ମେଟ୍ରୋ

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାରଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ରାଜ୍ୟ ସ୍ବାର୍ଥ ପ୍ରସଙ୍ଗ ନେଇ କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ନବୀନ ସେଠାରେ ଆଲୋଚନା କରିବେ। ଏଥିସହ ଆଜି ହେବାକୁ ଥିବା ବିବିସି ସ୍ପୋର୍ଟସ ‘ଓ୍ବିମେନ ଅଫ୍‌...

କାମ କଲାନି ସୁରେଶ, ଅପରାଜିତାଙ୍କ ପ୍ରଭାବ

ଖୋର୍ଦ୍ଧା ଅଫିସ,୨୮ା୩: ଖୋର୍ଦ୍ଧା ପୌର ନିର୍ବାଚନରେ ଶାସକ ଦଳ ବିଜେଡି ବାଜି ମାରି ନେଇଛି। ୪ଟି ପୌର ଆସନରେ ବିଜେଡି ବହୁମତ ହାସଲ କରିଥିବା ବେଳେ ଅଧ୍ୟକ୍ଷ ପଦବୀ ମଧ୍ୟ ବିଜେଡି ହାତକୁ ଯାଇଛି। ପୁଣି ଥରେ ମୁଖ୍ୟମନ୍ତ୍ରୀ ତଥା...

୫୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୫୧୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୫ ଜଣ ଚିହ୍ନଟ...

ରାଜଧାନୀରେ ଫୁଟିଲା ଗୁଳି

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ସୋମବାରଠାରୁ ୨ ଦିନ ପାଇଁ ଭାରତ ବନ୍ଦ ଥିବା ବେଳେ ରବିବାର ରାତିରୁ ତେଲ ପକାଇବା ପାଇଁ ବିଭିନ୍ନ ଟାଙ୍କିରେ ଅସମ୍ଭବ ପ୍ରକାର ଭିଡ଼ ଦେଖିବାକୁ ମିଳିଥିଲା। ତେବେ ତେଲ ପକାଇବାକୁ କେନ୍ଦ୍ର କରି ଲକ୍ଷ୍ମୀସାଗର ଅଞ୍ଚଳର ଏକ...

୭ ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ରାଜ୍ୟରେ ଏବେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ରବିବାର ୭ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୪୦.୮ ଡିଗ୍ରୀ ସହ ସମ୍ବଲପୁର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା।...

ଶରଣଶ୍ରୀକ୍ଷେତ୍ରରେ ଦାରୁଦିଅଁ ସ୍ଥାପନ ନେଇ ବିବାଦ

ପୁରୀ ଅଫିସ,୨୮।୩: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ୍‌ ଅଧୀନ ଏକଘରିଆ ଗ୍ରାମର ଶରଣଶ୍ରୀକ୍ଷେତ୍ରରେ ଦାରୁଦିଅଁ ସ୍ଥାପନକୁ ନେଇ ବିବାଦ ଦେଖାଦେଇଛି। ପୁରୀରୁ କେତେଜଣ ସେବାୟତ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିବାବେଳେ ବନଯାଗ ଯାତ୍ରା ଭଳି ଗୁପ୍ତନୀତି ଏବଂ ଅବଢ଼ା ବିକ୍ରି ବିଜ୍ଞାପନ...

ଆଜିଠୁ ଜାତୀୟ ତୋଷାଳି ମେଳା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ସୋମବାର ୨୮ ତାରିଖରୁ ଭୁବନେଶ୍ବରସ୍ଥିତ ଜନତା ମଇଦାନରେ ଆରମ୍ଭ ହେବ। ଏପ୍ରିଲ ୧୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ମେଳାକୁ...

ଖରାପ ପ୍ରଦର୍ଶନ କରିଛନ୍ତି ଏକାଧିକ ଟାଣୁଆ ନେତା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟର ପୌର ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଅଙ୍କକଷା ସାଙ୍ଗକୁ ରାଜନୈତିକ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଯାଇଛି। କାଉନ୍‌ସିଲର, ପୌରାଧ୍ୟକ୍ଷ, କର୍ପୋରେଟର ଏବଂ ମେୟର ନିର୍ବାଚନରେ ବିଜେଡିକୁ ବହୁମତ ମିଳିଛି। ତେବେ ବିଜେଡି କାଉନ୍‌ସିଲର ଏବଂ ପୌରାଧ୍ୟକ୍ଷ...

ଆଇଏଏସ୍‌ ଅଫିସର ବିଜୟ ଆରୋରାଙ୍କ ସ୍ବେଚ୍ଛାକୃତ ଅବସର

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ୧୯୯୧ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ବିଜୟ ଆରୋରାଙ୍କ ସ୍ବେଚ୍ଛାକୃତ ଅବସରକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି ଭାବେ କାର୍ଯ୍ୟରତ ଅଛନ୍ତି।...

୨୦୨୪ ଯାଏ ବଢ଼ିବ ‘କାଳିଆ’ ଅବଧି

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ଚାଷୀ ଓ ଚାଷକୁ ପ୍ରୋତ୍ସାହିତ କରିବାକୁ ଓଡ଼ିଶା ସରକାର ୨୦୧୯ରେ ଆରମ୍ଭ କରିଥିଲେ ‘କାଳିଆ’ ଯୋଜନା। ୨୦୨୧-୨୨ ଆର୍ଥିକ ବର୍ଷର ମାର୍ଚ୍ଚ ୩୧ରେ ଏହାର ଅବଧି ଶେଷ ହେଉଥିବାବେଳେ ରବିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ରାଜ୍ୟ ସରକାର...

୪ ମାସ ପାଇଁ ୧.୦୪ ଲକ୍ଷ କୋଟିର ବଜେଟ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଆସନ୍ତା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୨ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ତେବେ ଆସନ୍ତା ୪ ମାସ ପାଇଁ ୧ ଲକ୍ଷ ୪ ହଜାର କୋଟି ଟଙ୍କାର କାମଚଳା ବଜେଟ...

ଭୋଟ ହାରରେ ବିଜେଡି ଆଗରେ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରେ ପୌର ନିର୍ବାଚନର ଫଳାଫଳ ଆସିବା ପରେ ସହରାଞ୍ଚଳ ବାସିନ୍ଦା ମଧ୍ୟ ଅଧିକ ମାତ୍ରାରେ ବିଜେଡି ସପକ୍ଷରେ ରହିଥିବା ସ୍ପଷ୍ଟ ହୋଇଯାଇଛି। କାଉନ୍‌ସିଲର ନିର୍ବାଚନ ଫଳାଫଳ ଅନୁଯାୟୀ ବିଜେଡି ଭୋଟ ହାର ତୁଳନାରେ ଭାଜପା, କଂଗ୍ରେସ ଏବଂ ସ୍ବାଧୀନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri