ମେଟ୍ରୋ

ପହିଲା ଯାଏ ଅସହ୍ୟ ତାତି

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ତେବେ ୩୦ ମାର୍ଚ୍ଚରୁ ଏପ୍ରିଲ ୧ ଯାଏ ଗ୍ରୀଷ୍ମ ପ୍ରବାହ ବଢିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ-ଉତ୍ତପ୍ତ ପବନ ବୋହିବା ସମ୍ଭାବନା ରହିଛି।...

ବଦଳିପାରେ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ସୂଚୀ

ଭୁବନେଶ୍ୱର,୨୯।୩(ବ୍ୟୁରୋ): ଚଳିତ ବର୍ଷ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ସୂଚୀ ବଦଳିପାରେ। ପରୀକ୍ଷାସୂଚୀରେ ସାମାନ୍ୟ ପରିବର୍ତ୍ତନ ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି । ଯୁକ୍ତ ୨ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ନିର୍ଦ୍ଧାରିତ ପରୀକ୍ଷା ସୂଚୀରେ କମ...

ରାଜ୍ୟରୁ ପୁଣି ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ ଲାଗିଛି। ରାଜ୍ୟରେ ରବିବାର କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୨୦କୁ ବୃଦ୍ଧି ପାଇଥିବା ରାଜ୍ୟ...

ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ

ଭୁବନେଶ୍ୱର,୨୯।୩: ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅସୁସ୍ଥ କାରଣରୁ ତାଙ୍କୁ ବାଣପୁର ସବଜେଲରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ସୋମବାର ବିଳମ୍ବିତ ରାତିରେ ସେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ସୂଚନାଯୋଗ୍ୟ,...

ରିମାଣ୍ଡରେ ଗଲେ ଶର୍ମିଷ୍ଠା: ଫିଟିବ ଅଧିକ ଗୁମର

ଭଦ୍ରକ ଅଫିସ୍‌,୨୯।୩: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଏକ ୱେବ ପୋର୍ଟାଲର ମୁଖ୍ୟ ଶର୍ମିଷ୍ଠା ରାଉତଙ୍କ ସମେତ ୪ ଅଭିଯୁକ୍ତଙ୍କୁ ମଙ୍ଗଳବାର ୫ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ। ଭଦ୍ରକ ସବ୍‌ଜେଲ୍‌ରୁ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁନ୍ଦରଗଡ ଜିଲାରେ ସର୍ବାଧିକ ୭...

‘ମୋ ସ୍କୁଲ୍‌’ ଦେଶରେ ଉଦାହରଣ ସୃଷ୍ଟି କରିଛି: ମନ୍ତ୍ରୀ

ଭୁବନେଶ୍ୱର, ୨୯।୩(ବ୍ୟୁରୋ):‘ମୋ ସ୍କୁଲ୍‌’ ଅଭିଯାନ ଆଜି ସମଗ୍ର ଭାରତବର୍ଷରେ ପ୍ରଶଂସିତ ହେଉଛି। ଅତୀତକୁ ବର୍ତ୍ତମାନ ସହ ଯୋଡ଼ୁଥିବା ଏହି ଅଭିଯାନ ରାଜ୍ୟର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ପାଇଁ ବରଦାନ ସଦୃଶ ହୋଇଛି। ଏହା କେବଳ ଏକ ପ୍ଲାଟ୍‌ଫର୍ମ...

ପାରାଦୀପ ବନ୍ଦର ନାମ ବଦଳିଲା

ପାରାଦୀପ,୨୯ା୩(ସ୍ବ.ପ୍ର.):ଓଡ଼ିଶାର ଏକମାତ୍ର ସରକାରୀ ବୃହତ୍‌ ବନ୍ଦର ପାରାଦୀପର ନାମ ସୋମବାର ପରିବର୍ତ୍ତନ କରାଯାଇଛି। ପୂର୍ବରୁ ପାରାଦୀପ ପୋର୍ଟ ଟ୍ରଷ୍ଟ (ପିପିଟି)ଥିବା ବେଳେ ଏବେ ପାରାଦୀପ ପୋର୍ଟ ଅଥରିଟି (ପିପିଏ) ରଖାଯାଇଛି। ଏ ନେଇ ସୋମବାର ପାରାଦୀପ ବନ୍ଦର ପ୍ରଶାସନ ପକ୍ଷରୁ...

ଓଡ଼ିଶା କଳା ଓ କଳାକାରଙ୍କ ଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୩(ବ୍ୟୁରୋ):ଭାରତବର୍ଷର ଏକ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ରହିଛି। ଦୀର୍ଘ ସମୟ ଧରି ବିଭିନ୍ନ ସଂସ୍କୃତିର ସମାହାରରେ ଆମ ସଂସ୍କୃତି ପରିପୁଷ୍ଟ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୋମବାର ଜନତା ମଇଦାନଠାରେ ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାକୁ...

ଫେବୃୟାରୀ ସୁଦ୍ଧା ୧୪,୯୪୯ କୋଟିର ଜିଏସ୍‌ଟି ଆଦାୟ

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ରାଜ୍ୟରେ ଦ୍ରବ୍ୟ ଓ ସେବା କର (ଜିଏସ୍‌ଟି) ସଂଗ୍ରହ ବଢ଼ିଚାଲିଛି। କେବଳ କରୋନା ମହମାରୀ ଯୋଗୁ ୨୦୨୦-୨୧ ବର୍ଷରେ ଏହି ରାଜସ୍ବ ସଂଗ୍ରହ ସାମାନ୍ୟ ହ୍ରାସ ପାଇଥିଲା। ବିଧାୟକ ମୁକେଶ ମହାଲିଙ୍ଗ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଦେଇଥିବା...

ରାଜ୍ୟରେ ଜଙ୍ଗଲୀ ଶାସନ ଚାଲିଛି: ନରସିଂହ

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ଓଡ଼ିଶାରେ ଚାଷୀଙ୍କ ବାର୍ଷିକ ଆୟ ୫,୨୭୪ରୁ ୫,୧୧୨ ଟଙ୍କାକୁ ଖସି ଯାଇଛି। ତେବେ ମାସକୁ କେତେ ପଡ଼ିଲା। ଏହା ହାସ୍ୟାସ୍ପଦ ଓ ଦୁର୍ଭାଗ୍ୟଜନକ। ରାଜ୍ୟ ସରକାର କୃଷି ଉତ୍ପାଦନ ପାଇଁ କେନ୍ଦ୍ରଠାରୁ ପୁରସ୍କାର ପାଉଛନ୍ତି ବୋଲି କହୁଛନ୍ତି। ସ୍କୁଲରେ ଶିକ୍ଷକମାନେ...

ମୁଣ୍ଡପିଛା ଋଣ ୨୨,୮୨୭ ଟଙ୍କା

ଭୁବନେଶ୍ୱର,୨୯ା୩(ବ୍ୟୁରୋ):ରାଜ୍ୟରେ ଋଣଭାର ୧ ଲକ୍ଷ ୪ ହଜାର ୩୧୨ କୋଟି ରହିଛି। ୨୦୨୧-୨୨ରେ ମୁଣ୍ଡପିଛା ଋଣଭାର ୨୨ ହଜାର ୮୨୭ ଟଙ୍କା ୫୪ ପଇସା। ରାଜ୍ୟ ସରକାର ୨୦୧୦-୧୧ରେ ୩୪୯୦.୪୬ କୋଟି ଟଙ୍କା ଋଣ କରିଥିବାବେଳେ ୨୦୧୧-୧୨ରେ ୧୭୮୦.୨୩ କୋଟି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri