ମେଟ୍ରୋ

ସୁଜାତା କାର୍ତ୍ତିକେୟନଙ୍କୁ ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୧୧: ମିଶନ ଶକ୍ତି ବିଭାଗର ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ବୁଧବାର ରାଜ୍ୟ ସରକାର ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ୨୦୦୦ ମସିହା ବ୍ୟାଚ୍‌ ଆଇଏଏସ୍‌ ଅଫିସର ଶ୍ରୀମତୀ କାର୍ତ୍ତିକେୟନ ଓଡ଼ିଆ ଭାଷା, ସାହିତ୍ୟ ଓ...

ଦେହରେ କିରୋସିନି ଢାଳି ଆତ୍ମାହୁତି ଉଦ୍ୟମ କରିଥିଲେ ଅଟୋଚାଳକ, ଆଜି ବୁଜିଲେ ଆଖି

ଭୁବନେଶ୍ୱର,୨୨ା୧୧: ପାରିବାରିକ କଳହ ଯୋଗୁ ରାଜଧାନୀର ବଡ଼ଗଡ଼ ଥାନା କେସୁରା ଗାଁର ଲକ୍ଷ୍ମଣ ପ୍ରଧାନଙ୍କ ବୁଧବାର ଏମ୍ସ ହସ୍ପିଟାଲରେ ମୃତ୍ୟୁ ଘଟିଛି। ମଙ୍ଗଳବାର ଲକ୍ଷ୍ମଣ ନିଜ ଦେହରେ କିରୋସିନି ଢାଳି ନିଆଁ ଲଗାଇଦେଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି...

ଅହିଂସାର ରେଶମ ‘କରୁଣା ସିଲ୍କ’

ଭୁବନେଶ୍ୱର,୨୨ ।୧୧(ଶର୍ମିଷ୍ଠା ପାଣିଗ୍ରାହୀ): ଏଣ୍ଡିକୀଟ ମାରି ରେଶନ ଉତ୍ପାଦନ କରିବା କଥା ପ୍ରାୟ ସମସ୍ତଙ୍କୁ ଜଣାଥିବ। ମାତ୍ର ଏବେ ଏଣ୍ଡିକୀଟକୁ ନ ମାରି ବି ରେଶନ ଉତ୍ପାଦନ କରାଯାଇପାରିବ। ରେଶମ ଉତ୍ପାଦନ ବେଳେ ପାରମ୍ପରିକ ପଦ୍ଧତିରୁ ବାହାରି ଏକ ନୂଆ...

ଫିଫା-ଏଆଇଏଫ୍‌ଏଫ୍‌ ଟ୍ୟାଲେଣ୍ଟ ଏକାଡେମୀ ଉଦ୍‌ଘାଟିତ

ଭୁବନେଶ୍ୱର, ୨୨।୧୧ (ତପନ ସ୍ବାଇଁ): ଭାରତୀୟ ଫୁଟ୍‌ବଲ ଇତିହାସରେ ମଙ୍ଗଳବାର ଯୋଡ଼ିହୋଇଛି ଏକ ନୂଆ ଅଧ୍ୟାୟ। କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଭାରତ-କାତାର ଫିଫା ବିଶ୍ୱକପ୍‌ ୨୦୨୬ ଓ ଏଏଫ୍‌ସି ଏସିଆନ କପ୍‌ ୨୦୨୭ କ୍ୱାଲିଫାୟର୍ସ ରାଉଣ୍ଡ-୨ ମ୍ୟାଚ ଅବସରରେ ମୁଖ୍ୟମନ୍ତ୍ରୀ...

ନଦୀ ପୁନରୁଦ୍ଧାରର ଅଗ୍ରଦୂତ

ସାରା ବିଶ୍ୱ ପାଇଁ ଜଳବାୟୁ ପରିବର୍ତ୍ତନ ଏବେ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କର ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏ କ୍ଷେତ୍ରରେ ସହଭାଗୀ କରାଇବେ, ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି...

୫ ବର୍ଷରେ ମଲେଣି ୨,୮୧୭ ବନ୍ୟପ୍ରାଣୀ

ଭୁବନେଶ୍ୱର,୨୨।୧୧(ଅନିଲ ଦାସ): ରାଜ୍ୟର ଜଙ୍ଗଲରେ ବନ୍ୟପ୍ରାଣୀ ସୁରକ୍ଷିତ ନାହାନ୍ତି। ରେଳ ଦୁର୍ଘଟଣା, ରାସ୍ତା ଦୁର୍ଘଟଣା, ବିଦ୍ୟୁତ୍‌ ଆଘାତ, ଶିକାରୀ ଏବଂ ବିଷ ପ୍ରୟୋଗ ଯୋଗୁ ଅଧିକାଂଶ ବନ୍ୟପ୍ରାଣୀଙ୍କ ମୃତ୍ୟୁ ଘଟୁଛି। ବିଭିନ୍ନ କାରଣରୁ ଗତ ୫ ବର୍ଷରେ ରାଜ୍ୟରେ ୨,୮୧୭...

ଆକର୍ଷିତ କରୁଛି ଓଡ଼ିଶା ପାଭିଲିୟନ ସାଜସଜ୍ଜା

ଭୁବନେଶ୍ୱର, ୨୧।୧୧(ଅସମାପିକା ସାହୁ):ଦିଲ୍ଲୀରେ ଚାଲିଥିବା ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ସୋମବାର ଥିଲା ସପ୍ତମ ଦିବସ। ବାଣିଜି୍ୟକ ଦିବସ ପରେ ରବିବାରଠାରୁ ସର୍ବସାଧାରଣଙ୍କ ପାଇଁ ଏହି ମେଳା ଖୋଲା ହୋଇଥିବାରୁ ପ୍ରଗତି ମଇଦାନ ପରିସର ସମେତ ଓଡ଼ିଶା ପାଭିଲିୟନରେ ପ୍ରବଳ...

ପ୍ରେମିକାଙ୍କ ଫଟୋ ଭାଇରାଲ ଘଟଣା: ପ୍ରେମିକ ଗିରଫ

ଭୁବନେଶ୍ୱର,୨୧।୧୧(ସୂର୍ଯ୍ୟକାନ୍ତ ବେହେରା):ପ୍ରେମିକା ଦୂରେଇଯିବାରୁ ତାଙ୍କ ନାଁରେ ଫେକ୍‌ ଇନ୍‌ଷ୍ଟାଗ୍ରାମ ଆଇଡି ଖୋଲି ଖରାପ ଟିପ୍ପଣୀ ଦେବା ସହ ଫଟୋ ଭାଇରାଲ କରିବା ଅଭିଯୋଗରେ ତମାଣ୍ଡୋ ଥାନା ପୋଲିସ ଅଭିଯୁକ୍ତ ପ୍ରେମିକଙ୍କୁ ଗିରଫ କରିଛି। ସେ ହେଲେ ପୁରୀ ଜିଲା ଡେଲାଙ୍ଗ...

‘କ୍ଲାଇମେଟ୍‌ ଚେଞ୍ଜ: ଦି ପାଥ୍‌ ଆହେଡ୍‌’-ଅରଣ୍ୟ ମାନବ ଯାଦବ ପାୟେଙ୍ଗ

ସାରା ବିଶ୍ୱ ପାଇଁ ଜଳବାୟୁ ପରିବର୍ତ୍ତନ ଏବେ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କର ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ ହୋଇ ଅନ୍ୟମାନଙ୍କୁ ଏ କ୍ଷେତ୍ରରେ ସହଭାଗୀ କରାଇବେ, ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି...

ଡିସେମ୍ବର ୨୬ରେ ପ୍ରତାପ ଜେନାଙ୍କ ପରବର୍ତ୍ତୀ ଶୁଣାଣି

ନିଶ୍ଚିନ୍ତକୋଇଲି,୨୧।୧୧ (ଅଶୋକ କୁମାର ମହାପାତ୍ର):ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରିବା ପରେ ସାଲେପୁର ଜେଏମ୍‌ଏଫ୍‌ସି(ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ) ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଶୁଣାଣି ଘୁଞ୍ଚାଇ ଦେଇଛନ୍ତି। ଡିସେମ୍ବର ୨୬ରେ ଏହି ମାମଲାର...

ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହେବେ ସାଲୁଗା ପ୍ରଧାନ

ଭୁବନେଶ୍ୱର,୨୧ା୧୧(ଅନିଲ ଦାସ):ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି। ଉପବାଚସ୍ପତି ନିର୍ବାଚନ ପାଇଁ ସେ ସୋମବାର ପୂର୍ବାହ୍ନରେ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଗତ ନଭେମ୍ବର ୮ରେ ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ...

ଆଜିଠୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୨୧ା୧୧(ଅନିଲ ଦାସ):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଏଥିରେ ମୋଟ୍‌ ୩୦ଟି କାର୍ଯ୍ୟକାରୀ ଦିବସ ରହିଛି। ସେଥିରୁ ୨୪ ସରକାରୀ ଦିବସ ଥିବା ବେଳେ ୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri