୍କୁ ଆକ୍ରମଣ ହୋଇଛି। ଏଥିସହ ମଦ ବେପାର କରୁଥିବା ଦୋକାନୀଙ୍କ ପରିବାର ଓ ସମର୍ଥକମାନେ ରାସ୍ତାରୋକୋ କରିଥିଲେ। ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନା ଅନ୍ତର୍ଗତ ନରଦା ବଜାରରେ ଏପରି ଘଟଣା…

ଗାଳ୍ପିକ ଚନ୍ଦ୍ରଶେଖରଙ୍କ ପରଲୋକ

ଭୁବନେଶ୍ୱର, ୧୭।୫ (ବ୍ୟୁରୋ): ସାହିତି୍ୟକ, ଅନୁବାଦକ ଓ ଗାଳ୍ପିକ ଚନ୍ଦ୍ରଶେଖର ଦାସବର୍ମାଙ୍କ ପରଲୋକ ହୋଇଛି। ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ମୃତ୍ୟୁଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ, ପୁଅ, ବୋହୂ, ନାତୁଣୀ, ପୁତୁରା, କଥାଶିଳ୍ପୀ ଅଜୟ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।…

କୁମ୍‌କି ପ୍ରଶିକ୍ଷଣ ନାଁରେ ବିପୁଳ ଟଙ୍କା ବରବାଦ

ଭୁବନେଶ୍ୱର, ୧୭।୫:ଯାହା ଅନୁମାନ କରାଯାଉଥିଲା, ଶେଷରେ ତାହା ହିଁ ହେଲା। ଚନ୍ଦକା ବନ କର୍ମଚାରୀ, ଆସାମ ମାହୁନ୍ତ ଠିକାଦାର ଏବଂ ଭେଟେରିନାରି ଡାକ୍ତରଙ୍କ ଅତ୍ୟାଚାରକୁ ସହି ପାରିଲା ନାହିଁ ନନ୍ଦନକାନନର ସେହି ପୋଷା ଦନ୍ତାହାତୀ ‘ନନ୍ଦ’। ସୋମବାର ସକାଳେ ଚନ୍ଦକା ଅଭୟାରଣ୍ୟର…

ରିଭର କ୍ରୁଜ୍‌ ପର୍ଯ୍ୟଟନରେ ଓଡ଼ିଶାକୁ ଅଣଦେଖା

ଭୁବନେଶ୍ୱର,୧୭ା୫(ବ୍ୟୁରୋ):କରୋନା ମହାମାରୀ ଯୋଗୁ ରାଜ୍ୟରେ ପର୍ଯ୍ୟଟନ ଶିଳ୍ପ ମୁଣ୍ଡ ଟେକି ନ ଥିବା ବେଳେ ଓଡ଼ିଶାକୁ ଆଉ ଏକ ଝଟକା ଲାଗିଛି। କେନ୍ଦ୍ର ସରକାର ନିକଟରେ ପୂର୍ବ ଭାରତର ରାଜ୍ୟଗୁଡ଼ିକ ପାଇଁ ୮ଟି ରିଭର କ୍ରୁଜ୍‌ ପର୍ଯ୍ୟଟନ ପାଇଁ ବୁଝାମଣା ପତ୍ର…

‘ବିଶ୍ୱସ୍ତରୀୟ ସଂସ୍ଥାରେ ପରିଣତ ହେବ ଓଏମ୍‌ସି’

ଭୁବନେଶ୍ୱର,୧୭ା୫(ବ୍ୟୁରୋ):ଓଏମ୍‌ସି ହେଉଛି ଦେଶର ବୃହତ୍‌ ଏବଂ ଦ୍ରୁତ ଅଭିବୃଦ୍ଧି କମ୍ପାନୀ। ଗତ ଆର୍ଥିକ ବର୍ଷରେ ଏହି କମ୍ପାନୀ ୩୦ ନିୟୁତ ଟନ୍‌ ଲୁହାପଥର ଉତ୍ପାଦନ କରିବା ସହ ଏହାର ବାର୍ଷିକ ଟର୍ନଓଭର ୧୭ ହଜାର କୋଟିରେ ପହଞ୍ଚତ୍ଛି। ଚଳିତ ଆର୍ଥିକ ବର୍ଷରେ…

ଶବ୍ଦରେ ପାକସ୍ଥଳୀ, ଚିତ୍ରରେ ବୃକ୍‌କ

ଭୁବନେଶ୍ୱର, ୧୭।୫(ବ୍ୟୁରୋ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ତୃତୀୟ ଶ୍ରେଣୀର ଭାଷା ପଠନ ପୁସ୍ତିକାରେ ତ୍ରୁଟି ପରିଲକ୍ଷିତ ହୋଇଥିବା ଖବର ସୋମବାର ‘ଧରିତ୍ରୀ’ର ତୃତୀୟ ପୃଷ୍ଠାରେ ପ୍ରକାଶ ପାଇଥିଲା। ସେହି ବହିରେ ଆଉ ଏକ ତ୍ରୁଟି ଦୃଷ୍ଟିଗୋଚର ହୋଇଛି। ଏଥିରେ…

ରାଜ୍ୟରୁ ସୁସ୍ଥ ହେଲେ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ହଜାର୦୧୭ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ଆଣ୍ଡମାନ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ଆଣ୍ଡମାନ ଛୁଇଁଲା ମୌସୁମୀ । ସୋମବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜ ଏବଂ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅନ୍ୟପକ୍ଷେ ,…

ସମବାୟ ନିର୍ବାଚନ: ୭ ଜଣିଆ କମିଟି ଗଠନ କଲା ବିଜେଡ଼ି

ଭୁବନେଶ୍ୱର,୧୬।୫(ବ୍ୟୁରୋ): ସମବାୟ ନିର୍ବାଚନ ନେଇ ଜୋରଦାର ପ୍ରସ୍ତୁତି ଚଳାଇଛି ବିଜେଡ଼ି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ବରିଷ୍ଠ ନେତୃତ୍ୱଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆଲୋଚନା କରିଛନ୍ତି। ସମବାୟ ନିର୍ବାଚନ ପରିଚାଳନା କରିବା ନେଇ ବିଜେଡ଼ି ଏକ ୭ ଜଣିଆ…

ଛାଇ ଖୋଜୁଛନ୍ତି ରାଜଧାନୀବାସୀ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଏବେ ରାଜ୍ୟର ଅନ୍ୟତମ ପ୍ରମୁଖ ଉତ୍ତପ୍ତ ସହର ଭାବେ ପରିଗଣିତ ହେଲାଣି। ଦିନେ ଯେଉଁ ସହର ସବୁଜ ବନାନୀରେ ଆଚ୍ଛାଦିତ ଥିଲା ଆଜି ତାହା କଂକ୍ରିଟ ସହର ପାଲଟିଲାଣି। ଏହି ସ୍ମାର୍ଟସିଟିର ଜନସଂଖ୍ୟା ଏବେ ପ୍ରାୟ ୧୨ଲକ୍ଷ…

ପ୍ରତିମୂର୍ତ୍ତି ସ୍ଥାନାନ୍ତର କଥା ଭୁଲିଗଲେ କର୍ତ୍ତୃପକ୍ଷ

ଭୁବନେଶ୍ୱର,୧୬।୫ (ବ୍ୟୁରୋ): ରାଜଧାନୀରେ ସବୁଆଡ଼େ ଚାଲିଛି ସୌନ୍ଦର୍ଯ୍ୟକରଣ। କିନ୍ତୁ ରାଜଧାନୀର ପ୍ରମୁଖ ସ୍ଥାନ ମାଷ୍ଟରକ୍ୟାଣ୍ଟିନ୍‌ ଛକ ସ୍ଥିତ ୨ ବିଶିଷ୍ଟ ବ୍ୟକ୍ତିଙ୍କ ପ୍ରତିର୍ମୂିସ୍ଥଳ ଅବହେଳିତ ହୋଇ ପଡ଼ିଛି। ଏହି ସ୍ଥାନରେ ରାଜନେତା ଲୋକନାୟକ ଜୟପ୍ରକାଶ ନାରାୟଣ ପାର୍କ ଓ ଦେଶର ପ୍ରଥମ…

ଖୋଲିପାରୁନି ୟୁନିଟ୍‌-୨ ଫଳ ବଜାର

ଭୁବନେଶ୍ୱର,୧୬।୫ (ବ୍ୟୁରୋ): ରାସ୍ତାରେ ଠେଲାଗାଡ଼ିର ଲମ୍ବା ଧାଡ଼ି। ବିଶେଷକରି ୟୁନିଟ-୧, ଯୁନିଟ-୨, ରାଜମହଲ ଛକ ଆଦି ସ୍ଥାନରେ ବ୍ୟବସାୟୀମାନେ ଠେଲାଗାଡ଼ିରେ ବେପାର ଜମାଉଛନ୍ତି। ସେମାନଙ୍କ ମଧ୍ୟରେ ପ୍ରାୟ ୯୦ ପ୍ରତିଶତ ଫଳ ବ୍ୟବସାୟୀ ରହିଛନ୍ତି। କେବଳ ଏହି ଛକ ନୁହେଁ, ସହରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri